ପ୍ରମୁଖ ଦଳର ଟିକେଟ୍ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର
ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ରାଜେନ୍ଦ୍ର କୁମାର ସାହୁଙ୍କୁ ଦଳୀୟ ଟିକେଟ୍ ଦେଇଥିବା ଘୋଷଣା କରିବା ପରେ…
୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା ଗୁଜରାଟର ଆନନ୍ଦ ଜିଲାର ବାସିନ୍ଦା ଥିଲେ। ଦକ୍ଷିଣ କାରୋଲିନା ହାଇଓ୍ବେ ପାଟ୍ରୋଲିଂ ଅଧିକାରୀଙ୍କ ଅନୁଯାୟୀ,…
ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ
ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା। ଏହି ଆସନରେ ବିଜେଡି ରାଜେନ୍ଦ୍ର ସାହୁଙ୍କୁ ମଇଦାନକୁ ଓହ୍ଲାଇଛି। ନିର୍ବାଚନମଣ୍ଡଳୀରେ ଉଭୟ ନେତାଙ୍କ ଦବ୍ଦବା…
ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ
କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା ହାଇସ୍କୁଲ ପଡ଼ିଆରେ ର୍ନିଦ୍ଧାରିତ ସମୟର ୨ ଘଣ୍ଟା ୧୫ ମିନିଟ୍ ବିଳମ୍ବରେ ଆସି ଅପରାହ୍ନ…
ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…
ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି। ଏହାକୁ ନେଇ ଖୁସି ପ୍ରକାଶ କରି ଅରିନ୍ଦମ ପ୍ରତିକ୍ରିୟା ରଖି କହିଛନ୍ତି, ମୁଁ ଯେତେବେଳେ…
ଗୌତମବୁଦ୍ଧଙ୍କୁ ଟିକେଟ୍, ଅନନ୍ତ ଦାସଙ୍କ ପୁଅ ନିରାଶ
ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍ ମିଳିଛି। ସେହିପରି ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଟିକେଟ୍ ମିଳିଥିବାବେଳେ ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁଙ୍କୁ ଟିକେଟ୍ ମିଳିଛି।…
ଏହି ୨ ବିଧାୟକଙ୍କ ଟିକେଟ୍ କାଟିଲା ବିଜେଡି
ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଟିକେଟ କଟିଥିବା ବେଳେ ଭୋଗରାଇ ବିଧାୟକ ଅନନ୍ତ ଦାସ ମଧ୍ୟ…
ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍, ଅନୁଭବ…
ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍ ନେଇଛି। କିନ୍ତୁ ଅନୁଭବ ମହାନ୍ତିଙ୍କୁ ନିରାଶ କରିଛି ବୋଲି କୁହାଯାଉଛି। ବାରବାଟୀ-କଟକ ନଚେତ ସାଲେପୁରରୁ ଦଳ…
ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ
କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇ ସିଟ୍ ପାଇଁ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ…
୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି
ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆଉ ୩ ଆସନ ବାକିଅଛି। ଏହି ଆସନଗୁଡ଼ିକ…
ହେମନ୍ତ ସୋରେନ୍ଙ୍କୁ ବଡ଼ ଝଟ୍କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍
ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କୁ ବଡ଼ ଝଟ୍କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ ସଂସ୍କାର ଏବଂ ଶ୍ରାଦ୍ଧରେ ସାମିଲ ହୋଇପାରିବେ ନାହିଁ। ତାଙ୍କୁ ଅନ୍ତରୀଣ ଜାମିନ ଦେବାକୁ ମନା…
ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ
ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା ରହିଛି। ଜାଣି ଆଶ୍ଚର୍ଯ୍ୟ ହେବେ ଅନେକ ଥର ଠେକୁଆ ନିଜ ପିଲାଙ୍କୁ ଖାଇ ଯାଏ।…
Archives


