Home

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ…

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଯେଉଁଥିରେ ଅଭିନେତା ଅରିନ୍ଦମ ରାୟଙ୍କ ନାଁ ରହିଛି । ଦଳ…

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ…

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ ଗିରଫ କରିଛି। ଗତ ୨୫ ତାରିଖ ଅପରାହ୍ନରେ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅଧିନସ୍ଥ…

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି। ମଝିପାଳ ଗ୍ରାମର ବିଭୂତି ଭୂଷଣ ଦାଶଙ୍କ ପତ୍ନୀ ଦୁର୍ଗାବତୀ (୮୬) ଓ ବିବାହିତା ମାନସିକ…

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ ଯେ ଖରାଦିନେ ତାହା ନୁହେଁ ଶୀତ ଦିନରେ ବି ନଦୀର ପାଣି ଫୁଟୁଥିବା ନଜରକୁ…

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ ପ୍ରଚାର ଆରମ୍ଭ କରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି କି,…

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ ତଥା ବିଶେଷକରି ବିଜୁ ଜନତା ଦଳ ଓ କଂଗ୍ରେସ ପ୍ରତିଦିନ ବୈଠକ, ମିଶ୍ରଣ ପର୍ବ…

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ ବୃଦ୍ଧା ମହିଳା ଜଣକ ଟିକିରି ପଞ୍ଚାୟତ ଝୋଡ଼ିଆପଡ଼ାର ଅର୍ଜୁନ ମାଝିଙ୍କ ସ୍ତ୍ରୀ ପଅଁଳା (୬୦)…

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ। ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ ବ୍ୟାପକ…

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ ସୁଦ୍ଧା ଦଳ ସମୀରଙ୍କୁ ଟିକେଟ ଦେବା ନେଇ ପୁନଃବିଚାର ନ କଲେ ବିଜେଡିରୁ ସମୂହ…

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି। ସକାଳୁ ସକାଳୁ ଖରା ସମ୍ଭାଳି ହେଉନି। ଘରୁ ଗୋଡ କାଢିଲେ ଆକାଶରୁ ନିଆଁ ଖସିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri