Home

ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନି

ନୂଆଦିଲ୍ଲୀ,୨୪।୯ (ପି.ଟି.): ସରକାରୀ ବିଭାଗଗୁଡ଼ିକ ୩୪ଟି ବଡ଼ ମାମଲାରେ ଦୁର୍ନୀତିଗ୍ରସ୍ତ ବାବୁମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶନାମାର ଅନୁପାଳନ କରି ନ ଥିବା କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି) ଦର୍ଶାଇଛନ୍ତି। କେତେକ ମାମଲାରେ ଉକ୍ତ ଦୁର୍ନୀତିଗ୍ରସ୍ତ ଅଫିସରମାନଙ୍କୁ ଦୋଷମୁକ୍ତ କରିଦିଆଯାଇଛି କିମ୍ବା ସେମାନଙ୍କ…

ମିସ୍‌ ୟୁନିଭର୍ସ ଇଣ୍ଡିଆ ଟାଇଟଲ ଜିତିଲେ ରିୟା ସିଂଘା

ଜୟପୁର, ୨୪।୯: ଗୁଜରାଟୀ ମଡେଲ ରିୟା ସିଂଘା(୧୯) ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରିଛନ୍ତି। ରବିବାର ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ର ଗ୍ରାଣ୍ଡ ଫିନାଲେରେ ସେ ୫୧ ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ଏହି…

ଲେବାନନ୍‌ରେ ଇସ୍ରାଏଲ୍‌ର ଜୋର୍‌ଦାର ଆକ୍ରମଣ

ମାର୍ଜାୟୁନ୍‌,୨୪ା୯: ଇସ୍ରାଏଲୀ ସେନା ଲେବାନନ୍‌ ଉପରେ ଆକ୍ରମଣକୁ ଜୋର୍‌ଦାର କରିଛି। ସୋମବାର ଏହାର ସବୁଠୁ ଘାତକ ଆକ୍ରମଣରେ ୨୭୪ ଜଣ ନିହତ ହେବା ସହ ୪୦୦ରୁ ଅଧିକ ଆହତ ହୋଇଛନ୍ତି। ଆଗକୁ ହେଜ୍‌ବୋଲ୍ଲା ବିରୋଧରେ ଆହୁରି ଘାତକ ଏୟାରଷ୍ଟ୍ରାଇକ୍‌ ହେବାକୁ ଥିବାରୁ…

ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୪।୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା ମୌସୁମୀ ଫେରିବା ଆରମ୍ଭ କରିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଥିବାବେଳେ…

ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ପୋତିହୋଇ ରହିଛି ମୂର୍ତ୍ତି

କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି। ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍‌ଜିଆର୍‌ଆଇ) ଏବଂ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ମିଳିତ ଭାବେ ଗ୍ରାଉଣ୍ଡ ପେନେଟ୍ରେଟିଂ…

ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ

ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା ଜେଲରୁ ତଦନ୍ତ ପାଇଁ ବଦଲାପୁରକୁ ଏକ ପୋଲିସ ଗାଡ଼ିରେ ନିଆଯାଉଥିବାବେଳେ ସେ ଜଣେ ପୋଲିସ…

ଭାରତରେ ନିବେଶ ପାଇଁ ଆମେରିକୀୟ ସିଇଓଙ୍କୁ ମୋଦିଙ୍କ ଆହ୍ବାନ

ନ୍ୟୁୟର୍କ,୨୩ା୯(ପି.ଟି.):ଆମେରିକାର ବୃହତ୍‌ ପ୍ରଯୁକ୍ତି ସଂସ୍ଥାଗୁଡ଼ିକର ସିଇଓମାନଙ୍କୁ ଭାରତରେ ଶିଳ୍ପ ପ୍ରତିଷ୍ଠା ଓ ପୁଞ୍ଜିନିବେଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମନ୍ତ୍ରଣ କରିଛନ୍ତି। ରବିବାର ଆମେରିକାର ବୃହତ୍‌ ପ୍ରଯୁକ୍ତି ଶିଳ୍ପର ସିଇଓମାନଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ଆମେରିକା, ଚାଇନା, ଜର୍ମାନୀ ଏବଂ…

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ ହୋଇଛି। ବିଷାକ୍ତ ଘୋଷିତ ଔଷଧ ମଧ୍ୟରେ ରହିଛି ରକ୍ତଚାପ ନିୟନ୍ତ୍ରଣ ପାଇଁ ବହୁଳ ବ୍ୟବହୃତ…

କଣ୍ଟାଗାଁ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ତେନ୍ତୁଳିଖୁଣ୍ଟି ବନ୍ଦ

ତେନ୍ତୁଳିଖୁଣ୍ଟି, ୨୩।୯(ଚିଦାନନ୍ଦ ସାହୁ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ର କଣ୍ଟାଗାଁରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ସପ୍ତାହେ ବିତିଯାଇଥିଲେ ମଧ୍ୟ ପୋଲିସ ହାତ ଖାଲି। ଏଥିସହ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ନିରୀହ ଆଦିବାସୀ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ…

ପୋଲିସକୁ ବଡ଼ ସଫଳତା: ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ, ୧୭ ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ବରଗଡ଼ ସହର ଉପକଣ୍ଠ ପୁରୁଣା ରିଜର୍ଭ ସମ୍ମୁଖ ରାସ୍ତାରେ ଅତର୍କିତ ଚଢ଼ାଉ କରି ପୋଲିସ ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏହି ଘଟଣାରେ…

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ ପୋଲିସ ହେପାଜତକୁ ନିଆଯାଇଥିଲା। ସେ ପୋଲିସର ରିଭଲଭର ଛଡ଼ାଇ ନେଇ ଗୁଳି ଚଳାଇଥିଲେ।…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତିକରି ଥାନା ସ୍ଥାନୀୟ ପୋଲିସ ମାମଲା ନଂ.୩୫୭/୨୪ ଅନୁଯାୟୀ ଅଭିଯୁକ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?