ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ
ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ସଲିଟେୟାର’ର ଆନୁଷ୍ଠାନିକ ଉନ୍ମୋଚନ (ଅନାବରଣ) ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହର୍ଷପ୍ରିୟା…
ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ
ଭୁବନେଶ୍ୱର,୨୭।୪: ନାଲ୍କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ନାଲ୍କୋ ସିଏମ୍ଡି ଶ୍ରୀଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏବଂ ଭାରତ…
ଦିନିକିଆ କେୟାର କନେକ୍ଟ କର୍ମଶାଳା
ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ବିଭିନ୍ନ ପ୍ରକାର ସ୍ନାୟୁରୋଗରେ ଆକ୍ରାନ୍ତ ହୋଇ କେୟାର ହସ୍ପିଟାଲରେ ସଫଳତାର ସହ ଚିକିତ୍ସା ହୋଇଥିବା…
ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ
ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍ଲେଟ ଶହୀଦନଗରଠାରେ ଏକ ସ୍ବତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା। ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ ଏବଂ…
ଉତ୍କଳରେ ନ୍ୟୁକ୍ଲିୟର୍ ମେଡିସିନ୍ ଅପଡେଟ୍ ସମ୍ମିଳନୀ
ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍ ମେଡିସିନ୍ ଅପଡେଟ୍-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ ଦେଇ ଉତ୍କଳ ହସ୍ପିଟାଲର ଡିନ୍ ଡାଇରେକ୍ଟର ପ୍ରଫେସର ଡା. ପିକେ ଦାସ କହିଥିଲେ, ଉତ୍କଳ…
ଜେଇଇ ମେନ୍ରେ ବେଦାନ୍ତୁର ବାଜିମାତ୍
ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍)-୨୦୨୪ ଫଳାଫଳରେ ବାଜିମାତ୍ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ ଜେଇଇ ଆଡଭାନ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେହିଭଳି ଜେଇଇ(ମେନ୍)୨୦୨୪ ଫଳାଫଳରେ କୃତକାର୍ଯ୍ୟ ହାସଲ…
ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର
ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍ ‘ରୁଚି’ (ରୁଚି ଫୁଡ୍ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ ବିଜେତାଙ୍କୁ ଆକର୍ଷଣୀୟ ପୁରସ୍କାର ପ୍ରଦାନ କରାଯାଇଛି। ସୁରଟର ହୋଟେଲ ଏମ୍ବାସିଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…
ପିଏଫ୍ପିଡିଏଲ୍ ସହ ଏଚ୍ଡିଏଫ୍ସି ଲାଇଫ୍ର ବୁଝାମଣା
ଭୁବନେଶ୍ୱର,୨୭।୪: ଏଚ୍ଡିଏଫ୍ସି ଲାଇଫ୍ ଏବଂ ପିୟରଲେସ୍ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ପିଏଫ୍ପିଡିଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ କର୍ପୋରେଟ ଏଜେନ୍ସିି ଟାଇ-ଅପ୍ ହୋଇଥିବାବେଳେ ପିଏଫ୍ପିଡିଏଲ୍ ଗ୍ରାହକଙ୍କୁ ଏଚ୍ଡିଏଫ୍ସି ଲାଇଫ୍ ଜୀବନବୀମା ଉପତ୍ାଦ ବଣ୍ଟନ…
ରାଇଟ୍ସର ସୁବର୍ଣ୍ଣ ଜୟନ୍ତୀ
ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ରାଇଟ୍ସ ଲିମିଟେଡ୍ର ପୂର୍ବତଟ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉସତ୍ବ ଅନୁଷ୍ଠିତ ହୋଇଯାଇଛି। ରେଲୱେ ଅଡିଟୋରିୟମରେ କାର୍ଯ୍ୟକ୍ରମରେ ଏମକେ ଶର୍ମା ସ୍ବାଗତ ଭାଷଣ ଦେବା ପରେ ଆଞ୍ଚଳିକ ମୁଖ୍ୟ ଅନିଲ ପାକାଶ (ଜିଜିଏମ) ରାଇଟ୍ସ ସଫଳତାର ଯାତ୍ରା ଉପରେ…
ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ
ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ ମାସର ଶେଷ ସପ୍ତାହର ଶେଷ ଶନିବାର ବିଶ୍ୱର ପ୍ରାଣୀ ଚିକିତ୍ସା ଅନୁଷ୍ଠାନ ଏବଂ ପ୍ରାଣୀ…
ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍
ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍ ସହ ଯୁଦ୍ଧରେ ରୁଷିଆ ସେନାକୁ ଚାଇନା ସାମରିକ ସହାୟତା ଯୋଗାଉଥିବାରୁ ଏହାକୁ ନେଇ ବ୍ଲିଙ୍କେନ୍ ଉଦ୍ବେଗ ପ୍ରକାଶ କରିଥିଲେ। ଦେଶର…
୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ
ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ (ଇଭିଏମ୍) ସହ ଭୋଟର ଭେଭିଫିଏବଲ୍ ପେପର ଅଡିଟ୍ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍ର ୧୦୦% ଯାଞ୍ଚ କରାଯିବ ନାହିଁ। ଏସମ୍ପର୍କିତ ଏକାଧିକ ପିଟିଶନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ବ୍ୟବସ୍ଥାକୁ…
Archives


