Home

ଦାୟିତ୍ୱ ଗ୍ରହଣ କଲେ ଆତିଶୀ, ହେଲେ ପାଖରେ କାହିଁକି ରଖିଲେ ଖାଲି ଚୌକି, କହିଲେ ଏମିତି କଥା

ନୂଆଦିଲ୍ଲୀ,୨୩।୯: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସୋମବାର ସଚିବାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାରକୁ ତାଙ୍କ ପାଖରେ ରଖି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି।…

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି…

ସଫଳତା ଛୁଇଁବାରେ ପ୍ରତିବନ୍ଧକ ସାଜେନି ଶବ୍ଦ

ଭୁବନେଶ୍ୱର,୨୩ା୯ (ବନ୍ଦନା ସେଠୀ): ପରସ୍ପର ମଧ୍ୟରେ ଭାବ ଆଦାନ ପ୍ରଦାନର ମୁଖ୍ୟ ମାଧ୍ୟମ ହେଉଛି ଭାଷା। ଆମେ କହୁଥିବା ପ୍ରତିଟି ଶବ୍ଦକୁ ନେଇ ତିଆରି ହୁଏ ଭାଷା। ତେବେ ଭାଷା ବା ଶବ୍ଦ କେବେ ମନର ଭାବ ପ୍ରକାଶ କରିବାରେ ପ୍ରତିବନ୍ଧକ…

ମଥୁରା-ବୃନ୍ଦାବନ ପ୍ରସାଦର ଗୁଣବତ୍ତାକୁ ନେଇ ପ୍ରଶ୍ନ ଉଠାଇଲେ ଡିମ୍ପଲ

ଲକ୍ଷ୍ନୌ,୨୩।୯: ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀ ମନ୍ଦିରରେ ଭକ୍ତଙ୍କ ପାଇଁ ପ୍ରସ୍ତୁତ ‘ପ୍ରସାଦ’ରେ ପଶୁ ଚର୍ବି ମିଶ୍ରଣ ହେବାର ଖବର ଆସିବା ପରେ ମଥୁରାରେ ଖାଦ୍ୟ ଏବଂ ଔଷଧ ପ୍ରଶାସନ ବିଭାଗ ସକ୍ରିୟ ହୋଇଥିଲା। ତେବେ ସମାଜବାଦୀ ପାର୍ଟିର ଏମପି ଡିମ୍ପଲ ଯାଦବ…

ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…

ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ ଏହି…

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ପିଲାମାନଙ୍କ ସହ ଜଡିତ ଅଶ୍ଳିଳ ସାମଗ୍ରୀ ନିଜ ପାଖରେ ରଖିବା ଦଣ୍ଡନୀୟ ଅପରାଧ

ନୂଆଦିଲ୍ଲୀ,୨୩।୯: ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଚାଇଲ୍ଡ ପୋର୍ନୋଗ୍ରାଫି ସହ ଜଡିତ ସାମଗ୍ରୀ ଡାଉନଲୋଡ କରିବା ଏବଂ ଏହାକୁ ନିଜ ପାଖରେ ରଖିବା ଏକ ଅପରାଧ। ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି କୌଣସି ବ୍ୟକ୍ତି ଏପରି ସାମଗ୍ରୀ ଡିଲିଟ ନକରନ୍ତି କିମ୍ବା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…

ଲଡୁ ପ୍ରସାଦ ମାମଲାକୁ ନେଇ ତିରୁପତି ମନ୍ଦିର ଟ୍ରଷ୍ଟ ଦେଲା ରିପୋର୍ଟ

ତିରୁପତି,୨୩।୯: ତିରୁପତି ବାଲାଜୀ ମନ୍ଦିରରେ ପ୍ରସାଦ ଭାବରେ ତିଆରି ହୋଇଥିବା ଲଡୁରେ ପଶୁ ଚର୍ବି ମିଶୁଥିବା ମାମଲାରେ ମୁଖ୍ୟ ସୂଚନା ସାମ୍ନାକୁ ଆସିଛି। ଘିଅରେ ଅପମିଶ୍ରଣ ଏବଂ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଟିଡିପି ପକ୍ଷରୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ରିପୋର୍ଟର…

ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଏମ୍‌ପି, ବିଡିଓ- ତହସିଲଦାରଙ୍କ ସହ ମିଶି କଲେ ସଫେଇ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତରେ ଆସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ। ସେ ପ୍ରଥମେ ଅନ୍ତଃବିଭାଗ ପରିଦର୍ଶନ କରିଥିଲେ। ସେଠାରେ ରୋଗୀଙ୍କ ପାଇଁ ରହିଥିବା ଶୌଚାଳୟର ସ୍ବଚ୍ଛତାକୁ…

ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ମଣ୍ଡଳର କର୍ମକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକ କରି ଦଳକୁ ମଜଭୁତ କରିବା…

ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ

ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ପଚରାଯାଇଥିଲା ଯେ ଯଦି ସେ ୨୦୨୪ ନିର୍ବାଚନରେ ହାରିଯାଆନ୍ତି, ତେବେ…

ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ…

ଭୁବନେଶ୍ୱର,୨୩ା୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ବିଜ୍ଞପ୍ତିରେ ଯୁବତୀ, ମେଜର ଏବଂ ପୋଲିସକୁ ଦୁର୍ବ୍ୟବହାର ଏବଂ ମାଡ଼ ଅଭିଯୋଗର ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?