ସାରା ଦେଶରେ ୟୁସିସି ଲାଗୁହେବ: ଶାହା
ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ କରିବା ଭାଜପାର ପ୍ରତିଶ୍ରୁତି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ବୋଲି ଶୁକ୍ରବାର ସ୍ବରାଷ୍ଟ୍ର…
ଖଲ୍ଲିକୋଟ ଏନ୍ଏସି କାଉନ୍ସିଲର୍ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ
ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍ଏସି କାଉନ୍ସିଲରଙ୍କ ଘରେ ପଶି ମାର୍ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ୧୧ନଂ ଏନ୍ଏସି…
ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା
ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । କୁହାଯାଉଛି ସୋର ଆସନରୁ ଭାଜପା ରାଜୁ ଦାସଙ୍କୁ ପ୍ରାର୍ଥୀ…
ଭଦ୍ରକ-ଯାଜପୁର ଜେଲ୍ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ଏମ୍.ଏସ୍.…
କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ
ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା ପରିଷଦର ପୂର୍ବତନ ଅଧ୍ୟକ୍ଷା ତଥା ଖଣ୍ଡପଡା ବ୍ଲକର ପୂର୍ବତନ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷା ଭାବେ…
ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର
ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ କ୍ରନ୍ଦନ କରୁଥିବା ଲୋକେ ଶୁଣିବାକୁ ପାଇଥିଲେ। ପରେ ଯାଇ ଦେଖିବା ପରେ ପରିତ୍ୟକ୍ତ ଅବସ୍ଥାରେ…
ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା
ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଆସନ୍ତା ୩୦ ତାରିଖରୁ ମେ’ ୯…
ଟି୨୦ ବିଶ୍ୱକପ୍ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୪ ଜୁନ୍ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆଇସିସି ଟିମ୍…
ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ
କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି । ବାପାଙ୍କ ସହ ମିଶି ନିର୍ବାଚନ ଲଢ଼ିଲେ, ଏଥର ଡବଲ ମାର୍ଜିନରେ ଜିତିବେ ବୋଲି…
ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍ରେ ଶତକ ମାରୁଥିଲେ…
ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ ଥିଲା ସେ ନିଜ ସମୟର ଜବରଦସ୍ତ ବ୍ୟାଟ୍ସମ୍ୟାନ୍ ଥିଲେ। ୨୦୧୨ରେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା…
ଏଥର ଧାମନଗରରେ ବିଗ୍ ଫାଇଟ୍, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର
ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର। ରାଜ୍ୟର ତାତି ଯେତେ ଉପରମୁହାଁ ହେଉଛି ରାଜ୍ୟ ରାଜନୀତି ସେତିକି ଜମୁଛି। ତେବେ ଏଥର…
ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା
କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ମତଦାନ ବୃଦ୍ଧି ନିମନ୍ତେ…
Archives


