Home

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ଆସନ୍ତା ୨୮ ତାରିଖରେ ଓଡ଼ିଶା ଗସ୍ତରେ…

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ ଆଇସିସି ଟୁର୍ନାମେଣ୍ଟ ଖେଳୁଛନ୍ତି। ଏଣୁ ଯେବେ ବି ଉଭୟ ଟିମ୍‌ ମୁହାଁମୁହିଁ ହୁଅନ୍ତି ସମସ୍ତଙ୍କ…

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ ପତ୍ନୀ ପଙ୍ଖୁଡ଼ି ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ନିଜର ଇନଷ୍ଟାଗ୍ରାମରେ କ୍ରିକେଟର ପତ୍ନୀଙ୍କ ସହ…

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର ବ୍ୟବହାର କରାଯାଉଛି। ହେଲେ ଗତ କିଛିଦିନ ଧରି ଏକ ଚାର୍ଜକୁ ନେଇ ୟୁପିଆଇ ଚର୍ଚ୍ଚାରେ…

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ…

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା ୬ ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ ଦାଖଲ କରାଯାଇଛି।…

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା ସାମ୍ନାକୁ ଆସିବା ପରେ କାର୍ଡଗୁଡ଼ିକୁ ବ୍ଲକ କରାଯାଇଛି। ତେବେ ଏଯାବତ କାର୍ଡଗୁଡ଼ିକର ଦୂରୁପଯୋଗ ହୋଇ…

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ ଆସନରୁ ଭାଜପା ପ୍ରାର୍ଥୀ ତଥା ସିଟିଂ ଏମପି ତେଜସ୍ବୀ ସୂର୍ଯ୍ୟାଙ୍କ ବିରୋଧରେ ଏଫଆଇଆର ପଞ୍ଜିକୃତ…

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା ସହିତ ଶୁକ୍ରବାର ନିର୍ବାଚନରେ ସମ୍ପୃକ୍ତ ଅନ୍ୟ ଏକ ଆବେଦନକୁ ବାତିଲ କରାଯାଇଥିଲା। କୋର୍ଟଙ୍କ ନିଷ୍ପତ୍ତି…

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଜଣେ କର୍ମଚାରୀ ଚାକିରି ଛାଡ଼ିବା ପରେ…

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର କଲେ, ଯେଉଁ କାରଣରୁ ହଠାତ୍‌ ଦେଶରେ କଲ ସେଣ୍ଟର୍‌ ବଢି ଯାଇଥିଲା। ଏହି କ୍ଷେତ୍ର…

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ ଫଲୋଅର୍ସ ବଢ଼ାଇବା ସହଜ ନୁହେଁ। ଏଥିଲାଗି ଭଲ କଣ୍ଟେଣ୍ଟର ଆବଶ୍ୟକତା ରହିଛି। ଏସବୁ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri