ନେଟ୍ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଲଂଘନ, ବର୍ଣ୍ଣବୈଷମ୍ୟ ଅଭିଯୋଗ
ନୂଆଦିଲ୍ଲୀ,୨୩ା୯: ନେଟ୍ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଳଂଘନ ଓ ବର୍ଣ୍ଣବୈଷମ୍ୟ ଅଭିଯୋଗ ଆସିବା ପରେ ଏହି ଆମେରିକୀୟ ଷ୍ଟ୍ରିମିଂ ଜାଏଣ୍ଟର ବ୍ୟବସାୟିକ କାର୍ଯ୍ୟପ୍ରଣାଳୀକୁ ନେଇ ଭାରତ ତଦନ୍ତ ଚଳାଇଛି। ନେଟ୍ଫ୍ଲିକ୍ସର ଜଣେ ପୂର୍ବତନ କର୍ମଚାରୀଙ୍କ ନିକଟକୁ ଭାରତ ସରକାରଙ୍କ ପକ୍ଷରୁ ପଠାଯାଇଥିବା ଏକ…
ଏଇ ଭାରତରେ
କଥାରେ ଅଛି ଦୃଢ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ଆଗରେ ପ୍ରତିବନ୍ଧକ ହାର୍ମାନେ। ଯାହାର ଉଦାହରଣ ସାଜିଛନ୍ତି ଉତ୍ତରାଖଣ୍ଡ ବାଗେଶ୍ୱର ଅଞ୍ଚଳ ନିବାସୀ ମମତା କାର୍କି। ୪୨ ବର୍ଷୀୟ ଏହି ମହିଳା ସାଂସାରିକ ବୋଝ ମୁଣ୍ଡାଇ ମଧ୍ୟ ପିସିଏସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ…
ନୀରବଦ୍ରଷ୍ଟା
ଅନେକ ସମୟରେ ଆଖିଆଗରେ କିଛି ଗୋଟେ ଘଟଣା କି ଦୁର୍ଘଟଣା ଘଟୁଥିବା ବେଳେ କିଛି ଲୋକ ନୀରବରେ ଏ ଦୃଶ୍ୟ ଉପଭୋଗ କରୁଥିବାର ଦେଖିବାକୁ ପାଇବେ। ଏମାନେ ଉକ୍ତ ଘଟଣା ବା ଦୁର୍ଘଟଣାକୁ ନେଇ ଆଦୌ ବ୍ୟଥିତ କି ବିଚଳିତ ହୁଅନ୍ତି…
ପେଜର ବିସ୍ଫୋରଣରୁ ଶିକ୍ଷା
ଇସ୍ରାଏଲ-ହମାସ ଯୁଦ୍ଧ ଏବେ କଡ଼ ଲେଉଟାଇ ଇସ୍ରାଏଲ୍-ହେଜ୍ବୋଲ୍ଲା ଯୁଦ୍ଧର ରୂପ ନେଲାଣି। ଇସ୍ରାଏଲ ଅଭିନବ ବୁଦ୍ଧି ଖଟାଇ ଲେବାନନରେ କରିଥିବା ପେଜର, ଓ୍ବାକିଟକି ଏବଂ ପରବର୍ତ୍ତୀ ସମୟରେ ଅନ୍ୟ ଯୋଗାଯୋଗ ଯନ୍ତ୍ରକୁ ବିସ୍ଫୋରଣ ଘଟାଇ ଅଧିକାଂଶ ଲଢ଼ୁଆ ହେଜ୍ବୋଲ୍ଲା ସଦସ୍ୟଙ୍କ ଚକ୍ଷୁ…
ସ୍କୁଲ ମାଷ୍ଟରଙ୍କୁ ପତ୍ରଟିଏ
ସମ୍ମାନନୀୟ ଗୁରୁଜୀ, ମୋର ନମସ୍କାର ନେବେ। ଅନେକ ଭାବିଚିନ୍ତି ପତ୍ରଟିଏ ଲେଖିଲି। ମନକୁ ଆସୁଥିବା କଥାଗୁଡ଼ିକ ଏକାଥରକେ ସଜାଡ଼ି କହିବା ସମ୍ଭବ ନୁହେଁ ବୋଲି ପତ୍ର ମାଧ୍ୟମରେ ଜଣାଇବାକୁ ଉଚିତ ମଣିଲି। ବିଶ୍ୱାସ କରିବେକି ନାହିଁ ଜାଣେ ନାହିଁ, ଏହି ପତ୍ରଟି…
କ୍ୱାଡ୍ରେ ଚାଇନାକୁ ଟାର୍ଗେଟ
ଓ୍ବିଲ୍ମିଙ୍ଗଟନ୍,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା, ଭାରତ, ଅଷ୍ଟ୍ରେଲିଆ ଏବଂ ଜାପାନକୁ ନେଇ ଗଠିତ ସଂଗଠନ ପକ୍ଷରୁ ଏକ ମିଳିତ…
କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!
କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି ରହିଛି ଚର୍ଚ୍ଚା। ଏହି ମୃତ ଦେହରେ କ୍ଷତ ଚିହ୍ନ ରହିଥିଲା। ଅଭୟା ଯୁଦ୍ଧ ଜାରି…
ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ
ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା। ଅଲଜଜିରାର ରିପୋର୍ଟ ଅନୁଯାୟୀ, ହିଜବୁଲ୍ଲାର ଏହି ଆକ୍ରମଣ ପରେ ଉତ୍ତର ଇସ୍ରାଏଲର…
ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା ଉପରେ ଆଲୋଚନା ହେଉଛି। ଏହାର ଦୁଇଟି କାରଣ ଅଛି। ଗୋଟିଏ କାରଣ ପାଇଁ ଅରବିନ୍ଦ…
ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ
ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି। ରାଷ୍ଟ୍ରବାଦୀ କଂଗ୍ରେସ ଦଳର ଉଭୟ ଦଳକୁ ସମାନ ବ୍ୟବହାର କରିବାକୁ ତଥା ତାଙ୍କ ଦଳ…
ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ
ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍ ଏବଂ ଡଜନେ ୱାକି-ଟକି ଏକ ସମୟରେ ଲେବାନନରେ ବିସ୍ଫୋରଣ ହେବା ପରେ ହିଜବୁଲ ମୁଖ୍ୟ ଇସ୍ରାଏଲ ଉପରେ ରକେଟ…
ଖୁସି ଖବର: ନୀତୀଶ ଦେବେ ବଡ ଉପହାର
ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ ଖୁବ ଶୀଘ୍ର ଭଲ ଖବର ପାଇପାରନ୍ତି। ଘଟଣା ହେଲା ସରକାର ରାଜ୍ୟରେ ବ୍ୟାପକ ସ୍ତରରେ…

