Home

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ ଅନ୍ୟ କେହି ଆଣିନାହାଁନ୍ତି। କଂଗ୍ରେସ ପାଇଁ ଏହା ଦ୍ୱିତୀୟ ଥର ଘଟିଛି ଯେତେବେଳେ ଜଣେ…

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ ଚର୍ବି ମିଶ୍ରିତ ହୋଇଛି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ…

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ ପ୍ରଶ୍ନ ଉଠାଉଛି। ଅକ୍ଟୋବର ୫ରେ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବ। ଏଥିପାଇଁ…

ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି ଶକ୍ତି ଦୁର୍ବଳ ହେବା କାରଣରୁ ଜୋ ବାଇଡେନ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚନରୁ ତାଙ୍କ…

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ରବିବାର ତୃତୀୟ ଦିନରେ କେନ୍ଦୁଝର କାର୍ଯ୍ୟକ୍ରମ…

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି। ୯୨…

ପୁଣି ଲଜ୍ଜା: ମାର୍କେଟ୍‌ ଆସିଥିବା ବେଳେ ସାନଭଉଣୀଙ୍କୁ ଗଣବଳାତ୍କାର, ବଡ଼ ଭଉଣୀଙ୍କୁ ଅସଦାଚରଣ

ରାଉରକେଲା,୨୨ା୯: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପୁଣି ଏକ ଲଜ୍ଜାକର ଘଟଣା ଘଟିଛି। ସାନଭଉଣୀକୁ ଗଣବଳାତ୍କାର କରାଯାଇଥିବାବେଳେ ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ବଳାତ୍କାରର ଶିକାର ହୋଇଥିବା ସାନଙ୍କ ବୟସ ୮ ବର୍ଷ ଏବଂ ବଡ଼ଙ୍କ ବୟସ ୧୨ ବର୍ଷ।…

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ କଥା ମନେ ପକାଇଛନ୍ତି ଗୁରୁଜୀ। ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି। ଏହାକୁ ବରଦାସ୍ତ କରାଯିବନି…

‘ଜୀବନର ଜଳପଥ’

ନଦୀ ପ୍ରାକୃତିକ ଭାବେ ମଧୁର ଜଳକୁ ପ୍ରବାହ କରିଥାଏ। ଏହା ପାହାଡ଼, ପର୍ବତ କିମ୍ବା ହିମବାହରୁ ଉତ୍ପତ୍ତି ଲାଭକରି ସାଗର, ମହାସାଗର, ହ୍ରଦ କିମ୍ବା ଅନ୍ୟ ଏକ ନଦୀରେ ମିଶିଥାଏ। ପୃଥିବୀରେ ୧୬୫ଟି ବଡ଼ ନଦୀ ସମେତ ଅନେକ ନଦୀ ରହିଛି।…

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ। ଏଥର ଆମେରିକାର ରାଷ୍ଟ୍ରପତି ବାଇଡେନଙ୍କ ସହର ଡେଲାଓ୍ବେରରେ କ୍ୱାଡ୍‌ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।…

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ…

ନଦୀ ପାର୍‌ ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ନଦୀରେ ଭାସିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହେବା ରବିବାର ଜଣାପଡ଼ିଛି। ମୃତକ ହେଲେ ପୁରେଶ୍ୱର ମାଝି(୬୫)। ମିଳିଥିବା ସୂଚନାନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?