ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ
ଭୁବନେଶ୍ୱର, ୨୨।୯(ସୁନିତ୍ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ ରାଜ୍ୟ ଓ କେନ୍ଦ୍ରର ଭାଜପା ସରକାରଙ୍କୁ ସମାଲୋଚନାର ଶିକାର ହେବାକୁ ପଡ଼ିଲାଣି। ଏଇ ୨…
କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ
ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ ଜରୁରୀ ବୈଠକ। ତେବେ ଏଥିରେ ୪୦ DSP, ASP ପାହ୍ୟା ଅଧିକାରୀ ଯୋଗଦେବାର ସୂଚନା…
ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…
ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ କଲେ ମୋହନ। ଏଣିକି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ରହିବେ। ଆଉ ଏହି ଅଭିଯୋଗ ପ୍ରକୋଷ୍ଠ…
ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…
ଓ୍ବାଶିଂଟଡ଼୍,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଏହାରି ଭିତରେ ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଅନ୍ୟ ବିଶ୍ୱ ନେତାଙ୍କ ସହ…
ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ
ଓ୍ବାଶିଂଟନ୍,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ ଅଫ ଦ ଫ୍ୟୁଚର୍’କୁ ସମ୍ବୋଧିତ କରିବେ।…
ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!
ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ଶହଶହ ପୋଲିସ। ଭୁବନେଶ୍ୱର ରିଜର୍ଭ ଗ୍ରାଉଣ୍ଡରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଆଗାମୀ ଦିନରେ…
ବନ୍ଧା ହେବା ପରେ ରୋଡ୍ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…
ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ । ଚନ୍ଦକା ପୋଲିସ ୭ ଜଣଙ୍କୁ ମହିଳାଙ୍କ ଉପରକୁ ହାତ ଉଠାଇଥିବା ଘଟଣାରେ ଗିରଫ କରି…
ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ
ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି ଉପରେ ନୀରବତା ଭାଙ୍ଗିଛନ୍ତି। ସେ ଭାରତୀୟ ଜନତା ପାର୍ଟି (ଭାଜପା) କୁ ପଛରେ ପକାଇ…
ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି
ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ ନିବାସରେ ମଧ୍ୟ ଉପସ୍ଥିତ ଥିଲେ। ମନୋଜ ତିୱାରୀ କହିଛନ୍ତି, ମୁଁ ଦିଲ୍ଲୀର ତୃତୀୟ ମହିଳା…
ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ
ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର ମୋହର ବାଜିଥିଲା। ସୂଚନାଯୋଗ୍ୟ, ଆମ…
‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ ଅଂଶଗ୍ରହଣ କରିବେ। ତେବେ ପୂର୍ବରୁ ଯେତେବେଳେ ମୋଦି ଆମେରିକା ଗସ୍ତ ସମୟରେ ପୂର୍ବତନ ରାଷ୍ଟ୍ରପତି…
ଲେବାନନ ଆକ୍ରମଣକୁ ନେଇ ଚର୍ଚ୍ଚାରେ ମିଷ୍ଟ୍ରି ଗର୍ଲ!
ଜେରୁଜେଲମ,୨୧।୯: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଲେବାନନରେ ପେଜର୍ ଆକ୍ରମଣ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଆକ୍ରମଣ ସହ ଜଡିତ ଅନେକ ତଥ୍ୟ ସାମ୍ନାକୁ ଆସୁଛି। ଏହି ସମୟରେ, ୪୯ବର୍ଷିୟ ବିଦେଶୀ ମହିଳା ଖ୍ରିଷ୍ଟିଆନା ବାର୍ସୋନି ଆର୍କିଡିଏକୋନୋ ଚର୍ଚ୍ଚାକୁ ଆସିଛନ୍ତିି। ଇଟାଲୀ-ହଙ୍ଗେରୀରୁ…

