ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ
ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା ବେଳେ…
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ
ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକ ସଭା ନିର୍ବାଚନମଣ୍ଡଳୀ ପାଇଁ ୫୫ ଜଣ…
ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ
ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ ବରୁଣ ଚୌଧୁରୀ, ହିସାରରୁ ଜୟ ପ୍ରକାଶ, କରନାଲରୁ ଦିବ୍ୟାଂସୁ ବୁଦ୍ଧିରାଜ, ସୋନିପତରୁ ସତ୍ୟପାଲ ବ୍ରହ୍ମଚାରି,…
କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ ନ ପାରେ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନା ବର୍ତ୍ତମାନର ମେୟର ତଥା ଡେପୁଟି ମେୟରଙ୍କୁ…
୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ
ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଇପିଏଲର ୧୦ ଟି ଭିନ୍ନ ସିଜନରେ ୪୦୦ ଛୁଇଁଥିବା କୋହଲି ପ୍ରଥମ ବ୍ୟାଟ୍ସମ୍ୟାନ…
ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି
ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ ପାଇଁ ଏକ ‘ନୂତନ ଜୀବନ’ ପାଇବା ସହ କମ୍ପାନୀ ଏକ ‘ସ୍ମାର୍ଟ’ ପ୍ରତ୍ୟାବର୍ତ୍ତନ କରିବାରେ…
ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ
ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ ହେଉଛି, ମେୟର ନିର୍ବାଚନ ପରିଚାଳନା ପାଇଁ ପ୍ରିଜାଇଡିଂ ଅଫିସର ଏପର୍ଯ୍ୟନ୍ତ ନିଯୁକ୍ତ ହୋଇନାହାଁନ୍ତି। ଯେଉଁଠାରେ…
ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ
ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ ହୋଇଥିଲା । ରିପୋର୍ଟ ଆସିବା ପରେ ଯେଉଁମାନେ ଅଣ୍ଡା ଏବଂ ଚିକେନ ଖାଉଛନ୍ତି ସେମାନଙ୍କୁ…
ନିର୍ବାଚନ ଲଢିବେ କଳ୍ପନା
ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଯଦିଓ ତାଙ୍କୁ ନିର୍ବାଚନ ରାଲିରେ ଦେଖିବାକୁ ମିଳିଥିଲା,…
ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍
ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍ ଷ୍ଟ୍ରୋକ୍ ୟୁନିଟ୍ କାର୍ଯ୍ୟକାରୀ ହୋଇଛି। ଅସହ୍ୟ ଗ୍ରୀଷ୍ମ ଯୋଗୁ ଦେଖାଯାଉଥିବା ଅଂଶୁଘାତ ତଥା ଅନ୍ୟାନ୍ୟ…
୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ
ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ ଆଲିଙ୍ଗନ କରି ଦୀର୍ଘ ସମୟ ପର୍ଯ୍ୟନ୍ତ କାନ୍ଦିବାକୁ ଲାଗିଲେ। ଜେଲରେ ଉପସ୍ଥିତ ଥିବା ଅନ୍ୟ…
‘ଆମେ ୬ ବଲ୍ରେ ୬ ଛକା ମାରିବୁ’
ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ ପାଠକଙ୍କ ‘ଭାରତ-ପାକିସ୍ତାନ’ ବୟାନକୁ ନେଇ ସେ ପ୍ରତିକ୍ରିୟା ଦେଇଛନ୍ତି। ଅଖିଳେଶ କହିଛନ୍ତି ଆମେ ସମାଜବାଦୀ…
Archives


