Home

ଆଜିଠୁ ୩ଦିନ ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଅପରାହ୍ନ ୧ଟାରୁ କାର୍ଯ୍ୟ ଶେଷ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ସେପ୍ଟେମ୍ବର ୨୧, ୨୨ ଏବଂ ୨୩ ତାରିଖ ତିନିଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ପ୍ରତ୍ୟହ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ ପାଇଁ…

ଫରେଷ୍ଟର ଆମତ୍ହତ୍ୟା ମାମଲା:ବିଭାଗୀୟ ଅଧିକାରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସ୍ତ୍ରୀ

ରାୟଗଡ଼ା,୨୧ା୯(ଆଶିଷ ରଞ୍ଜନ ପଣ୍ଡା):ଦୀର୍ଘ ୧୨ ବର୍ଷ ବନ ବିଭାଗ ସିଲ୍‌ଭିକ୍‌ଲଚର ଡିଭିଜନରେ କାର୍ଯ୍ୟରତ ଥିଲେ ରାୟଗଡ଼ା ସହର ଶୁଣ୍ଢିସାହିର ଲବଣୀ ନାୟକଙ୍କ ସାନ ପୁଅ ସଞ୍ଜୟ ନାୟକ। ବିଭାଗୀୟ ଅଧିକାରୀଙ୍କୁ ୫୦ ପ୍ରତିଶତ ପିସି ଦେଇ ନ ପାରି ମାନସିକ ଭାରସାମ୍ୟ…

ଭାଇ ମୃତ୍ୟୁର ନ୍ୟାୟ ମାଗୁଛି: ନେହୁରା ହେଲେ ଫରେଷ୍ଟରଙ୍କ ଭାଇ

ଭବାନୀପାଟଣା,୨୦ା୯(ଉତ୍ତମ କୁମାର ଦାଶ): ଫରେଷ୍ଟର ଆତ୍ମହତ୍ୟା ମାମଲାକୁ ନେଇ ବିବାଦ ଥମିବାର ନାଁ ଧରୁନି। ମୃତ ଫରେଷ୍ଟର ସଞ୍ଜୟ ନାୟକଙ୍କ ଭାଇ ରବି ନାରାୟଣ ନାୟକ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେ ଏଥିରେ ଦର୍ଶାଇଛନ୍ତି, ଭାଇ ମୃତ୍ୟୁର…

କେନ୍ଦ୍ରକୁ ହାଇକୋର୍ଟ ଝଟକା: ସରକାର ଫେକ୍‌ ନ୍ୟୁଜ୍‌ର ସଂଜ୍ଞା ନିରୂପଣ କରିପାରିବେ ନାହିଁ

ମୁମ୍ବାଇ,୨୧ା୯:ସୂଚନା ଓ ପ୍ରଯୁକ୍ତି (ଆଇଟି) ଆଇନ ଅଧୀନରେ ଫ୍ୟାକ୍ଟ ଚେକିଂ ୟୁନିଟ୍‌ (ଏଫ୍‌ସିୟୁ) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଉଦ୍ୟମକୁ ଝଟ୍‌କା ଲାଗିଛି। ଷ୍ଟାଣ୍ଡ୍‌ଅପ କମେଡିଆନ୍‌ କୁନାଲ କାମରାଙ୍କ ଆବେଦନର ଶୁଣାଣି କରି ଶୁକ୍ରବାର ବମ୍ବେ ହାଇକୋର୍ଟ ଏହାକୁ…

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି…

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ ରୂପେ ପାଳନ କରିବାକୁ ନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଛତ୍ରପୁରସ୍ଥିତ ଲକ୍ଷ୍ମଣ ଭନ…

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ ହୋଇଛନ୍ତି। ଗୁରୁବାର ରାତିରେ ରେଞ୍ଜରା ରେଲଓ୍ବେ ସାଇଡିଂ ଷ୍ଟେଶନ ମାଷ୍ଟରଙ୍କୁ ଧମକ ଦେବା ସହ…

ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇବା ପାଇଁ ପ୍ରସ୍ତୁତିରେ ଭିତରକନିକା…

କେନ୍ଦ୍ରାପଡ଼ା ଜିଲାରେ ଥିବା ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ପ୍ରକୃତିପ୍ରେମୀଙ୍କୁ ସର୍ବଦା ଆକୃଷ୍ଟ କରିଆସୁଛି। ଏହି ଆର୍ଦ୍ରଭୂମିରେ ୭୨ ପ୍ରକାର ହେନ୍ତାଳ ଜାତୀୟ ବିରଳ ବୃକ୍ଷ, ୬୪ ପ୍ରକାର ଔଷଧୀୟ ବୃକ୍ଷ ଅଛି। ଲୁଣା କୁମ୍ଭୀର ଗୋରୀ, ଶ୍ୱେତା, ମଲ୍ଲୀ…

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ ଏକ କାର୍ଯ୍ୟକ୍ରମରେ ନୀତେଶ କହିଛନ୍ତି, ୨୪ ଘଣ୍ଟା ଛୁଟିରେ ପୋଲିସ ପଠାଇ ଦିଆଯାଉ। ହିନ୍ଦୁମାନେ…

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ, ମାତ୍ର ୯୯ଟଙ୍କାରେ ଟିକେଟ୍‌ ମିଳିବ। ଜାତୀୟ ସିନେମା ଦିବସ ଥିବାରୁ ସିନେପ୍ରେମୀଙ୍କୁ ଏଭଳି ଏକ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୋହନ ମାଝୀ ଗୋ ବ୍ୟାକ୍‌ ସ୍ଲୋଗାନ ଦେଇଥିଲେ। ଜିଲାକୁ ଦେଇଥିବା…

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଦଶାହ ଭୋଜି ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ। ୩୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?