Home

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ। ଜିଓ ଏହାର ପ୍ରିମିୟମ୍‌ ୟୁଜର୍ସଙ୍କ ପାଇଁ ନୂଆ ୨୯ ଟଙ୍କିଆ ପ୍ଲାନ୍‌ ଲଞ୍ଚ କରିଛି।…

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ ୨୫, ୨୦୨୪) ରେ ତାଙ୍କ ବିବୃତ୍ତି ଉପରେ ଭାଜପା ମଧ୍ୟ ପ୍ରତିକ୍ରିୟା ଦେଇଛି। ଇତିମଧ୍ୟରେ,…

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଛନ୍ତି ଶାହା। ଓଡ଼ିଶାରେ…

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ କରାଇ ଦେଇଛି। ପାକିସ୍ତାନୀ ଅଧିକାରୀଙ୍କ ଅନୁଯାୟୀ ବୁଧବାର ରାତିରେ କରାଚି ଉପକଣ୍ଠରେ ଏକ ଭୂକମ୍ପ…

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରିଛି। ବର୍ତ୍ତମାନ ଏନସିବିସି କର୍ନାଟକର ମୁଖ୍ୟ ଶାସନ ସଚିବଙ୍କ…

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର ଅଟେ। ଆରମ୍ଭରେ ମୁଁ କହିଥିଲି ରାଜସ୍ଥାନ ରୟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ, କେକେଆର୍‌, ତା’ପରେ ଲକ୍ଷ୍ନୌ।…

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌  ଆସିବ। ପ୍ରଶଂସକମାନେ ପ୍ରତ୍ୟେକ ସିଜନ୍‌ରେ ବହୁତ ଭଲ ପାଇବା ଦିଅନ୍ତି। କିନ୍ତୁ ଆପଣ ଜାଣନ୍ତି…

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍‌ କରୁଥିଲେ। କିଛିଦିନ ତଳେ ସେମାନଙ୍କର ବିବାହ ନେଇ ଖବର ଶୁଣିବାକୁ ମିଳିଥିଲା। ହେଲେ…

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା ତାଙ୍କୁ ପୁଣି ଥରେ ଫିଲ୍ଡିଂ କରିଛି। କିନ୍ତୁ ବର୍ତ୍ତମାନ ତାଙ୍କ ସ୍ତ୍ରୀ ମୃଦୁଳା କଟାରିଆ…

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର ମିଡିଆ ଷ୍ଟଡିଜ (ସିଏମଏସ) ଦାବି କରିଛି ଯେ ଏହି ଲୋକ ସଭା ନିର୍ବାଚନରେ ଆନୁମାନିକ…

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରେ ତାଙ୍କୁ…

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ ଚମତ୍କାର ଇନିଂସ ଖେଳି ୪୩ ବଲରେ ୮୮ ରନ କରିଥିଲେ। ଏଥିରେ ୫ ଚୌକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri