Home

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଆୟୋଜିତ ସମାବେଶରେ ଏଆଇସିସିର ସାଧାରଣ ସମ୍ପାଦକ ଅଜୟ କୁମାର, କଟକ ନଗର ସଭାପତି…

ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର ହଜାର ଯାତ୍ରୀ ଆସିଥାନ୍ତି। ହେଲେ ପ୍ଲାଟ୍‌ଫର୍ମରେ ସୁରକ୍ଷା ଅବହେଳା ଯୋଗୁ ଏହା ଦିନକୁ ଦିନ…

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ ସଭାରେ ଯୋଗଦେଇ ନିର୍ବାଚନୀ ବିଗୁଲ ବଜାଇଛନ୍ତି। ସକାଳେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସେ ନୂଆପଡ଼ା…

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି ଉଲାକା ନିଜର ୫ବର୍ଷର ରିପୋର୍ଟ ସୂଚନା ଦେବା ସହ ଏହାର ଏକ କାର୍ଡ ଉନ୍ମୋଚନ…

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ ଚେହେରା ଭାବେ ବାଣୀକଲ୍ୟାଣ ନିଜର ରାଜନୈତିକ ଜୀବନ ବିଜେଡିରୁ ଆରମ୍ଭ କରି ବାସୁଦେବପୁରରେ ଗତ…

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ହିନ୍ଦୋଳ ଆସନକୁ ନେଇ କିଛିଦିନ ହେଲା ଦଳୀୟ କର୍ମୀଙ୍କ ମଧ୍ୟରେ…

‘ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ଆଦିବାସୀଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି’

ଭବାନୀପାଟଣା/କୋକସରା/ଗୋଲାମୁଣ୍ଡା/ କର୍ଲାମୁଣ୍ଡା,୨୮।୪(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ/ବଟକୃଷ୍ଣ ପଣ୍ଡା/ପ୍ରଦୀପ ସାହୁ): ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର କଳାହାଣ୍ଡି ଜିଲାର ଧର୍ମଗଡ଼, ଜୁନାଗଡ଼, ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରିଛନ୍ତି। ନୂଆପଡ଼ାରୁ…

ପୁରୀ ସାହିଯାତରେ ପ୍ରଚାରକଲେ ନେତା

ପୁରୀ,୨୮ା୪(ଅଜିତ୍‌ ମହାନ୍ତି)ଶ୍ରୀକ୍ଷେତ୍ରରେ ସାହିଯାତକୁ ନେଇ ପୁରୀ ସହର ଏବେ ଉତ୍ସବମୁଖର। ସାହି ଯାତରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସମରକଳା ନୃତ୍ୟ ଦେଖିବାକୁ ମଳୁଛି। ଶୁକ୍ରବାର ବାଲିସାହି ପକ୍ଷରୁ ରାବଣ ବଧ ନୀତି ଆଗତ କରାଯାଇଥିଲା। ସେହିପରି ବାଲି ସାହିରୁ ବାଦଯାତ ବାହାରି ବାଦିସାହି…

ସମସ୍ୟା ଘେରରେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ଟାଙ୍ଗୀ,୨୮ା୪(ରଘୁନାଥ ସାହୁ)ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ୨୬ ପଞ୍ଚାୟତ, ଚିଲିକା ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତ ଓ ରଣପୁର ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତର ଜନସାଧାରଣ ନିର୍ଭର କରିଥାନ୍ତି। ପ୍ରତ୍ୟେକ ଦିନ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ୪ଶହରୁ ଊଦ୍ଧର୍‌ବ…

କଟକ: ଆସନ୍ତା କାଲି ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି

କଟକ,୨୮ା୪(କାର୍ତ୍ତିକ ସାହୁ)ଆସନ୍ତା ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ନିର୍ବାଚନ ନିମନ୍ତେ ଆସନ୍ତା ୨୯ ତାରିଖରେ କଟକ ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ।…

ବଦଳୁଛି ଟ୍ରେଣ୍ଡ୍‌, ରୋଗ କିଣୁଛି ମଣିଷ

କଟକ,୨୮।୪(ଦିବାକର ସାହୁ)ମଣିଷ ଆଧୁନିକତାର ସ୍ରୋତରେ ଆଗେଇ ଚାଲିଛି। ସମୟ ସହ ତାଳ ଦେଇ ଦିନକୁ ଦିନ ଖାଦ୍ୟପେୟ, ଚାଲିଚଳଣିରେ ପରିବର୍ତ୍ତନ କରୁଛି। ପୂର୍ବରୁ କୌଣସି ଉତ୍ସବ ପାଳନ ପାଇଁ ଘରେ ଖିରି, ପୁରି, ତରକାରି ଆଦି ଖାଦ୍ୟ ରନ୍ଧାଯାଇ ବନ୍ଧୁବାନ୍ଧବ, ସାଙ୍ଗସାଥୀଙ୍କୁ…

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ ପୋଡ଼ିବା ସହ ମାର୍‌ପିଟ୍‌ ହୋଇଛି। ଏହାକୁ ନେଇ ଅଭିଯୋଗକ୍ରମେ ଆଗରପଡ଼ା ଥାନାରେ ୩ଟି ମାମଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri