Home

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ। ଏଠାରେ ସେ ଜଣେ ଯୁବକଙ୍କର ପରିବାରକୁ ଭେଟିଥିଲେ। ବାସ୍ତବରେ ରାହୁଲ ଗାନ୍ଧୀ ଅମିତ ନାମକ…

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ ଅନ୍ୟମାନଙ୍କ ବିରୋଧରେ ଆମେରିକାର ସଂଘୀୟ ଜିଲା ଅଦାଲତରେ ମାମଲା ଦାଏର କରିଛନ୍ତି।…

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ…

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ ଫୁଡ୍‌ ପ୍ୟାକେଜିଂ ଫୋରମ ଫାଉଣ୍ଡେଶନ ନାମକ ଏକ ଏନ୍‌ଜିଓ ପକ୍ଷରୁ କରାଯାଇଥିବା ଏହି ଅଧ୍ୟୟନର…

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା ପାଇଁ ସର୍ଭେଲାନ୍ସ ବଢାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସଂକ୍ରମଣ ରୋକିବା ପାଇଁ ଯଥେଷ୍ଟ ସତର୍କତା ଅବଲମ୍ବନ…

ଏଇ ଭାରତରେ

ପେସାରେ ଶିକ୍ଷୟିତ୍ରୀ ହେଲେ ବି ଫୁଲଚାଷ ତାଙ୍କ ପାଇଁ ଆଣିଛି ସ୍ବତନ୍ତ୍ର ପରିଚୟ। କେରଳ ଥ୍ରିଶୂର ଜିଲା ବାସିନ୍ଦା ଲତିକା ସୁତାନ ବଗିଚାରେ ପଦ୍ମ ଓ କଇଁ ଚାଷ କରି ମାସକୁ ୪୦ ହଜାରରୁ ଅଧିକ ଟଙ୍କା ରୋଜଗାର କରୁଛନ୍ତି। ଏହାସହ…

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଜନଶୁଣାଣି ଓ୍ବେବ୍‌ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରାଯାଉଛି।…

ଅକାଳ ଜାତ ଶିଶୁ ଓ କଙ୍ଗାରୁ ଯତ୍ନ

ଶ୍ୱ ସ୍ବାସ୍ଥ୍ୟ ସଂସ୍ଥା ୨୦୨୦ ମସିହାରେ କରିଥିବା ଏକ ଆକଳନ ଅନୁସାରେ ପ୍ରତିବର୍ଷ ଗର୍ଭଧାରଣର ସାଧାରଣ ସମୟକାଳ, ଅର୍ଥାତ୍‌ ୩୭ ସପ୍ତାହ ସମ୍ପୂର୍ଣ୍ଣ ହେବା ପୂର୍ବରୁ ପୃଥିବୀରେ ଜନ୍ମ ନିଅନ୍ତି ୧୩.୪ ନିୟୁତ ଶିଶୁ (ପ୍ରାୟ ପ୍ରତି ୧୦ ଜଣରେ ଜଣେ)।…

ଆଧୁନିକ ଦାସତ୍ୱ

ଦାସତ୍ୱ କଥା ଆଲୋଚନା ହେଲେ ଆମେରିକା କଥା ମନକୁ ଆସେ। ଏହା ସହ ଆଫ୍ରିକାରେ ଅଭାବ, ଅନଟନରେ ଶଢ଼ୁଥିବା ମଣିଷକୁ କ୍ରୀତଦାସ ରୂପେ କ୍ରୟ, ବିକ୍ରୟ କରି ବିଶ୍ୱ ଇତିହାସରେ ଏକ କଳଙ୍କମୟ ଅଧ୍ୟାୟ ସୃଷ୍ଟି କରିଦିଆଗଲା। ଯେଉଁ କେତେକ ପ୍ରଭାବଶାଳୀ…

ମିଥେନ୍‌ ଚିନ୍ତା

ପୃଥିବୀର ଉତ୍ତର ଗୋଲାର୍ଦ୍ଧରେ ଗ୍ରୀଷ୍ମ ଶେଷ ହେବାକୁ ଯାଉଛି। ଏହି ସମୟରେ ଏଠାରେ ଅତ୍ୟଧିକ ତାପମାତ୍ରା ବୃଦ୍ଧି ରେକର୍ଡ କରାଯାଇଛି। ୨୦୨୩କୁ ଟପି ୨୦୨୪ ସବୁଠୁ ଉତ୍ତପ୍ତ ବର୍ଷ ହେବ ବୋଲି ପ୍ରାୟ ୯୫ ପ୍ରତିଶତ ସମ୍ଭାବନା ରହିଛି। ୨୦୨୩ରେ ଆମେରିକା…

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ ସେ ନିଜ ଟେଷ୍ଟ କ୍ୟାରିୟରର ଷଷ୍ଠ ଶତକ ସ୍କୋର କରି ଏପର୍ଯ୍ୟନ୍ତ ଅପରାଜିତ ରହିଛନ୍ତି।…

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ସମବାୟ ମନ୍ତ୍ରଣାଳୟର ଜଣେ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଫେରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?