Home

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪) ନାମକ ଜଣେ ବୃଦ୍ଧା ବୁଧବାର ସନ୍ଧ୍ୟା ୫ଟାରେ ହାଇସ୍କୁଲ ନିକଟ ରାସ୍ତାକଡ଼ରେ ଥିବା ଘୋଡ଼ାହାଡ଼…

ତିରୁମାଲାଙ୍କ ପ୍ରସାଦରେ ପଶୁ ଚର୍ବି, ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଅଭିଯୋଗ ପରେ ତୀବ୍ର ଉତ୍ତେଜନା

ହାଇଦ୍ରାବାଦ,୧୯ା୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ପୂର୍ବ ସରକାର ଜଗନମୋହନ ରେଡ୍ଡୀଙ୍କ ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ପରେ ରାଜ୍ୟର ରାଜନୀତି ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଅଭିଯୋଗ କରିଛନ୍ତି ଯେ, ଜଗନମୋହନ ରେଡ୍ଡୀଙ୍କ କାର୍ଯ୍ୟକାଳ…

ଟସ୍‌ ଜିତିଲା ବାଂଲାଦେଶ: ଭାରତକୁ ପ୍ରାରମ୍ଭିକ ଝଟ୍‌କା

ଚେନ୍ନାଇ,୧୯।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଗୁରୁବାରଠାରୁ ଚେନ୍ନାଇର ଚେପକ ଷ୍ଟାଡିୟମରେ ପ୍ରଥମ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ବାଂଲାଦେଶ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆସନ୍ତା…

ଖାର୍ଗେଙ୍କୁ ଖୋଲା ଚିଠି ଲେଖିଲେ ଜେପି ନଡା

ନୂଆଦିଲ୍ଲୀ,୧୯।୯: ଭାଜପା ଜାତୀୟ ଅଧ୍ୟକ୍ଷ ଜେପି ନଡା ଗୁରୁବାର କଂଗ୍ରେସ ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ କଂଗ୍ରେସ ସଭାପତିଙ୍କୁ ଉତ୍ତର ଦେଇଛନ୍ତି। ନଡା ଲେଖିଛନ୍ତି, ସମ୍ମାନିତ ଖାର୍ଗେ ଜୀ,…

ଆଜିଠାରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ ପର୍ଯ୍ୟଟନକ୍ଷେତ୍ରର ସଫେଇ, ପ୍ଲାଷ୍ଟିକ୍‌ ମୁକ୍ତ ପାଇଁ ସମସ୍ତେ…

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଜଣାଶୁଣା। ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ଆସୁଥିବା ବେଳେ କୁଢ଼କୁଢ଼ ଅଳିଆ ଆବର୍ଜନା ଦେଖି ପର୍ଯ୍ୟଟକ ଓ ଦାରିଙ୍ଗବାଡ଼ିକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଲୋକମାନେ ନାକ ଟେକୁଛନ୍ତି। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର…

ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି ପିକ୍‌ଅପ୍‌ ଭ୍ୟାନ୍‌। ଏହି ଦୁର୍ଘଟଣାରେ ପିକକ ଭ୍ୟାନରେ ବସିଥିବା ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା…

ଭୟଙ୍କର ସ୍ଥିତି ଆଡକୁ ଯାଉଛି ବାଂଲାଦେଶ: ସେନା ହାତକୁ ଗଲା ମାଜିଷ୍ଟ୍ରେଟ କ୍ଷମତା

ଢାକା,୧୯।୯:ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଅରାଜକତାକୁ ରୋକିବାରେ ଅସଫଳ ପ୍ରମାଣ ହୋଇଛନ୍ତି। ଫଳରେ ଦେଶରେ ପୁଣି ଥରେ ସାମରିକ ଶାସନର ଆହ୍ବାନ ବଢୁଛି। ଏହି ସମୟ ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ସରକାର ସେନାକୁ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ କ୍ଷମତା ଦେଇଛନ୍ତି। ବାଂଲାଦେଶର…

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି। କ୍ରିକେଟ ପଡିଆର ଚାପକୁ ହାତେଇବା ପାଇଁ ଗୌତମ ହନୁମାନ ଚାଳିଶା ପାଠ କରୁଥିବା ବେଳେ…

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ ମିଳିଥାଏ। ତେବେ ଉଭୟ ଖେଳାଳିଙ୍କ ସାକ୍ଷାତକାରର ଏକ ଭିଡିଓ ଆସିବା ସହିତ ଏହି ଚର୍ଚ୍ଚାରେ…

ଆଜିଠାରୁ ଭାରତ-ବାଂଲାଦେଶ ଟେଷ୍ଟ ସିରିଜ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଚେନ୍ନାଇ, ୧୯।୯ (ପି.ଟି.):ଭାରତ ଓ ବାଂଲାଦେଶ ମଧ୍ୟରେ ୨ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଏଠାରେ ଆରମ୍ଭ ହେବ। ବାଂଲାଦେଶ ଏହା ପୂର୍ବରୁ ଶକ୍ତିଶାଳୀ ପାକିସ୍ତାନ ବିପକ୍ଷରେ ୨-୦ରେ ସିରିଜ ବିଜୟୀ ହୋଇ ମନୋବଳ ଦୃଢ଼ କରିଛି। ସ୍ପିନରଙ୍କ…

ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ଆଶ୍ବସ୍ତି: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ,୧୯ା୯ (କାର୍ତ୍ତିକ ସାହୁ):କେନ୍ଦୁଝର ଜିଲା ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କ ବିରୋଧରେ ଆଗତ ନିର୍ବାଚନ ଅନିୟମିତତା ଆବେଦନ ହାଇକୋର୍ଟରେ ବୁଧବାର ଖାରଜ ହୋଇଛି। ଏହି ଆବେଦନ ଧାର୍ଯ୍ୟ ସମୟ ଅତିକ୍ରାନ୍ତ ପରେ ଦାଏର ହୋଇଥିବାରୁ ହାଇକୋର୍ଟ ତାହାକୁ ଖାରଜ କରିଛନ୍ତି। ସୂଚନା…

ନିଖୋଜ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣାଗଡ ୧୯।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଥାନା ସରମୁହାଣ ଓ ଭଇଁଷା ଗାଁର ମୁଖ୍ୟ ରାସ୍ତା କଡ଼ରେ ଏକ ମହୁଲ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଝୁଲୁଥିବାର ଦେଖିବାକୁ ମିଲିଛି। ମୃତ ଯୁବକ ଜଣକ ହେଲେ ଉଲବା ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?