Home

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି ମହାପର୍ବରେ ସମସ୍ତ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର…

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪) ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ୱିକେଟରେ ପରାସ୍ତ କରିଥିଲା। ସିଏସକେର ପରାଜୟରେ ମାର୍କସ…

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୪…

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ ଜାରି ରଖିଛି । ସମଗ୍ର ଜିଲାର କୋଣ ଅନୁକୋଣରେ ସ୍କୁଲ,କଲେଜ ଛାତ୍ରୀଛାତ୍ର ସଚେତନତା ବାର୍ତ୍ତା…

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା ରହିବ ନାହିଁ । ସମସ୍ତଙ୍କୁ ମିଳିବ କନଫର୍ମ ଟିକେଟ। ଏମିତି ବ୍ୟବସ୍ଥା କରୁଛନ୍ତି କେନ୍ଦ୍ର…

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯଦି ଭିଣୋଇ ବା ଜିଜା ଜୀ ଆସନ୍ତି, ତିୱାରୀ ଜୀ କହୁଛନ୍ତି…

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି ଦିଆଯାଇପାରିବ ନାହିଁ ବୋଲି କହିଛନ୍ତି। ଭିଭିପାଟ୍‌ ସହିତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ) ମାଧ୍ୟମରେ…

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ ଆମେରିକାରେ ଆବଶ୍ୟକ ବୋଲି କହିବା ଆରମ୍ଭ କରି ଦେଇଛନ୍ତି। ହଁ, ବିଶ୍ୱର ବୃହତ୍‌ ଜେପି…

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ ଏଥିରେ କାର୍ସିନୋଜେନିକ ବା କ୍ୟାନସର ସୃଷ୍ଟି କରୁଥିବା ତତ୍ତ୍ୱ ଥିବା ନେଇ ସନ୍ଦେହ ପ୍ରକାଶ…

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ଏହି ବିଷୟରେ ସୂଚନା ଦେଇଛନ୍ତି। ବୁଧବାର (ଏପ୍ରିଲ ୨୪) କର୍ନାଟକ…

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ ପ୍ରତିକ୍ରିୟା ଲୋଡିଛନ୍ତି। ଏହି ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ’ ୭…

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡିଶା । ରାଜ୍ୟରେ ସିଭିୟର ହିଟୱେଭ ନେଇ ସତର୍କ ସୂଚନା ଜାରି କରିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri