Home

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ ସାଂସ୍କୃତିକ ବ୍ୟାପାର ବିଭାଗର ପରାମର୍ଶଦାତା ଭାବେ ନିଯୁକ୍ତ କରିଛନ୍ତି ଏବଂ ତାଙ୍କୁ କ୍ୟାବିନେଟ୍…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଅଗରଖଣ୍ଡି ପଞ୍ଚାୟତ ବଡ଼ଗାଁର ଉପେନ୍ଦ୍ର ବରାଡ଼ (୨୩)। ସୂଚନାନୁଯାୟୀ, ଉପେନ୍ଦ୍ର…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ ଯାଇ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଭୟ ନେତାଙ୍କ ସାକ୍ଷାତର ଏକ ଫଟୋ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ ଅସଦାଚରଣ କରିଥିବା ନେଇ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭ ଜଣିଆ ଚୁଡ଼ାନ୍ତ ଖେଳାଳି ତାଲିକା ଘୋଷଣା ହୋଇଛି । ଏଥିରେ କଳାହାଣ୍ଡିର ଯୁବ…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’ ମେଣ୍ଟର ଏମପିମାନେ ଦିଲ୍ଲୀରେ ଏକାଠି ହୋଇଥିଲେ। ମଲ୍ଲିକାର୍ଜୁନ ଖାର୍ଗେ, ବିରୋଧୀ ଦଳ ନେତା…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା । ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ଗତ ମଙ୍ଗଳବାର ଠାରୁ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା ସହ ଛାତ୍ରମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି। କଲେଜ କ୍ୟାମ୍ପସରେ ଅଣଛାତ୍ର…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୫ ବର୍ଷର ରାଜନୈତିକ ଯାତ୍ରା ପୂର୍ତ୍ତି ଅବସରରେ ଖୋର୍ଦ୍ଧାରେ ଆୟୋଜିତ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ ୧୩୯ ରନର ଅପରାଜିତ ଇନିଂସ ଖେଳିଥିଲେ; ତଥାପି, ଦ୍ୱିତୀୟ ମ୍ୟାଚରେ ସେ ୨୯…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ ୧୦ ଜଣଙ୍କ ତାଲିକାରେ ସ୍ଥାନ ହାସଲ କରିଛନ୍ତି, ଅନ୍ୟପକ୍ଷରେ ଶୁବମନ ଗିଲ ଏକ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ ହତ୍ୟା କଲେ ଝିଅ । ପ୍ରଥମେ ମହିଳାଙ୍କ ମୃତ୍ୟୁ କରେଣ୍ଟ ଲାଗିବାରୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?