Odisha Floods: ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ
ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ ଆତଙ୍କିତ ହୋଇ ଉଠିଛନ୍ତି। ମଙ୍ଗଳପୁର ପଞ୍ଚାାୟତ ୯ନମ୍ବର ଓ୍ବାର୍ଡର ୧୦ରୁ ଊର୍ଦ୍ଧ୍ୱ ପରିବାର…
ପାକିସ୍ତାନ ଯିବେ ମୋଦି? ପ୍ରସ୍ତୁତି କଲାଣି ଇସଲାମାବାଦ! ବିଶ୍ୱରେ ଚହଳ…
ନୂଆଦିଲ୍ଲୀ,୩୧।୭: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୨୦୨୭ ମସିହାରେ ଆୟୋଜିତ ହେବାକୁ ଥିବା ଶାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ରହିଛି। ତେବେ ଏହା ମଧ୍ୟରେ ପାକିସ୍ତାନ ଏକ…
ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍ ଟ୍ରେନ୍ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..
ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ ବଞ୍ଚାଇବା ପାଇଁ ଯାତ୍ରା ମଝିରେ ସମ୍ପୂର୍ଣ୍ଣ ଟ୍ରେନକୁ ଅଟକାଇ ଦେଉଛନ୍ତି। X ୟୁଜର୍ସ…
CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’
ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ ସମ୍ପର୍କରେ ଦିଲ୍ଲୀ ପୋଲିସ ଏକ ସାମ୍ବାଦିକ ସମ୍ମିଳନୀ କରିଛି । ପୋଲିସ ଆହତ…
ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…
ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ ପାରିବାରିକ ଏବଂ ଆର୍ଥିକ ବିବାଦର ସମାଧାନ ପାଇଁ ଏକ ପଞ୍ଚାୟତ ସପ୍ତାହ ମଧ୍ୟରେ…
Odisha Floods: ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ
ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର ପରିମାଣରେ ବନ୍ୟାଜଳ ପ୍ରବାହିତ ହେଉଛି। ତେବେ ଉକ୍ତ ନଦୀ ଓ ନାଳର ଲେଉଟାଣି…
ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି
ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ ବନ୍ୟା ପରିସ୍ଥିତି ଯୋଗୁ କୁମିଆପାଲି ଗାଁରେ ସାଂଘାତିକ ପରିସ୍ଥିିତି ସୃଷ୍ଟି ହୋଇଥିଲା। ଜଳଭଣ୍ଡାରର…
ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି
ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ କହିଛନ୍ତି ଯେ, ମୋଦି ଓ ଶାହା ‘ଭାରତର ଅତୀତ’, ତେଣୁ ସେମାନେ ‘ଭାରତର…
ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ
ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି ଘର କରି ରହିଆସୁଥିଲେ। ଲଘୁଚାପ ଜନିତ ଲଗାଣ ବର୍ଷାରେ ତାଙ୍କ ଝାଟିମାଟି ଘର…
ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ
ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ ମାମଲାରେ ପୁଲିସ ୨୭ କିଲୋ ୫୧୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ…
ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍ ଦୀପକେ
ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି ବିଲ ଆଇନରେ ପରିଣତ ହେବ। ଏହି ଆଇନରେ ପେପର ଲିକ ଭଳି ଅପରାଧ…
ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….
ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ ତାଙ୍କୁ ମିଳିଥିବା ପ୍ରସ୍ତାବ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଧମକପୂର୍ଣ୍ଣ ଥିଲା। ଅଭିଜିତ୍ଙ୍କ କହିବା…

