Home

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି, ଯେତେ ଅଧିକ ଭୋଟ ହେବ, ଆମର ଗଣତନ୍ତ୍ର ସେତେ ଶକ୍ତିଶାଳୀ…

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି ନିର୍ବାଚନମଣ୍ଡଳୀ ଗଠିତ। ଏହି ନିର୍ବାଚନମଣ୍ଡଳୀରେ ସବୁବେଳେ ରୋଚକ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳେ। ତେବେ ଏଠାରେ…

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ, କୂଅ, ପୋଖରୀ ଓ ଜଳଭଣ୍ଡାରରେ ଜଳସ୍ତର ହ୍ରାସ ପାଇବା ସହ ଶୁଖିବାକୁ ବସିଛି। ଏଭଳି…

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ସାଇନା ଓ ତାଙ୍କ ମା’ ମହାପ୍ରଭୁଙ୍କ ଦର୍ଶନ…

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ ଖଟିବାକୁ ଅନ୍ୟ ରାଜ୍ୟକୁ ଯାଉଛନ୍ତି। ସେଠାରେ କାମ କରୁଥିବା ସମୟରେ ଅନେକ ଶ୍ରମିକଙ୍କ ବିଭିନ୍ନ…

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି ବଢ଼ି ଚାଲିଛି। ତେବେ ଏହି ପ୍ରସଙ୍ଗକୁ ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ କଂଗ୍ରେସର…

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଖାଦ୍ୟସଙ୍କଟ ଉପରେ ଏହି ବୈଶ୍ୱିକ ରିପୋର୍ଟରେ କୁହାଯାଇଛି, ଖାଦ୍ୟ…

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର କରିଛନ୍ତି। ହେଲେ ବାଲିସୈରାତଗୁଡିକୁ ତଦାରଖ କରିବା ପାଇଁ ଖଣି ବିଭାଗ କର୍ମଚାରୀମାନଙ୍କ ସେତେଟା ତତ୍ପରତା…

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି ଗାଡ଼ି ସହ ଧକ୍କା ଦେବାରୁ ତା’ର ଛାତି ଓ ଗୋଡ଼ରେ ରକ୍ତ ଲାଗିଥିବା ଦେଖାଯାଇଥିଲା।…

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ ମୁଦୁଲିଙ୍କୁ ପୁଣିଥରେ ବିଧାୟକ ପ୍ରାର୍ଥୀ କରିଥିବା ବେଳେ ଚିରଞ୍ଜୀବ ନିରାଶ ହୋଇଛନ୍ତି। ତଥାପି କ୍ଷମତା…

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଥିବା ସତ୍ୟପାଠରେ ଦର୍ଶାଇଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନ ବେଳେ…

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ ସହାୟତାରେ ଘରକୁ ଫେରିବା ପାଇଁ ଟିକେଟ ବ୍ୟବସ୍ଥା ହେଉଛି। କରୋନା ସଂକ୍ରମଣ ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri