Home

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ ଇଡି କେଜ୍‌ରିୱାଲଙ୍କୁ ଦିଲ୍ଲୀର ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟ…

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ ପୃଥିବୀର କକ୍ଷପଥରେ ଆଣବିକ ଅସ୍ତ୍ର ନିୟୋଜନ କରିବାକୁ ଯୋଜନା କରୁଛି। ଏହି ଦାବିକୁ ରୁଷିଆ…

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର କ୍ଲିନଚିଟ୍‌ ଦେଇଛନ୍ତି ନିର୍ବାଚନ କମିଶନର। ପିଲଭିତର ଏକ ରାଲିକୁ ସମ୍ବୋଧିତ କରିବା ସମୟରେ ମୋଦି…

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପର ପ୍ରଚାର-ପ୍ରସାର ବୋଲ୍ଟ କରିବେ। ତେବେ ଏହାକୁ…

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ ରନ ଦେଇଥିବା ବୋଲର ହୋଇଛନ୍ତି। ଦିଲ୍ଲୀ କ୍ୟାପିଟାଲ ବ୍ୟାଟ୍ସମ୍ୟାନ ମୋହିତ ଶର୍ମାଙ୍କ ୪ ଓଭରରେ…

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି କରିବାକୁ ନିଷ୍ପତ୍ତି ନିଅନ୍ତି, ତେବେ ସେ ଏହା ଶେଷ ନ କରିବା ଯାଏଁ ଛାଡନ୍ତି…

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ କରିଛି। ଏକ ସମୟରେ ଦିଲ୍ଲୀ ୪୪ ରନ ପାଇଁ ତିନୋଟି ଉଇକେଟ ହରାଇଥିଲା, କିନ୍ତୁ…

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ ନେତାନ୍ୟାହୁ ଆମେରିକାର ଲୋକଙ୍କ ଉପରେ ରାଗିଛନ୍ତି। ଆମେରିକାର କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଯାହା ଘଟୁଛି…

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ । ଦିଲ୍ଲୀ ସ୍ଥିତ ପାର୍ଟି କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ସାମିଲ ହେବେ । ତେବେ…

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା ଓ ଆଶଙ୍କାରେ ଥିବା ଅଳଙ୍କାର ବ୍ୟବସାୟୀମାନେ କିଛି ପରିମାଣରେ ଆଶ୍ୱସ୍ତି ଲାଭ କରିଛନ୍ତି। ଏପରିକି…

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ଜିଲାରେ ୪୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଅସୁସ୍ଥତା କାରଣ ଦର୍ଶାଇ ଡ୍ୟୁଟି…

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ପିଲାଙ୍କ ଗଣିତ ଜ୍ଞାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri