ବିଦ୍ୟୁତ୍ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର
ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ ଶକ୍ତି ସମ୍ପନ୍ନ ତାର ସଂସ୍ପର୍ଶରେ ଆସି ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କୁ ଉଦ୍ଧାର…
ତାଜମହଲକୁ ନେଇ କାହିଁକି ଏଏସ୍ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…
ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍ ଇଣ୍ଡିଆ (ଏସ୍ଆଇ)ରୁ ପ୍ରତିକ୍ରିୟା ମାଗିଛନ୍ତି। ଜଷ୍ଟିସ ଅଭୟ ଏସ୍ ଓକା ଏବଂ ଉଜ୍ଜଲ ଭୂୟାଁଙ୍କ ଏକ…
ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍ଫେର୍, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ
ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍ଫେର୍ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ କରି ସୋମବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଜୟନ୍ତ…
ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା
ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ ବିଭିନ୍ନ ମନ୍ଦିରରେ ସୋମବାର ଯଜ୍ଞ ଓ ପୂଜାର୍ଚ୍ଚନା ଆୟୋଜନ ହୋଇଛି। ହିଞ୍ଜିଳି ନିର୍ବାଚନ ମଣ୍ଡଳୀର…
ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର
ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍ ଯୋଗେ…
ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍ ୧ ରନ୍ରେ ଏକ ରୋମାଞ୍ଚକର ବିଜୟ ପଞ୍ଜିକରଣ କରିଥିଲା। ମୁକାବିଲା ବ୍ୟତୀତ ବିରାଟ କୋହଲିଙ୍କ ନୋ-ବଲ ବିବାଦ…
ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ
ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ସ୍ଥାପନ କରି ଗର୍ଭବତୀ କରି ଫେରାର ଥିବା ବିବାହିତ ଯୁବକଙ୍କୁ ବ୍ରାହ୍ମଣୀଗାଁ ପୋଲିସ ଭୁବନେଶ୍ୱରରୁ…
୧୦ ବର୍ଷ ପରେ ଭାଜପାକୁ ଫେରିଲେ ପୂର୍ବତନ ମନ୍ତ୍ରୀ
ଭୁବନେଶ୍ୱର,୨୨ା୪: ଦୀର୍ଘ ୧୦ ବର୍ଷ ପରେ ପୁଣି ଭାଜପାକୁ ଫେରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭାଜପା ସଭାପତି ବିମ୍ବାଧର କୁଅଁର। ରାଜ୍ୟ କାର୍ଯ୍ୟାଳୟରେ ସଭାପତିଙ୍କ ଉପସ୍ଥିତିରେ ସୋମବାର ବିମ୍ବାଧର ପଦ୍ମ ଧରିଛନ୍ତି। ସୂଚନାଯୋଗ୍ୟ, ବିମ୍ବାଧର ବରଗଡ଼ ଜିଲାର ଭଟଲୀ ଆସନରୁ…
ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ
କଟକ,୨୨ା୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା। ପ୍ରତାପଙ୍କ ବିରୋଧରେ ମାମଲା…
କୋର୍ଟରୁ କେଜ୍ରିଓ୍ବାଲ୍ଙ୍କୁ ଆଉ ଏକ ଝଟ୍କା
ନୂଆଦିଲ୍ଲୀ,୨୨ା୪: କୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ୍ଙ୍କୁ ଏକ ବଡ଼ ଝଟ୍କା ଲାଗିଛି। ଡାଇବେଟିସ୍ ସମ୍ବନ୍ଧରେ ତାଙ୍କ ବ୍ୟକ୍ତିଗତ ଡାକ୍ତରଙ୍କ ସହ ନିୟମିତ ପରାମର୍ଶ କରିବାକୁ କେଜ୍ରିଓ୍ବାଲ୍ଙ୍କ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ନିୟମିତ ଇନ୍ସୁଲିନ ଦେବା ପାଇଁ ଅରବିନ୍ଦଙ୍କ ପକ୍ଷରୁ…
ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି
ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ କାର୍ଯ୍ୟାଳୟ ସୂଚନା ଦେଇଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ, ଇରାନ…
ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ
କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ କୋରାପୁଟ ଲୋକ ସଭା ଆସନର କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କ ସମେତ ବହୁ କଂଗ୍ରେସ…
Archives


