ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ
ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ତାଙ୍କର ସବୁଠାରୁ ପ୍ରସିଦ୍ଧ ରେକର୍ଡ ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ ଶତକ ହାସଲ କରିଛି। କିନ୍ତୁ…
କାର୍ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ
ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ କରୁଥିବା ସମୟରେ କାରରୁ ୩୦ ଲକ୍ଷ ଟଙ୍କା ଜବତ କରିଛି। ପୋଲିସ କାରରେ ବସିଥିବା…
୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ
ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସଚିନଙ୍କୁ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ।…
ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ
ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି। ସିନ୍ଧୁଦୁର୍ଗରେ ବିରୋଧୀ ନେତାମାନଙ୍କ ରାଲି ପୂର୍ବରୁ ଭାଜପାର ରତ୍ନଗିରି-ସିନ୍ଧୁଦୁର୍ଗ ପ୍ରାର୍ଥୀ ଏଭଳି ଧମକ ଦେଇ…
ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି
ଇସଲାମାବାଦ୍,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି ବଡ଼ ଆକ୍ରମଣ ଆରମ୍ଭ କରେ, ତେବେ ଇରାନ ଏହାକୁ ଧ୍ୱଂସ କରିବ। ଲାହୋରରେ ଏକ…
ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ
ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ ଅନୁପ୍ରବେଶକାରୀଙ୍କୁ ଟଙ୍କା ବଣ୍ଟନ କରିବାର ପ୍ରତିଶ୍ରୁତି ଦେଇଛନ୍ତି। ଏହା ଉପରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…
ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ
ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି ସା ଠାରୁ ବନ୍ଦ ହୋଇଯିବ। ୨୬ ଏପ୍ରିଲରେ ୧୩ ଟି ରାଜ୍ୟର ୮୮ ଟି…
୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ
ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ ବବିତା ମଲ୍ଲିକ ୧୫ ଦିନ ପୂର୍ବରୁ ବିଜେଡି ନେତ୍ରୀ ତଥା ବିଧାୟିକା ପ୍ରାର୍ଥୀ ପ୍ରମିଳା…
ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ
ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଏୟାରଲାଇନ୍ସଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଅନେକ ସମୟରେ ଛୋଟ ପିଲା ସେମାନଙ୍କ…
ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ
ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ ନୂଆ ହୋଇଥିବା ବର୍ଷାଙ୍କ ନିର୍ବାଚନ ଲଢ଼ିବା କଷ୍ଟକର। ସେଥିପାଇଁ ମଙ୍ଗଳବାର ବଡ଼ଚଣା ବିଜୁ ଜନତା…
ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ
ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ ଟଙ୍କା ପରିଶୋଧ ନ କରିବାରୁ ଏପରି କରାଯାଇଛି। ଲକ୍ ଥାନା ପୋଲିସ ଓ ବ୍ୟାଙ୍କ…
ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ
ଜଗତ୍ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ଏଭଳି ଗ୍ରୀଷ୍ମପ୍ରବାହ ଜାରି ରହିଲେ ଆଗକୁ ପରିସ୍ଥିତି ଜଟିଳ ରୂପ ନେବା…
Archives


