Home

ସ୍ବାସ୍ଥ୍ୟ ବୀମା ପାଇଁ ଆସିଲା ନୂଆ ନିୟମ: ଏଣିକି…

ନୂଆଦିଲ୍ଲୀ,୨୨ା୪:ସ୍ବାସ୍ଥ୍ୟ ବୀମା କ୍ରୟ କ୍ଷେତ୍ରରେ ପୂର୍ବରୁ ରହିଆସିଥିବା ସର୍ବୋଚ୍ଚ ବୟସ ସୀମା ୬୫ ବର୍ଷକୁ ଇନ୍‌ସ୍ୟୁରାନ୍ସ ରେଗୁଲେଟୋରି ଆଣ୍ଡ୍‌ ଡେଭେଲପ୍‌ମେଣ୍ଟ ଅଥରିଟି ଅଫ୍‌ ଇଣ୍ଡିଆ (ଆଇଆର୍‌ଡିଏଆଇ) ପକ୍ଷରୁ ହଟାଇ ଦିଆଯାଇଛି। ଫଳରେ ଏଣିକି ଜଣେ ବ୍ୟକ୍ତି ୬୫ ବର୍ଷ ବୟସରେ ମଧ୍ୟ…

ଭ୍ରଷ୍ଟାଚାରୀ ବଡ଼ ପଦାଧିକାରୀ: ଇଣ୍ଡିଆ

ରାଞ୍ଚତ୍,୨୨ା୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ନୀତି ବିରୋଧରେ କହୁଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଓ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ମିଥ୍ୟା ଅଭିଯୋଗରେ ସେ ଜେଲରେ ପୂରାଇଛନ୍ତି। ପ୍ରଧାନମନ୍ତ୍ରୀ ଯେତେବେଳେ ଦୁର୍ନୀତି ବିରୋଧରେ କୁହନ୍ତି, ମନେହୁଏ ସତେଯେମିତି ଓସାମା ବିନ୍‌…

ମୋଦି କହିଲେ ଯାହାର ଅଧିକ ସନ୍ତାନ, ତାଙ୍କୁ ଅଧିକ ଅଧିକାର ଦେବ କଂଗ୍ରେସ, ପ୍ରତିକ୍ରିୟା ରଖିଲେ ପଓ୍ବନ ଖେଡା

ନୂଆଦିଲ୍ଲୀ,୨୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କଂଗ୍ରେସ ଦଳକୁ ଆଦିବାସୀଙ୍କ କଲ୍ୟାଣକୁ ଅଣଦେଖା କରିଥିବା ଅଭିଯୋଗ କରିଛନ୍ତି। ରାଜସ୍ଥାନର ବାନସୱାରାରେ କଂଗ୍ରେସକୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, କଂଗ୍ରେସ ସହରାଞ୍ଚଳ ନକ୍ସଲମାନଙ୍କ କବଳରେ ଅଛି। କଂଗ୍ରେସର ମନିଫେଷ୍ଟୋ ହେଉଛି ମାଓବାଦକୁ…

ଜଳୁଛି ଓଡ଼ିଶା: ୪୩ ଉପରେ ୯ସହର ତାପମାତ୍ରା

ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ରାଜ୍ୟରେ ବାରିପଦା ପୁଣି ରବିବାର ଉତ୍ତପ୍ତ ସହର ପାଲଟିଛି। ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ଡିଗ୍ରୀ ସେଲସିୟସ ସହିତ ବାରିପଦା ଉତ୍ତପ୍ତ ସହର ରହିଥିଲା। ୩୦ସହରରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୯ସହରରେ ତାପମାତ୍ରା…

ନେତାନ୍ୟାହୁଙ୍କୁ ଇସ୍ରାଏଲ୍‌ରେ ବିରୋଧ

ଜେରୁଜେଲମ୍‌,୩୧।୪:ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଓ ଇରାନକୁ ଟାର୍ଗେଟ କରୁଥିବାବେଳେ ଦେଶ ଭିତରେ ତାଙ୍କୁ ଘୋର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଅକ୍ଟୋବର ୭ରେ ଗାଜାର ସଶସ୍ତ୍ର ହମାସ ଆତଙ୍କବାଦୀମାନେ ପଣବନ୍ଦୀ କରି ନେଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଅବଶିଷ୍ଟ ୧୩୩…

ଟ୍ରେଲର ଯଦି ଏମିତି ଫିଲ୍ମ ହେବ କେମିତି, ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୧।୪: ଲୋକ ସଭା ନିର୍ବାଚନ ୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ, ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବିରୋଧୀ ଦଳର ଇଣ୍ଡିଆ ଆଲାଇନ୍ସର ଏକ ବିଶାଳ ସମାବେଶ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଆଦିବାସୀ ଭାଷାରେ ଏହାର ନାମ ‘ଉଲଗୁଲାନ ନ୍ୟାୟ ମହାରାଲୀ, ଯାହାର…

୪ ବର୍ଷର ସ୍ନାତକ ଡିଗ୍ରୀ ସହ ୭୫% ମାର୍କ ଥିଲେ ପିଏଚ୍‌ଡି କରିହେବ: ୟୁଜିସି

ନୂଆଦିଲ୍ଲୀ,୨୧ା୪(ପି.ଟି.):୪ ବର୍ଷୀୟା ସ୍ନାତକ ଡିଗ୍ରୀ ପାଠ୍ୟକ୍ରମ କରୁଥିବା ଛାତ୍ରୀଛାତ୍ର ଏଣିକି ସିଧାସଳଖ ଏନ୍‌ଇଟି (ଜାତୀୟ ଯୋଗ୍ୟତା ପରୀକ୍ଷା) ଦେଇ ପିଏଚ୍‌ଡି କରିପାରିବେ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଅଧ୍ୟକ୍ଷ ଜଗଦେଶ କୁମାର ଏହି ସୂଚନା ଦେଇଛନ୍ତି। ଜୁନିୟର ରିସର୍ଚ୍ଚ ଫେଲୋଶିପ୍‌ (ଜେଆର୍‌ଏଫ୍‌)…

ୟୁଜିସି-ଏନ୍‌ଇଟି ପରୀକ୍ଷା ପାଇଁ ଆବେଦନ ଆରମ୍ଭ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)-ଏନ୍‌ଇଟି ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି। ମେ’ ୧୦ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ଆବେଦନ କରିପାରିବେ। ପରୀକ୍ଷା ଫି’ ୧୨ ତାରିଖ ମଧ୍ୟରେ ଦାଖଲ…

ବଢ଼ିଲା ଆଧାର କାର୍ଡ ଅପଡେଟ୍‌ ସମୟସୀମା: ଜାଣନ୍ତୁ କେମିତି କରିପାରିବେ ଅପଡେଟ୍‌

ଭୁବନେଶ୍ୱର,୨୧।୪(ଅନୁରାଧା ମହାରଣା)- ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଭାବେ ବିବେଚନା କରାଯାଉଥିବା ଆଧାରକାର୍ଡର ଅପଡେଟ୍‌ ପାଇଁ ସମୟସୀମା ବୃଦ୍ଧି କରାଯାଇଛି। ଏନେଇ ଭାରତୀୟ ସ୍ବତନ୍ତ୍ର ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ)ର ପକ୍ଷରୁ ସୂଚନା ପ୍ରକାଶ ପାଇଛି। ଯେଉଁ ନାଗରିକଙ୍କ ଆଧାରକୁ ୧୦ ବର୍ଷ କିମ୍ବା…

ବର୍ଷ ବଦଳିଲା, କିନ୍ତୁ ବଦଳିଲାନାହିଁ ଆରସିବି ଭାଗ୍ୟ: ଏଥର ବି ପ୍ଲେ ଅଫ୍‌ ଆଶା କ୍ଷୀଣ

କୋଲକାତା,୨୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଶେଷ ଥର ପାଇଁ ୨୦୨୨ରେ ଇଣ୍ଡିଆନ ପ୍ରିମିୟର ଲିଗରେ ପ୍ଲେ ଅଫରେ ପହଞ୍ଚିଥିଲା। ଆଜି ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚରେ କେକେଆର ୧ ରନ୍‌ରେ ଆରସିବିକୁ ପରାସ୍ତ କରିଛି। ଏହାପୂର୍ବରୁ ୨୦୨୩ରେ ମଧ୍ୟ ବେଙ୍ଗାଲୁରୁ ପ୍ଲେ ଅଫରେ…

ଶକ୍ତି ବଢାଉଛି ବିଜେଡି: ମିଶ୍ରଣ ପର୍ବରେ ସାମିଲ ହେଲେ ଅନେକ ଯୁବ, ମହିଳାକର୍ମୀ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଅନ୍ନପୂର୍ଣ୍ଣା ପ୍ୟାଲେସଠାରେ ରବିବାର ସନ୍ଧ୍ୟାରେ ବିଜେଡିର ଏକ ମହାମିଶ୍ରଣ ପର୍ବ ଅନୁଷ୍ଟିତ ହୋଇଯାଇଛି। ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଭିନ୍ନ ସଙ୍ଗଠନର ବହୁସଂଖ୍ୟକ…

ଶେଷ ଓଭରରେ ଥିଲା ୨୧ ରନ୍‌, ୩ ବଲ୍‌ରୁ ୧୮ ରନ୍‌ ସତ୍ତ୍ୱେ ମ୍ୟାଚ୍‌ ହାରିଗଲା ଆରସିବି: ଜାଣନ୍ତୁ କେମିତି

କୋଲକାତା,୨୧।୪: କୋଲକାତା ନାଇଟ ରାଇଡର୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୧ ରନ୍‌ରେ ପରାସ୍ତ କରିଛି। ପ୍ରଥମେ ଖେଳି କେକେଆର୍‌ ୨୨୨ ରନ ସ୍କୋର କରିଥିଲା। ସ୍କୋରକୁ ପିଛା କରି ବିରାଟ କୋହଲି ଏବଂ ଫାଫ ଡୁ ପ୍ଲେସିସ ନିଜେ ଚତୁର୍ଥ ଓଭରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri