Home

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କରିଛନ୍ତି । କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ ଦୀପକେ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ ଆନ୍ଦୋଳନକାରୀଙ୍କ ବିରୋଧରେ ଦିଲ୍ଲୀ ପୋଲିସ କୌଣସି କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା ଅନୁମୋଦନ କରିଛନ୍ତି। ବିଲ୍ ଆଲୋଚନା ସମୟରେ ବିରୋଧୀ ଦଳ ୱାକଆଉଟ୍ କରିଥିଲେ। ବିଲ୍‌କୁ…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ କରାଯାଇଛି। ମହାନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍ ହଟାଇବା ପାଇଁ ଏକ ସ୍କୁଲ ବସ୍‌କୁ ଠେଲି ଆଗକୁ ନେଉଥିବା ବେଳେ, ମୋନିକା…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ ଚଳାଇଛନ୍ତି । ପିକ୍ଅପ୍ ଭ୍ୟାନରେ ଗୋରୁ ବିକ୍ରି ପାଇଁ ହାଟକୁ ନେବା ବେଳେ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି । ବିରୋଧୀ ଦଳର ନେତାମାନେ ଅଭିଯୋଗ କରିଛନ୍ତି ଯେ, NEET ପରୀକ୍ଷା…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ ପିରେଡ଼ିମାହାଠାରେ ଗଛ ପଡ଼ି ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯିବା ସହ ତାର ମଧ୍ୟ ଛିଣ୍ଡି…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମ ପଞ୍ଚାୟତରେ ଅନ୍ତୋଦୟ ଗୃହ ଯୋଜନାରେ ଅନିୟମିତତା, ସାମାଜିକ ସୁରକ୍ଷା ଭତ୍ତା…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଜଣାଇଛନ୍ତି। ଏହା ସହିତ ସେ ଅଭିଯୋଗ କରିଛନ୍ତି ଯେ, ଗତ…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ ପାଇଁ ଆଇଟିଡିଏ ଭବାନୀପାଟଣାକୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା କାଳ । ସୂଚନା ଅନୁସାରେ, ସେ ପ୍ରତିଦିନ ଭଳି ଗୁରୁବାର ମଧ୍ୟ ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?