ମାଣ୍ଡିଆ କିଣାର ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ
ନବରଙ୍ଗପୁର,୨୧।୪,(ସଦାଶିବ ପ୍ରହରାଜ)ନବରଙ୍ଗପୁରରେ କର୍ନାଟକରୁ ଆସିଥିବା ଏକ ମାଣ୍ଡିଆ ବୋଝେଇ ଗାଡ଼ି ଶୁକ୍ରବାର ଜବତ ହୋଇଛି। ଏହାପରେ ଜିଲାରେ ମିଲେଟ ମିଶନ କିପରି କାର୍ଯ୍ୟକାରୀ ହେଉଛି ତାହାକୁ ନେଇ ଚାଷୀଙ୍କ ମଧ୍ୟରେ ପ୍ରଶ୍ନ ଉଠୁଛି। ଜିଲାର ମଣ୍ଡିରେ କିଣା ହେଉଥିବା ମାଣ୍ଡିଆର ଭିଜିଲାନ୍ସ…
ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ
ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି। ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଜନୈକ ବ୍ୟକ୍ତିଙ୍କ ଘର ଛାତ ଉପରେ…
ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ
ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ। ଏହା ଯୋଗୁ ଲୋକେ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ହେଉଥିଲେ। ହେଲେ ସମୟ ବଦଳିବା…
ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ
ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ ଆକୃଷ୍ଟ କରିବାକୁ ଏକ ନିଆରା ଢଙ୍ଗରେ ଆରମ୍ଭ କରିଛନ୍ତି ପ୍ରଚାର। ଯାହାକୁ ନେଇ ଏବେ…
ବିଳମ୍ବରେ ମିଳୁଛି ଦରମା
ମୋହନା,୨୧ା୪(ମନ୍ମଥ ମିଶ୍ର)ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀଙ୍କ ଅଶାନ୍ତି ଦେଖାଦେଇଛି । ଦିନରାତି ପରିଶ୍ରମ କଲେ ବି କର୍ମଚାରୀଙ୍କୁ ମିଳୁନି ଠିକ ସମୟରେ ଦରମା। ଏଭଳି ସଙ୍ଗିନ୍ ଅଭିଯୋଗ କରିଛନ୍ତି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର, ନର୍ସ ଓ…
ଅସନ୍ତୁଷ୍ଟ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ବ୍ରହ୍ମପୁର,୨୧ା୪(ନରସିଂହ ସାହୁ): ଗୋପାଳପୁର ବିଧାନସଭା କ୍ଷେତ୍ର ପାଇଁ ବିଜେଡିର ବିଦ୍ରୋହୀ ପ୍ରାର୍ଥୀ ହୋଇଛନ୍ତି ଉମା ଚରଣ ନାୟକ। ସେ ଶନିବାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କଳିଙ୍ଗ ବିଜୁ ନବୀନ ଜନତା ଦଳ ପକ୍ଷରୁ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଉମା…
ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ
ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ ଉତ୍ପାଦନ ହୋଇପାରିବ ସେ ଦିଗରେ କାର୍ଯ୍ୟ ଆରମ୍ଭ କରିଦିଅନ୍ତି। ବେକାର ଯୁବତୀ ଯୁବକମାନେ କିପରି…
ପ୍ରବଳ ଗ୍ରୀଷ୍ମରେ ମୁଗ ଚାଷ ପ୍ରଭାବିତ ଆଶଙ୍କା
ଧର୍ମଶାଳା,୨୧ା୪(ବଟକୃଷ୍ଣ ପରିଡ଼ା):ଚଳିତଥର ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମୁଗ ଚାଷ ଭଲ ହୋଇଛି। ମାତ୍ର ସପ୍ତାହେ ହେବ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଫୁଲଫଳ ଧରିଥିବା ମୁଗଚାଷ କ୍ଷତିଗ୍ରସ୍ତ ହେବା ନେଇ ଚାଷୀମାନେ ଆଶଙ୍କାବ୍ୟକ୍ତ କରିଛନ୍ତି। ଧର୍ମଶାଳା ବ୍ଲକ ଅଧୀନ ଚହଟା, ଚୋରମୁହଁା,…
ଲାଇଫ୍ ଜାକେଟ୍ ବିନା ୬୩ ଘାଟରେ ନୌଚଳାଚଳ
କେନ୍ଦ୍ରାପଡ଼ା,୨୧ା୪ (ଜଗନ୍ନାଥ ଧଳ)ହୀରାକୁଦ ଡ୍ୟାମ୍ ଉପର ମହାନଦୀରେ ଶୁକ୍ରବାର ଘଟିଥିବା ଡଙ୍ଗା ବୁଡ଼ି ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ୪ ଜଣ ନିଖୋଜ ଥିବା ବେଳେ ସୌଭାଗ୍ୟବଶତଃ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ତେବେ ଏହି ଘଟଣା କେନ୍ଦ୍ରାପଡ଼ା…
୧୩ ବଖରା ଭସ୍ମୀଭୂତ
ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ ପିନ୍ଧା ଲୁଗା ବ୍ୟତୀତ ଅନ୍ୟ କୌଣସି ସାମଗ୍ରୀ ଉଦ୍ଧାର କରି ପାରିନାହାନ୍ତି। ଗ୍ରାମବାସୀଙ୍କ ସହିତ…
ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ
ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି। ହେଲେ ଠିକ୍ ଭାବେ ପଙ୍କ ଉଠାଯାଇ ନ ଥିବାକୁ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା।…
ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି
ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍ଏଚ୍)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି ବୈଠକ ନ ହୋଇ ୫୦ରୁ ଉର୍ଦ୍ଧ କର୍ମଚାରୀଙ୍କ ବଦଳି କରାଯାଇଛି । ବଦଳି ଓ…
Archives


