Home

ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ ଜିଲାପରିଷଦ ସଭାପତି

ଭୁବନେଶ୍ୱର,୨୨।୪: ନିର୍ବାଚନ ଯେତେ ପାଖେଇ ଆସୁଛି, ନେତାଙ୍କ ମଧ୍ୟରେ ଦଳବଦଳ ଜାରି ରହିଛି। ଏହି କ୍ରମରେ ବିଜେଡିକୁ ସୋମବାର ବଡ଼ ଝଟ୍‌କା ଲାଗିଛି। କେନ୍ଦ୍ରାପଡ଼ା ଜିଲାପରିଷଦ ସଭାପତି ଗୀତାଞ୍ଜଳି ସେଠୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର…

ବଢୁଛି ଆଳୁ ଦର, ଚିନ୍ତାରେ ଖାଉଟି

କେନ୍ଦ୍ରାପଡ଼ା, ୨୨ା୪ (ଜଗନ୍ନାଥ ଧଳ):ଆଳୁ ଦର ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ଗତ ସପ୍ତାହରେ ଆଳୁ କେଜି ପ୍ରତି ୨୦ଟଙ୍କା ଥିଲା। ଏବେ ବଜାର ଦର ୨୮କୁ ଛୁଇଁଛି। ଅମଳ ସମୟରେ ଏହି ସ୍ଥିତି ଥିବାବେଳେ ଆସନ୍ତା ନଭେମ୍ବର, ଡିସେମ୍ବରକୁ କେଜି ପ୍ରତି…

ଇତିହାସ ରଚିଲେ ଭାରତର ଡି. ଗୁକେଶ: ୪୦ ବର୍ଷର ରେକର୍ଡ ଭାଙ୍ଗିଲେ

ଟରଣ୍ଟୋ,୨୨।୪: ଭାରତର ଡି ଗୁକେଶ ୧୭ ବର୍ଷ ବୟସରେ କ୍ୟାଣ୍ଡିଡେଟ୍ସ ଚେସ୍‌ ଟୁର୍ନାମେଣ୍ଟ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏହି ବିଜୟ ସହିତ ଗୁକେଶ ପ୍ରାର୍ଥୀ ଚେସ ଟୁର୍ନାମେଣ୍ଟରେ ବିଶ୍ୱ ଚାମ୍ପିୟନ ହେବାରେ ସର୍ବକନିଷ୍ଠ ଖେଳାଳି ହୋଇଥିଲେ। ଏହା ସହିତ ଭାରତୀୟ…

LLB ଷଷ୍ଠ ସେମିଷ୍ଟର ପେପର୍‌-୧ ପରୀକ୍ଷା ବାତିଲ

କଟକ,୨୨।୪: LLB ଷଷ୍ଠ ସେମିଷ୍ଟରର ପେପର୍‌-୧ ପରୀକ୍ଷା ବାତିଲ ହୋଇଯାଇଛି। ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିବା ଅଭିଯୋଗରେ ପରୀକ୍ଷା ବାତିଲ ହୋଇଥିବା ଜଣାପଡିଛି। ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଅଧୀନ ୨୮ କଲେଜ୍‌ ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତପକ୍ଷଙ୍କ ପକ୍ଷରୁ ସୂଚନା…

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ ହେଉଛି। ବିଜେଡିରୁ ରମେଶ ଚନ୍ଦ୍ର ବେହେରା, କଂଗ୍ରେସରୁ ନକୁଳ ନାଏକ ଏବଂ ଭାଜପାରୁ ରାଘବ…

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର ସମୟରେ କୁଚିଣ୍ଡାର ବହମୁଖି ବିକାଶ ହୋଇଥିବା କହିଥିଲେ। ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ତଥା…

ପୃଥିବୀର ନିକଟତର ଡେଭିଲ୍‌ ଧୂମକେତୁ: ୭୧ ବର୍ଷ ପରେ ବିରଳ ସଂଯୋଗ

ମୁମ୍ବାଇ,୨୨ା୪:ଡେଭିଲ ଧୂମକେତୁ ଭାବେ ପରିଚିତ ‘୧୨ପି/ପୋନ୍ସ-ବ୍ରୁକ୍ସ’ ରବିବାର ପୃଥିବୀର ନିକଟତର ହୋଇଛି। ୭୧ ବର୍ଷ ପରେ ଘଟିଥିବା ଏହି ବିରଳ ସଂଯୋଗ ଭାରତୀୟ ତଥା ବିଶ୍ୱର ବୈଜ୍ଞାନିକମାନଙ୍କୁ ରୋମାଞ୍ଚତ୍ତ କରିଛି। ସୂର୍ଯ୍ୟଙ୍କୁ ପରିକ୍ରମା କରୁଥିବା ଏହି ଧୂମକେତୁ ମାର୍ଚ୍ଚ ପ୍ରଥମ ଭାଗରୁ…

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର ବ୍ଲକ ଅଉଖମାଠାରେ ଶନିବାର ରାତିରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ କେତେଜଣ…

ଝୁଲି ରହିଛି ୨ ଅଭିନେତାଙ୍କ ଭାଗ୍ୟ

କଟକ,୨୨ା୪(ଶିଳ୍ପା ପ୍ରିୟଦର୍ଶିନୀ):ବିଜେଡି ଛାଡି ଭାଜପାରେ ଅଭିନେତା ଅରିନ୍ଦମ ରାଏ, ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସନାୟକ ଓ ଅନୁଭବ ମହାନ୍ତି ଯୋଗଦେଇଛନ୍ତି। ବିଜେଡି ଦଳ ଛାଡିବାରେ ସର୍ବପ୍ରଥମେ ରହିଛନ୍ତି ଅଭିନେତା ଅରିନ୍ଦମ। ଗତ ମାର୍ଚ୍ଚ ୧୫ରେ ଅରିନ୍ଦମ ବିଜେଡି ଛାଡି ଭାଜପାରେ ଯୋଗଦେଇଥିଲେ।…

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ (ମଜଲିସ୍‌) ପାଇଁ ମତଦାନ ହୋଇଥିବାବେଳେ ମାଳଦ୍ୱୀପ ନିର୍ବାଚନ କମିଶନଙ୍କ ପକ୍ଷରୁ ୮୬ ଆସନର ଫଳାଫଳ…

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବୋଲେରୋ: ଚାଲିଗଲା ଡ୍ରାଇଭରଙ୍କ ଜୀବନ

ବଣାଇଁ, ୨୨।୪ (ପ୍ରଦୀପ ତ୍ରିପାଠୀ): ବଣାଇଁ ଥାନା ଅନ୍ତର୍ଗତ ଜକୈକଳା ଗ୍ରାମ ମୁଣ୍ଡରେ ବିଳମ୍ବିତ ରାତିରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ବାଡେଇ ହେବା ପରେ ଗାଡ଼ିଟି ଓଲଟି ପଡ଼ିବା କାରଣରୁ ଚାଳକର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମହୁଲଡିଆ…

ମଣିପୁରର ୧୧ ବୁ୍‌ଥ୍‌ରେ ମତଦାନ ଆରମ୍ଭ

ଇମ୍ଫାଲ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ମଣିପୁରରେ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟରେ ଆଭ୍ୟନ୍ତରୀଣ ମଣିପୁର ଲୋକ ସଭା ଆସନ ପାଇଁ ଭୋଟ ଅନୁଷ୍ଠିତ ହୋଇଥିଲା, କିନ୍ତୁ ଠକେଇ ଅଭିଯୋଗ ହେତୁ ୧୧ଟି ମତଦାନ କେନ୍ଦ୍ରରେ ପୁନଃମତଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri