Home

ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସଜାଗ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି…

ସମୁଦ୍ର ଅଶାନ୍ତ ଯୋଗୁ ହାତବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ

ଛତ୍ରପୁର,୯।୯(ଦିଲ୍ଲୀପ ସାମଲ): ଲଘୁଚାପ ଯୋଗୁ ୨ ଦିନ ବର୍ଷା ହେବା ଫଳରେ ସୁମୁଦ୍ର ଅଶାନ୍ତ ଦେଖାଦେଇଛି। ଏହାର ବିଶେଷ ପ୍ରଭାବ ମତ୍ସ୍ୟଜୀବୀମାନଙ୍କ ଉପରେ ପଡିଛି। ସମୁଦ୍ର ଭିତରକୁ ମାଛ ମାରିବା ପାଇଁ ଯାଇ ନ ପାରି ନାହିଁ ନ ଥିବା ଅସୁବିଧାର…

ପ୍ରବଳ ବର୍ଷା: ମଙ୍ଗଳବାର ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୯।୯: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ…

ହାତ ଧରାଧରି ହୋଇ ଚାଲିଗଲେ ଦୁଇ ସାଙ୍ଗ

ଗୋପାଳପୁର,୯।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅଧିନସ୍ଥ ପଞ୍ଚମା ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ନାବାଳକ ସାଙ୍ଗ ହାତ ଧରା ଧରି ହୋଇ ଜଳ ସମାଧି ହୋଇଯାଇଥିଲେ। ମୃତକମାନେ ହେଲେ ଆଦିତ୍ୟ ସେଠୀ(୧୧) ଓ…

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା: ଭାରତରେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୯।୯: ଭାରତରେ ମଙ୍କିପକ୍ସର ପ୍ରଥମ ମାମଲା ସାମ୍ନାକୁ ଆସିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୋମବାର ଏନେଇ ସୂଚନା ଦେଇଛି। ରୋଗୀକୁ ବର୍ତ୍ତମାନ ଅଲଗା ରଖାଯାଇଛି। ଉକ୍ତ ବ୍ୟକ୍ତିଙ୍କଠାରୁ ରବିବାର ନମୁନା ସଂଗ୍ରହ କରାଯାଇଥିଲା ଏବଂ ବର୍ତ୍ତମାନ ଅନୁସନ୍ଧାନ ପରେ ଏହା ନିଶ୍ଚିତ…

ସୁଭଦ୍ରା ଯୋଜନା ଫର୍ମ ପାଇଁ ଯାଉଥିଲେ ମହିଳା, ପଛପଟୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଭୋଗରାଇ, ୯l୯ (ପ୍ରଦୀପ ଦାସ): ସୁଭଦ୍ରା ଯୋଜନାର ଆବେଦନ ଫର୍ମ ଲାଗି ରାସ୍ତାରେ ଯାଉଥିବାବେଳେ ଜଣେ ମହିଳାଙ୍କ ଜୀବନ ଯାଇଛି। ପଛପଟରୁ ପରିବା ବୋଝେଇ ବାଇକ ଆରୋହୀ ଜୋରରେ ଧକ୍କା ଦେବାରୁ ମହିଳା ଛିଟିକି ପଡିଥିଲେ। ରାସ୍ତାରେ ପଡିଯିବାରୁ ମୁଣ୍ଡଫାଟି ରକ୍ତସ୍ରାାବ…

ଗାଙ୍ଗୁଲିଙ୍କ ବଡ଼ ଭବିଷ୍ୟବାଣୀ: ଏହି କ୍ରିକେଟର୍‌ ହେବେ ଟେଷ୍ଟର ବାଦ୍‌ଶାହା

ନୂଆଦିଲ୍ଲୀ,୯।୯: ଟିମ ଇଣ୍ଡିଆର ତାରକା ଖେଳାଳି ବିରାଟ କୋହଲିଙ୍କୁ ଆଧୁନିକ କ୍ରିକେଟର ଶ୍ରେଷ୍ଠ ଖେଳାଳି ଭାବେ ବିବେଚନା କରାଯାଏ। ଯେତେବେଳେ ଟେଷ୍ଟ ଫର୍ମାଟ କଥା ଆସେ, ଜୋ ରୁଟଙ୍କ ନାମ ଆଜିକାଲି ଆଗରେ ଅଛି। କୁହାଯାଏ ଯେ, ରୁଟ ଟେଷ୍ଟରେ ସର୍ବାଧିକ…

ଭିଟାମାଟିକୁ ଫେରିବେ ୩୮ ବିସ୍ଥାପିତ କୁଟିଆ ଆଦିବାସୀ ପରିବାର

ବାଲିଗୁଡା, ୯।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପ୍ରଶାସନ ଉପରେ ଭରସା କରି ପାହାଡ଼ ଉପର ଗାଁରୁ ତଳକୁ ଆସି ବସତି ସ୍ଥାପନ କଲେ। କିନ୍ତୁ ଏଠାରେ ଦୁର୍ଦ୍ଦଶାରେ ଏତେ ବଢ଼ିଗଲା ଯେ ଦିନ କାଟିବା ଅସମ୍ଭବ ହୋଇପଡ଼ିଲା। ସମସ୍ତ ମୌଳିକ…

କୋଲକାତା ବଳାତ୍କାର ପୀଡିତାଙ୍କ ପରିବାରକୁ ଏମିତି ଚ୍ୟାଲେଞ୍ଜ ଦେଲେ ମମତା ବାନାର୍ଜୀ

କୋଲକାତା, ୯।୯: କୋଲକାତା ବଳାତ୍କାର ଓ ହତ୍ୟା ମାମଲାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବଡ ବିବୃତ୍ତି ପ୍ରକାଶ ପାଇଛି। କେବେ ଏବଂ କେଉଁଠାରେ ଟଙ୍କା ଦେବାକୁ କୁହାଯାଇଥିଲା ତାହାର ପ୍ରମାଣ ଦେଖାଇବାକୁ ସେ ପୀଡିତାଙ୍କ ପରିବାରକୁ ଚ୍ୟାଲେଞ୍ଜ କରିଛନ୍ତି। କେଉଁଠାରେ…

ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପ ଭିତରେ ପଶିଲା ପାଣି: ବିଦ୍ୟୁତ ଉତ୍ପାଦନ ବନ୍ଦ

କୋରାପୁଟ,୯।୯(ଅମିତାଭ ବେହେରା ): କୋରାପୁଟ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବିଶେଷ କରି ଆନ୍ଧ୍ରରେ ପ୍ରବଳ ବର୍ଷା ଯୋଗୁ ଜଳାପୁଟ ମୁଖ୍ୟ ଜଳଭଣ୍ଡାର ଫୁଲିବାରେ ଲାଗିଛି। ସୋମବାର ମାଧ୍ୟାନ୍ନରେ କୋରାପୁଟ ଜିଲାର ସୀମାନ୍ତ ଅନକା ଡ଼େଲି ପଞ୍ଚାୟତର ମାଛକୁଣ୍ଡ ବିଦ୍ୟୁତ…

ଶିକ୍ଷକ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ଆଦେଶ ଉପରେ ସୁପ୍ରିମକୋର୍ଟ ଲଗାଇଲେ ରୋକ

ନୂଆଦିଲ୍ଲୀ,୯।୯: ଉତ୍ତରପ୍ରଦେଶରେ ୬୯ ହଜାର ଶିକ୍ଷକ ନିଯୁକ୍ତି ମାମଲାରେ ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ହାଇକୋର୍ଟଙ୍କ ଆଦେଶ ଉପରେ ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି। ସିଜେଆଇ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ସ୍ଥଗିତ ରହିବ। ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର…

ଅଟଳ ବିହାରୀ ବାଜପେୟୀଙ୍କ ଅପେକ୍ଷା ମୋଦିଙ୍କ ଉପରେ ଲୋକଙ୍କ ରହିଛି ଅଧିକ ବିଶ୍ୱାସ:କହୁ କହୁ କହିଦେଲେ ଭାଜପା ନେତା

ଶ୍ରୀନଗର,୯।୯: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ଏମ୍‌ପି ଅନୁରାଗ ଠାକୁର କହିଛନ୍ତି, ଅଟଳ ବିହାରୀ ବାଜପେୟୀଙ୍କ ଅପେକ୍ଷା ଜମ୍ମୁ କଶ୍ମୀରର ନରେନ୍ଦ୍ର ମୋଦିଙ୍କ ଉପରେ ଅଧିକ ବିଶ୍ୱାସ ରହିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?