Home

ଶିକ୍ଷକ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ଆଦେଶ ଉପରେ ସୁପ୍ରିମକୋର୍ଟ ଲଗାଇଲେ ରୋକ

ନୂଆଦିଲ୍ଲୀ,୯।୯: ଉତ୍ତରପ୍ରଦେଶରେ ୬୯ ହଜାର ଶିକ୍ଷକ ନିଯୁକ୍ତି ମାମଲାରେ ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ହାଇକୋର୍ଟଙ୍କ ଆଦେଶ ଉପରେ ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି। ସିଜେଆଇ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ସ୍ଥଗିତ ରହିବ। ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର…

ଅଟଳ ବିହାରୀ ବାଜପେୟୀଙ୍କ ଅପେକ୍ଷା ମୋଦିଙ୍କ ଉପରେ ଲୋକଙ୍କ ରହିଛି ଅଧିକ ବିଶ୍ୱାସ:କହୁ କହୁ କହିଦେଲେ ଭାଜପା ନେତା

ଶ୍ରୀନଗର,୯।୯: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ଏମ୍‌ପି ଅନୁରାଗ ଠାକୁର କହିଛନ୍ତି, ଅଟଳ ବିହାରୀ ବାଜପେୟୀଙ୍କ ଅପେକ୍ଷା ଜମ୍ମୁ କଶ୍ମୀରର ନରେନ୍ଦ୍ର ମୋଦିଙ୍କ ଉପରେ ଅଧିକ ବିଶ୍ୱାସ ରହିଛି। ସେ…

ଅନ୍ଧାରରେ ଡୁବିଯିବ ବାଂଲାଦେଶ! ଆଦାନୀ ଗ୍ରୁପ୍‌ର ଚେତାବନୀ

ଢାକା,୯।୯: ଶେଖ ହସିନା ସରକାରଙ୍କ ପରାଜୟ ପରେ ବାଂଲାଦେଶରେ ଆର୍ଥିକ ସଙ୍କଟ ଗଭୀର ହେବାରେ ଲାଗିଛି। ଋଣ ପାଇବା ପାଇଁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସ ବିଶ୍ୱ ବ୍ୟାଙ୍କ, ଆଇଏମଏଫ, ଏସୀୟ ବିକାଶ ବ୍ୟାଙ୍କ (ଏଡିବି) ଭଳି ସଂସ୍ଥାର କବାଟ…

ଭୋ ଭୋ ହୋଇ କାନ୍ଦିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ: କହିଲେ, ମୁଁ ଯେଉଁ ଯନ୍ତ୍ରଣା ସହିଛି, ତାହାର ପ୍ରତିଶୋଧ…

ରାଞ୍ଚି,୯।୯: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ମୁର୍ମୁ ସୋରେନ ପୁଣି ଥରେ କାର୍ଯ୍ୟକର୍ତ୍ତାଙ୍କ ସାମ୍ନାରେ ଭୋ ଭୋ ହୋଇ କାନ୍ଦିଛନ୍ତି। କାର୍ଯ୍ୟକର୍ତ୍ତାମାନଙ୍କ ଉତ୍ସାହ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର ନିଷ୍ଠା ଦେଖିବା ପରେ କଳ୍ପନା ଭାବପ୍ରବଣ ହୋଇପଡିଛନ୍ତି। ସେ…

କଂଗ୍ରେସ ସହ ମେଣ୍ଟ କରିବାକୁ ମନା କଲା ଏଏପି: ୨୦ ଆସନ ପାଇଁ ପ୍ରାର୍ଥୀ ଘୋଷଣା

ଚଣ୍ଡିଗଡ,୯।୯: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଏକ ମେଣ୍ଟ ଗଠନ ହୋଇନାହିଁ। ସୋମବାର ଆମ ଆଦମୀ ପାର୍ଟି ୨୦ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ…

ପ୍ରଧାନମନ୍ତ୍ରୀ ହେବେ କି ରାହୁଲ ଗାନ୍ଧୀ? ଗୁମର ଖୋଲିଦେଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୯।୯: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପି.କେ) ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ (ୟୁପି)ର ରାଏବରେଲିର କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଯଦିଓ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ…

ଘରେ ପଶିଲା ଡ୍ରେନ୍‌ ପାଣି, ସିମନବାଡ଼ିରେ ସ୍ବଚ୍ଛ ମିଶନ ବିଫଳ

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): ଲଘୁଚାପ ଜନିତ ବର୍ଷା ଯୋଗୁ କନ୍ଧମାଳ ଜିଲାରେ ରବିବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ସୋମବାର ସକାଳୁ ଏହି ବର୍ଷାର ପରିମାଣ ବୃଦ୍ଧି ପାଇଛି। ଧିରେ ଧିରେ ନଦୀ ଓ ନାଳ ଫୁଲିବାରେ ଲାଗିଛି। ସେପଟେ…

ସେ ମୋ ପାଖକୁ ନିଜେ ଇସ୍ତଫା ଦେବାକୁ ଆସିଥିଲେ, ପୋଲିସ କମିଶନରଙ୍କୁ ନେଇ ବଡ କଥା କହିଲେ ମମତା

କୋଲକାତା,୯।୯: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ କଥା ସାନମାକୁ ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ଗତ ସପ୍ତାହରେ କୋଲକାତା ପୋଲିସ କମିଶନର ନିଜେ ମୋ ପାଖକୁ ଇସ୍ତଫା ଦେବାକୁ ଆସିଥିଲେ। କିନ୍ତୁ ଦୁର୍ଗା ପୂଜାର ସମୟ ପାଖେଇ…

ଜାତୀୟ ରାଜପଥରେ ଫସିଲା ପିକ୍‌ଅପ୍‌, ଯାତାୟାତରେ ସମସ୍ୟା

ପଟ୍ଟାଙ୍ଗି,୯ା୯(ଶରତ ଧଳ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ରାସ୍ତାଘାଟଠାରୁ ଆରମ୍ଭ କରି ଚାଷଜମିରେ ପାଣି ଜମି ରହିଛି। ଜାତୀୟ ରାଜପଥରେ ସ୍ଥାନେ ସ୍ଥାନେ ଖାଲଖମା ହୋଇଥିବାରୁ ଯାତ୍ରୀବାହୀ ବସ୍‌ଠାରୁ ଆରମ୍ଭ…

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି। ଲଘୁଚାପ ଜନିତ ବର୍ଷା ପାଇଁ ୨ ଅଧିକାରୀ ତଦାରଖ କରିବେ। ଗତ ଦୁଇଦିନ…

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସଜାଗ ଅଛୁ କହିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୯: ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି କହିଛନ୍ତି…

ଡାକ୍ତରଙ୍କ ଜିନ୍ସ, ଅନ୍ତବସ୍ତ୍ରକୁ ହଟାଇ ଦିଆଯାଇଥିଲା…, ଆସିଲା କୋଲକାତା ମାମଲାର ବଡ ଅପଡେଟ

ନୂଆଦିଲ୍ଲୀ,୯।୯: କୋଲକାତାରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ସୋମବାର ସୁପ୍ରିମକୋର୍ଟରେ ଅନେକ ତଥ୍ୟ ସାମ୍ନାକୁ ଆସିଥିଲା ଏବଂ ଅଭିଯୋଗ ମଧ୍ୟ କରାଯାଇଥିଲା। ଜଣେ ଓକିଲ ଅଭିଯୋଗ କରିଛନ୍ତି ଯେ ଭାଜାଇନାଲ ସ୍ବାବକୁ ୪ ଡିଗ୍ରୀ ସେଲସିୟସରେ ରଖାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?