କ୍ୟାନ୍ସରରେ ଆଖି ବୁଜିଲେ ଫେଶନ ଇନ୍ଫ୍ଲୁଏନ୍ସର ସୁରଭି ଜୈନ
ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍ସରରେ ପୀଡ଼ିତ ଥିଲେ। ଇନ୍ଷ୍ଟାଗ୍ରାମରେ ତାଙ୍କର ୫୧.୮ହଜାର ପ୍ରଶଂସକ ରହିଛନ୍ତି। ୮ ସପ୍ତାହ ପୂର୍ବରୁ ସେ ଇନ୍ଷ୍ଟାଗ୍ରାମରେ ତାଙ୍କର ଶେଷ ଫଟୋ…
ପୋଲିସ-ନକ୍ସଲ ଗୁଳି ବିନିମୟ, ଜଣେ ନକ୍ସଲଙ୍କ ଜୀବନ ଗଲା
ରାୟପୁର,୨୧ା୪: ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁରର କେଶକୁଟଲ ଅଞ୍ଚଳରେ ପୋଲିସ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏକ ଏନ୍କାଉଣ୍ଟର ସାମ୍ନାକୁ ଆସିଛି। ଏନ୍କାଉଣ୍ଟରରେ ପୋଲିସ ଜଣେ ନକ୍ସଲଙ୍କୁ ହତ୍ୟା କରିଛି। ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ଭୈରମଗଡ଼ ଥାନା ପରିସରରେ ଥିବା…
ମୋଦି ସରକାରଙ୍କ ନୂଆ ଆପରାଧିକ ଆଇନକୁ ସିଜେଆଇ ଚନ୍ଦ୍ରଚୂଡ଼ଙ୍କ ପ୍ରଶଂସା
ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ସରକାର କାର୍ଯ୍ୟକାରୀ କରିଥିବା ନୂଆ ଆପରାଧିକ ଆଇନକୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ପ୍ରଶଂସା କରିଛନ୍ତି। ଏହା ଆପରାଧିକ ନ୍ୟାୟ ଉପରେ ଭାରତର ନ୍ୟାୟିକ ଢାଞ୍ଚାକୁ ନୂତନ ଯୁଗ ଅନୁଯାୟୀ ବଦଳାଇଦେଇଥିବା ଜଷ୍ଟିସ୍ ଚନ୍ଦ୍ରଚୂଡ଼ କହିଛନ୍ତି।…
ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର
ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛ। ଏହି ଗୋଷ୍ଠୀ ସଂଘର୍ଷରେ ୬ ଜଣ…
ଭାଜପାକୁ ୬୦ କୋଟି ଦେଇଛନ୍ତି ସରଥ ରେଡ୍ଡୀ
ନୂଆଦିଲ୍ଲୀ,୨୧ା୪: ତଥାକଥିତ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାର ଅନ୍ୟତମ ଅଭିଯୁକ୍ତ ସରଥ ରେଡ୍ଡୀ ଭାଜପାକୁ ଇଲେକ୍ଟୋରାଲ ବଣ୍ଡ୍ ଜରିଆରେ ୬୦ କୋଟି ଟଙ୍କା ଚାନ୍ଦା ଦେଇଥିବା ଆମ୍ ଆଦ୍ମୀ ପାର୍ଟି (ଆପ୍) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଶନିବାର ଅଭିଯୋଗ…
ଇମ୍ରାନ୍ଙ୍କ ଅଭିଯୋଗ: ସ୍ତ୍ରୀଙ୍କୁ ଦିଆଯାଉଛି ଟଏଲେଟ୍ କ୍ଲିନର ମିଶା ଖାଦ୍ୟ
ରାଓ୍ବଲପିଣ୍ଡି,୨୧ା୪: ସ୍ତ୍ରୀ ବୁଶ୍ରା ବିବିଙ୍କୁ ଖାଦ୍ୟରେ ଟଏଲେଟ୍ କ୍ଲିନର ମିଶାଇ ଦିଆଯାଉଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଅଭିଯୋଗ କରିଛନ୍ତି। ରାଓଲପିଣ୍ଡିର ଆଡିଆଲା ଜେଲରେ ୧୯୦ ନିୟୁତ ପାଉଣ୍ଡ ଦୁର୍ନୀତି ମାମଲାର ଶୁଣାଣି ବେଳେ ଇମ୍ରାନ୍ ଉପରୋକ୍ତ ଅଭିଯୋଗ ଆଣିଛନ୍ତି।…
ଲଭ୍ ଜିହାଦ ପାଇଁ ଝିଅକୁ ମାରିଦେଲେ
ବେଙ୍ଗାଲୁରୁ,୨୧ା୪: ଏପ୍ରିଲ ୨୬ ଏବଂ ମେ’ ୭ରେ କର୍ନାଟକରେ ଲୋକ ସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଜଣେ କର୍ପୋରେଟରଙ୍କ ଝିଅକୁ ହତ୍ୟା ଘଟଣାକୁ ନେଇ ଶାସକ କଂଗ୍ରେସ ଏବଂ ବିରୋଧୀ ଦଳ ଭାଜପା ମଧ୍ୟରେ ବିବାଦ ତୀବ୍ର ରୂପ ଧାରଣ କରିଛି।…
ପାହାଡ଼ ଜଙ୍ଗଲରେ ନିଆଁ
ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା ବେଳେ ଦିନର ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ନିଆଁର ଉତ୍ତାପରେ ଆଖପାଖ ଗ୍ରାମର ଲୋକେ ଅତିଷ୍ଠ…
ଶାହାଙ୍କ ସମ୍ପତ୍ତି ୩୬ କୋଟି, ହେଲେ କୌଣସି କାର୍ ନାହିଁ
ଗାନ୍ଧୀନଗର, ୨୧।୪: ଗୁଜରାଟର ଗାନ୍ଧୀନଗର ଲୋକ ସଭା ଆସନରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଶାହା ଦାଖଲ କରିଥିବା ସତ୍ୟପାଠ ଅନୁଯାୟୀ ତାଙ୍କର ସମୁଦାୟ ୩୬ କୋଟି ଟଙ୍କାର ସମ୍ପତ୍ତି ରହିଛି। ଶାହାଙ୍କର ୨୦…
ମିଶିବା ଆଗରୁ ସନାତନଙ୍କୁ ବିଜେଡି ଟିକେଟ
କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ)ଚମ୍ପୁଆ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ସହଯୋଗୀ ମୀନାକ୍ଷୀ ମହାନ୍ତଙ୍କୁ ପ୍ରାର୍ଥୀ କରି ଜିତାଇଥିଲେ। ତେବେ ଚଳିତ ନିର୍ବାଚନରେ ମୀନାକ୍ଷୀଙ୍କ ଟିକେଟ କାଟି…
ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ
ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ ସାଂସଦ ଅମରନାଥ ପ୍ରଧାନଙ୍କ ପ୍ରତିନିଧି ତଥା କ୍ରୀଡ଼ା ସଂଗଠକ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ…
Archives


