Home

ଶାହାଙ୍କ ସମ୍ପତ୍ତି ୩୬ କୋଟି, ହେଲେ କୌଣସି କାର୍‌ ନାହିଁ

ଗାନ୍ଧୀନଗର, ୨୧।୪: ଗୁଜରାଟର ଗାନ୍ଧୀନଗର ଲୋକ ସଭା ଆସନରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଶାହା ଦାଖଲ କରିଥିବା ସତ୍ୟପାଠ ଅନୁଯାୟୀ ତାଙ୍କର ସମୁଦାୟ ୩୬ କୋଟି ଟଙ୍କାର ସମ୍ପତ୍ତି ରହିଛି। ଶାହାଙ୍କର ୨୦…

ମିଶିବା ଆଗରୁ ସନାତନଙ୍କୁ ବିଜେଡି ଟିକେଟ

କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ)ଚମ୍ପୁଆ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ସହଯୋଗୀ ମୀନାକ୍ଷୀ ମହାନ୍ତଙ୍କୁ ପ୍ରାର୍ଥୀ କରି ଜିତାଇଥିଲେ। ତେବେ ଚଳିତ ନିର୍ବାଚନରେ ମୀନାକ୍ଷୀଙ୍କ ଟିକେଟ କାଟି…

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ ସାଂସଦ ଅମରନାଥ ପ୍ରଧାନଙ୍କ ପ୍ରତିନିଧି ତଥା କ୍ରୀଡ଼ା ସଂଗଠକ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ…

ପ୍ରବଳ ଖରାରେ ବି ଫୁଟିବ ପଦ୍ମ

ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର…

ପୁନଶ୍ଚ ଗଣେଶ୍ୱର-ସିପ୍ରା ମୁକାବିଲା

କେନ୍ଦ୍ରାପଡ଼ା,୨୧ା୪(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ବିଧାନସଭା ଆସନରେ ପୁଣିଥରେ ଗଣେଶ୍ୱର ବେହେରା ଏବଂ ଡ.ସିପ୍ରା ମଲ୍ଲିକଙ୍କ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିବ। ଶନିବାର ବିଧାୟକ ଶଶିଭୂଷଣ ବେହେରାଙ୍କ ବଦଳରେ ଗଣେଶ୍ୱରଙ୍କୁ ବିଜେଡି ପ୍ରାର୍ଥୀ କରିଥିବାବେଳେ କଂଗ୍ରେସ ଏହି ଆସନ ପାଇଁ ସିପ୍ରାଙ୍କୁ ଚୟନ କରିଛି।…

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆ ବିଧାନସଭା କ୍ଷେତ୍ରରୁ ସୁବାସିନୀ ସାହୁଙ୍କ ନାମ ଘୋଷଣା କରିଛନ୍ତି ବିଜେଡି…

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା ପରେ ଜଟଣୀ ରାଜନୀତି ଚଳଚଞ୍ଚଳ ହୋଇଛି। ପୂର୍ବରୁ ବିଜେଡିରୁ ଖୋର୍ଦ୍ଧା ଜିଲା ବିଜେଡି ସଭାପତି…

ଜିଲାପାଳ ବଦଳିଲା ପରେ ଗୋ ଶ୍ରଦ୍ଧା ଯୋଜନା ଫେଲ୍‌

ସୋନପୁର,୨୧।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ପୌର ପ୍ରଶାସନ ପକ୍ଷରୁ ୨୦୨୧ ଅଗଷ୍ଟ ୧୬ ତାରିଖ ଠାରୁ ସହରରେ ଆରମ୍ଭ ହୋଇଥିଲା ଗୋ ଶ୍ରଦ୍ଧା ଯୋଜନା। ସହରରେ ଗାଈ ଗୋରୁ ପାଳନ କରୁଥିବା ବ୍ୟକ୍ତିମାନେ ସେମାନଙ୍କ ପାଳିତ ଗାଈ ଗୋରୁଙ୍କୁ କୌଣସି ପରିସ୍ଥିତିରେ ରାସ୍ତା ଉପରକୁ…

ସ୍ବାସ୍ଥ୍ୟକେନ୍ଦ୍ରରେ ନାହିଁ ଆବଶ୍ୟକ ଔଷଧ

ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଜ୍ୟ ସରକାରଙ୍କ ସିଟି ହେଲ୍‌ଥ ମିଶନରେ ରାଉରକେଲା ଅର୍ବାନ ଅଞ୍ଚଳର ଲକ୍ଷାଧିକ ରୋଗୀ ବେଶ୍‌ ଉପକୃତ ହେଉଛନ୍ତି। ବସ୍ତିବାସିନ୍ଦାଙ୍କ ପାଇଁ ଗୋଟିଏ ଗୋଟିଏ ଉତ୍କୃଷ୍ଟ ମାନର ସମନ୍ବିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ଥାପନ ହୋଇଛି। ରାଉରକେଲା ବସ୍ତି…

ସୁଧୁରୁନି ବସ୍ତି ଅଞ୍ଚଳର ଦୁରବସ୍ଥା

ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଅଧୀନରେ ରହିଛି ସମୁଦାୟ ୪୧ଟି ଓ୍ବାର୍ଡ। ପ୍ରତି ଓ୍ବାର୍ଡରେ ରହିଛି ମୋଟ ୧୩୨ ବସ୍ତି। ୬୦ଭାଗ ବସ୍ତିରେ ବିଜୁ ଆଦର୍ଶ କଲୋନୀ ଯୋଜନାରେ ବିପୁଳ ଅନୁଦାନ ମିଳୁଥିବାରୁ ରାସ୍ତାଘାଟ,ଡ୍ରେନେଜ ସହିତ ସମସ୍ତ ପ୍ରକାର ବିକାଶମୂଳକ…

ରାଜଧାନୀରେ ଥଣ୍ଡା ପାନୀୟ, ରାସ୍ତାକଡ଼ ଖାଦ୍ୟର ଯାଞ୍ଚ ନାହିଁ

ଭୁବନେଶ୍ୱର, ୨୧।୪ (ବନ୍ଦନା ସେଠୀ)ରାଜଧାନୀରେ ତାପମାତ୍ରା ୪୩ ଡିଗ୍ରୀ ପାର୍‌ ହୋଇଥିବାବେଳେ ମନ ଖୋଜୁଛି ଥଣ୍ଡା ପାନୀୟ। ଖରାରେ ପାଣି ଅପେକ୍ଷା ଲସି, ସରବତ, ଫଳଜୁସ୍‌, ଆଖୁରସ, ଚୁସ୍‌କି/ଗୋଲା ଆଦିର ବେଶି ଚାହିଦା ରହୁଥିବାରୁ ସହରର ମୁଖ୍ୟ ରାସ୍ତା ସମେତ ଗଳିକନ୍ଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri