Home

୬.୭୪ ଫୁଟ ଉଚ୍ଚ ଆଇଫୋନ୍‌

ଲଣ୍ଡନ: ବିଶ୍ୱର ସବୁଠାରୁ ପସନ୍ଦ କରାଯାଉଥିବା ଫୋନ୍‌ ମଧ୍ୟରୁ ଆଇଫୋନ୍‌ ଅନ୍ୟତମ। ଆଇଫୋନ୍‌ କିଣିବା ପାଇଁ ଲୋକମାନେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ତେବେ ଅରୁଣ ରୂପେଶ ମୈନି ନାମକ ଜଣେ ଜଣାଶୁଣା ଭାରତୀୟ ବଂଶୋଦ୍ଭବ…

ଗୋଟିଏ ରାତିରେ ୩ ନାବାଳିକା ଝିଅଙ୍କ ଜୀବନ ନେଲା ବିଷଧର ସାପ, ବାପା ଗୁରୁତର

ବୌଦ୍ଧ,୯ା୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଟିକରପଡ଼ା ପଞ୍ଚାୟତର ଚରିଆପାଲି ଗାଁରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ସାପକାମୁଡ଼ାରେ ଗୋଟିଏ ପରିବାରର ୩ ନାବାଳିକା ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ହୋଇଛନ୍ତି। ମୃତ ଭଉଣୀଙ୍କ…

ଭେନେଜୁଏଲାର ବିରୋଧୀ ନେତା ଗୋଞ୍ଜାଲେଜ୍‌ଙ୍କ ସ୍ପେନ୍‌ ପଳାୟନ

କାରାକସ୍‌,୯ା୯: ଭେନେଜୁଏଲାର ପୂର୍ବତନ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ଏଡମୁଣ୍ଡୋ ଗୋଞ୍ଜାଲେଜ୍‌ ଦେଶ ଛାଡ଼ି ପଳାଇ ଯାଇଛନ୍ତି। ସ୍ପେନ୍‌ ତାଙ୍କୁ ଆଶ୍ରୟ ଦେବା ନିମନ୍ତେ ଅନୁମତି ପ୍ରଦାନ କରିଛି। ଦେଶରେ ଗୋଟିଏ ଦଳ ଦ୍ୱାରା ୨ ଦଶନ୍ଧିର ଶାସନରେ ଲକ୍ଷ ଲକ୍ଷ…

ରାହୁଲ ଗାନ୍ଧୀଙ୍କୁ ଆମେରିକାରେ ସ୍ବାଗତ

ଡଲାସ, ୯।୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ୩ ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ତାଙ୍କୁ ଡଲାସ୍‌ରେ ଭାରତୀୟମାନେ ସ୍ବାଗତ କରିଛନ୍ତି। ଏହି ଅବସରରେ ରାହୁଲଙ୍କ ସହ ଇଣ୍ଡିଆନ୍‌ ଓଭରସିଜ୍‌ କଂଗ୍ରେସ(ଆଇଓସି) ନେତା ସାମ୍‌ ପିଟ୍ରୋଡା ଉପସ୍ଥିତ…

ଆଞ୍ଚଳିକ ସଂହତିର ସୁରକ୍ଷା ପାଇଁ କେନ୍ଦ୍ର ପଦକ୍ଷେପ ନେଉ

ଇମ୍ଫାଲ,୯ା୯ (ପି.ଟି.): ମଣିପୁରରେ ସାନି ହିଂସାକାଣ୍ଡ ପରେ ଆଞ୍ଚଳିକ ସଂହତିର ସୁରକ୍ଷା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ ରବିବାର ଅପିଲ୍‌ କରିଛନ୍ତି। କୁକି-ଜୋ ସମ୍ପ୍ରଦାୟର ଅଲଗା ପ୍ରଶାସନ ଦାବିକୁ କେନ୍ଦ୍ର ସରକାର ରାଜି ନ…

୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩…

ହୃଦ୍‌ଘାତରେ ଅଭିନେତା ବିକାଶଙ୍କ ମୃତ୍ୟୁ

ମୁମ୍ବାଇ,୯ା୯ (ପି.ଟି.): ଟିଭି ସିରିଏଲ୍‌ ଅଭିନେତା ବିକାଶ ସେଠୀଙ୍କର ଶନିବାର ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୪୮ ବର୍ଷ ହୋଇଥିଲା। ‘କୁଁ୍ୟ କୀ ସାସ୍‌ ଭି କଭି ବହୂ ଥି’, ‘କହିଁ ତୋ ହୋଗା’, ‘ସସୁରାଲ ସିମର କା’ ଆଦି…

‘ଏମର୍ଜେନ୍ସି’କୁ ମିଳିଲା ୟୁଏ ସାର୍ଟିଫିକେଟ୍‌

ନୂଆଦିଲ୍ଲୀ, ୯।୯: ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ‘ଏମର୍ଜେନ୍ସି’ ଚଳଚ୍ଚିତ୍ର ଖୁବ୍‌ଶୀଘ୍ର ବଡ଼ ପରଦାରେ ରିଲିଜ୍‌ ହେବ। ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ (ସିବିଏଫ୍‌ସି) ପକ୍ଷରୁ କିଛି ସର୍ତ୍ତ ସହ ‘ଏମର୍ଜେନ୍ସି’କୁ ୟୁଏ ସାର୍ଟିଫିକେଟ ପ୍ରଦାନ କରାଯାଇଛି। ଫିଲ୍ମର…

କୋରାପୁଟରେ ପ୍ରବଳ ବର୍ଷା, ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ୍‌

କୋରାପୁଟ/କୁନ୍ଦୁରା,୯ା୯(ଅମିତାଭ ବେହେରା/ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କେତେକ ତଳିଆ ଅଞ୍ଚଳରେ ପାଣି ପଶିଛି। ଏଥିଯୋଗୁ ଲମତାପୁଟ ବ୍ଲକ ଅନକାଡ଼େଲିଠାରେ ଥିବା ମାଛକୁଣ୍ଡ ଡ୍ୟାମରେ…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ିକୁ ୧୫ ବର୍ଷ ପୂରିଲା: ସରୁନି ତଦନ୍ତ, ହେଉନି ରହସ୍ୟ ଉନ୍ମୋଚନ

ପାରାଦୀପ,୯।୯(ଶରତ ରାଉତ): ପାରାଦୀପ ବନ୍ଦର ନିକଟରେ ଏମ୍‌ଭି ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ସୋମବାର ୧୫ ବର୍ଷ ପୂରୁଛି। ବନ୍ଦରଠାରୁ ୬ କି.ମି. ସମୁଦ୍ରର ଆଙ୍କରେଜ୍‌ ଏରିଆରେ ୨୦୦୯ ସେପ୍ଟେମ୍ବର ୯ରେ ଏହି ଜାହାଜ ବୁଡ଼ି ଯାଇଥିଲା। ପ୍ରାୟ ୨୦୧୪ ମସିହା…

ଏଇ ଭାରତରେ

ଗଣେଶଙ୍କ ମୂର୍ତ୍ତି ଯେଉଁଠି ବିସର୍ଜନ ହେବ ସେଇଠି ଆପେ ଆପେ ଉଠିବ ଗଛଟିଏ ଏକଥା ଆଦୌ କାଳ୍ପନିକ ଅବା ମିଥ୍ୟା ନୁହେଁ। ଏମିତି ଏକ କଳ୍ପନାକୁ ରୂପ ଦେଇଛନ୍ତି ମଧ୍ୟପ୍ରଦେଶ ନର୍ମଦାପୁରମ ଜିଲାର ଇଟାରସୀ ସହର ବାସିନ୍ଦା ବିନୋଦ ଚୌଧୁରୀ। ସେ…

ଟଙ୍କା ମୁହଁ କରିିଦେବ ବଙ୍କା

ବର୍ତ୍ତମାନ ଆମ ରାଜ୍ୟ ଓଡ଼ିଶାରେ ଆଳୁ ଦର କାହିଁରେ କ’ଣ ? ନିଜ ପାଖରେ ଆଳୁ ନ ଥିବାରୁ ଆମ ରାଜ୍ୟର ବେପାରୀମାନେ ଏ ରାଜ୍ୟରୁ ସେ ରାଜ୍ୟକୁ ଧାଉଁଛନ୍ତି ଏବଂ ଆଳୁ ଯୋଗାଡ଼ କରି ଏ ଜାଗା ସେ ଜାଗାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?