ତୁମେ ମୋତେ ଭୋଟ୍ ଦିଅ, ମୁଁ ତୁମକୁ…
ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ଏହି ପ୍ରସଙ୍ଗ କଂଗ୍ରେସ ନେତାଙ୍କ ଏକ ଭିଡିଓ ସହିତ ଜଡ଼ିତ।…
ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍
କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା ଦେଖାଯାଇଛି। କୋରାପୁଟ ସହରରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ଭୋର୍ରୁ ସହର ଭିତରେ ବିରାଟକାୟ…
ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’
ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। କେବଳ ଏତିକି ନୁହେଁ ସମୀର ନିଜେ ମଧ୍ୟ ଏକ ପ୍ରକାର ନିଷ୍ପତ୍ତି ବିରୋଧରେ ବିଦ୍ରୋହ…
‘କେଜ୍ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’
ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପା ଜେଲ୍ରେ କେଜ୍ରିଓ୍ବାଲଙ୍କ ଡାଏଟ୍ ଚାର୍ଟକୁ ନେଇ ଲଗାତର ଟାର୍ଗେଟ କରୁଥିବା ବେଳେ…
ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ
କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ତାଙ୍କ ସହଯୋଗୀ ପ୍ରାର୍ଥିନୀ ମିନାକ୍ଷୀ ମହାନ୍ତଙ୍କୁ ଜିତାଇଥିଲେ। ତେବେ ମିନାକ୍ଷୀ ମହାନ୍ତଙ୍କ ଟିକେଟ୍ କାଟି…
ପାକିସ୍ତାନକୁ ବୁଦ୍ଧି ଶିଖାଇଲା ଆମେରିକା
ଓ୍ବାଶିଂଟନ,୨୦ା୪: ଆମେରିକା ତିନୋଟି ଚାଇନିଜ୍ ଏବଂ ଗୋଟିଏ ବେଲାରୁଷ କମ୍ପାନୀକୁ ପାକିସ୍ତାନର କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମ ପାଇଁ ଯନ୍ତ୍ରପାତି ଯୋଗାଇବାକୁ ବାରଣ କରିଛି। ଆମେରିକା ବୈଦେଶିକ ବିଭାଗ କହିଛି, ମଞ୍ଜୁର ହୋଇଥିବା କମ୍ପାନୀଗୁଡିକ ମଧ୍ୟରେ ମିନସ୍କ ହ୍ବିଲ୍ ଟ୍ରାକ୍ଟର ପ୍ଲାଣ୍ଟ, ସିଆନ ଲଙ୍ଗଡେ…
ଅନ୍ଲାଇନ୍ ଗେମ୍ ଖେଳି ଛାତ୍ରଙ୍କ ଜୀବନ ଗଲା
ଓ୍ବାଶିଂଟନ,୨୦ା୪: ଆମେରିକା କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରଙ୍କ ପାଇଁ ଏକ ଗମ୍ଭୀର ତଥା ପ୍ରଥମ ଘଟଣା ଘଟିଛି। ଜଣେ ଛାତ୍ର ଅନ୍ଲାଇନ୍ ଗେମ୍ ଖେଳି ନିଜ ଜୀବନ ହାରିଛନ୍ତି। ଏହା ପଛରେ କାରଣ ‘ବ୍ଲୁ ହ୍ବେଲ୍ ଚ୍ୟାଲେଞ୍ଜ’ ନାମକ…
Video: କେବଳ ଗୋଟିଏ ବଲ୍ରେ ବଡ଼ କାମ କରିଦେଲେ ଧୋନୀ
ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ଥିଲେ ହେଁ ତାଙ୍କର ଗୋଟିଏ ଝଲକ ପାଇଁ ଆଇପିଏଲ୍ ଦେଖୁଛନ୍ତି…
ଲାଇଭ୍ ମ୍ୟାଚ୍ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍ର କୋଚ୍-ବ୍ୟାଟ୍ସମ୍ୟାନ୍ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୨୦।୪: ଆଇପିଏଲ୍ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍ କିରନ୍ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍ ଟିମ୍ ଡେଭିଡ୍ଙ୍କୁ ଲାଇଭ୍ ମ୍ୟାଚ୍ରେ ସୀମା ଅତିକ୍ରମ କରିବା ଲାଗି ଜରିମାନା କରାଯାଇଛି। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ୍ରେ ଆଇପିଏଲ୍…
ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ
ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଭାଜପାରୁ ପ୍ରାର୍ଥୀ ହୋଇଥିବା ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ଏହି ସମାବେଶ…
ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…
ଭୁବନେଶ୍ୱର,୨୦।୪: ଆଇପିଏଲ୍ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ ପଞ୍ଜାବ ବିପକ୍ଷରେ ଏହାର ଅନ୍ତିମ ମ୍ୟାଚ୍ ୯ ରନ୍ରେ ଜିତିଥିଲା। ଏପ୍ରିଲ ୨୨ରେ ଦଳ…
ଏଣିକି ଟ୍ରାଫିକ୍ ପୋଲିସ ପିନ୍ଧିବେ AC ହେଲ୍ମେଟ୍
ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍ମେଟ୍ ପିନ୍ଧିବେ। ଫଳରେ ତାତିରୁ ରକ୍ଷା ପାଇବେ। ଶନିବାର ସ୍ବତନ୍ତ୍ର ଜ୍ଞାନକୌଶଳରେ ତିଆରି ହୋଇଥିବା ଏହି ଏସି…
Archives


