Home

ଚମକ ହରାଉଛି ଶାମୁକା

ସମୁଦ୍ରରେ ଜୁଆର ଆସିଲେ କୂଳକୁ ଭାସିଆସେ ଶାମୁକା। ଜୁଆର ଫେରିଗଲେ ଆଉ ସେହିସବୁ ଶାମୁକା ବେଳାଭୂମିରେ ପଡ଼ିରହେ। ସକାଳର ସୂର୍ଯ୍ୟକିରଣରେ ଶାମୁକା ସବୁ ଚକ୍‌ ଚକ୍‌ କରି ଚମକି ଉଠେ। ଏଭଳି ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ସେଇ ମୁହୂର୍ତ୍ତକୁ ପର୍ଯ୍ୟଟକମାନେ…

ଧ୍ୱଂସମୁଖରେ ମାଣ୍ଡୁକା ପାହାଡ଼

ଚଣ୍ଡିଖୋଲ,୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ରହିଛି ମାଣ୍ଡୁକା ପାହାଡ଼। ଏହି ପାହାଡ଼ର ୧୨ ଏକର ପରିମିତ ଜମିକୁ ମୋରମ ଖନନ ପାଇଁ ଲିଜ୍‌ ଆକାରରେ ଦିଆଯାଇଥିବାବେଳେ ଲିଜ୍‌ ଇଲାକା ବାହାରେ ବ୍ୟାପକ ଖନନ କରାଯାଉଛି। ଯାହାକୁ…

ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୮ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହୋଇଛି। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଶୁଭବେଳା ଦେଖି ଏହି…

ଟ୍ରକ୍‌ ପଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଯାଜପୁର,୮ା୯: ଯାଜପୁର ଜିଲା ଧର୍ମଶାଳା ଥାନା ରଥିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ ସହାୟକଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ୨ ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଶିଶୁଭବନରେ ରୋଗୀ…

ସରକାରଙ୍କ ବଡ଼ ଘୋଷଣା: ଏନ୍‌ଆର୍‌ସି ନମ୍ବର ନ ଦେଲେ ତିଆରି ହେବନି ଆଧାରକାର୍ଡ, ଏହିଦିନଠାରୁ ହେବ ଲାଗୁ…

ଦିଶପୁର,୮ା୯: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆଧାରକାର୍ଡ ତିଆରି କରିବାରେ ଆହୁରି କଠୋର ହୋଇଛନ୍ତି। ବର୍ତ୍ତମାନ ଆଧାରକାର୍ଡ ତିଆରି କରିବାକୁ ଆବେଦନକାରୀଙ୍କୁ ଏନ୍‌ଆର୍‌ସି…

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଶୁକ୍ରବାର ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିଲେ କଳାହାଣ୍ଡି ଜିଲା ଥୁଆମୂଳ…

ଏଇ ଭାରତରେ

ଚେନ୍ନାଇ କିଲକାଟାଲ୍ଲାଇର ଉଜଭାର ସନ୍ଧାଇ ନିକଟରେ ୩୬ ବର୍ଷୀୟ ଡି ଉମା ରାନି ପ୍ରତିଦିନ ୮୦୦ ଲୋକଙ୍କୁ ମାଗଣାରେ ଖାଇବାକୁ ଦେଉଛନ୍ତି। ବିଶେଷକରି ଅନ୍ୟମାନଙ୍କ ଘରେ କାମ କରୁଥିବା ଗରିବ ମହିଳା, ଶ୍ରମିକ ଶ୍ରେଣୀର ଲୋକ କିମ୍ବା ପରିବାର ଛାଡ଼ି ଅସହାୟ…

କୃଷି ଓ କୃଷକର ପର୍ବ ନୂଆଁଖାଇ

କୃଷିଭିତ୍ତିକ ପର୍ବ ନୂଆଁଖାଇ ଓଡ଼ିଶାର ପଶ୍ଚିମାଞ୍ଚଳରେ କାହିଁ କେଉଁ କାଳରୁ ପାଳନ କରାଯାଇ ଆସୁଛି। ନୂଆଁଖାଇରେ ନୂଆଁ ଶସ୍ୟର ପ୍ରଥମ ନୈବେଦ୍ୟକୁ ବିଭୁଙ୍କୁ ଅର୍ପଣ କରିବା ବେଳେ ଏମିତି ଯୁଗଯୁଗ ଧରି ମଣିଷସମାଜ ପାଇଁ ଅନ୍ନର ଅଭାବ ନ ଘଟୁ ବୋଲି…

ସ୍ମାର୍ଟ ସ୍କୁଲର ସ୍ମାର୍ଟ ରହସ୍ୟ

ଆମ ରାଜ୍ୟରେ ଦୀର୍ଘ ଚବିଶ ବର୍ଷ ନିରଙ୍କୁଶ କ୍ଷମତାରେ ଥିବା ସରକାର କ୍ଷମତାରୁ ହଟିଯିବା ପରେ ଏବେ ଦୁର୍ନୀତିର ଯେଉଁ ପେଡ଼ି ଖୋଲୁଛି ତନ୍ମଧ୍ୟରୁ ସ୍କୁଲ ରୂପାନ୍ତକରଣ ଅନ୍ୟତମ। ଏଥିରେ ହୋଇଥିବା ଦୁର୍ନୀତି ଓ ବାଟମାରଣାର ଅନେକ ତଥ୍ୟଭିତ୍ତିକ ସପ୍ରମାଣ ଖବର…

ପ୍ରଥମରୁ ପଛଘୁଞ୍ଚା

ସଂଖ୍ୟାଗରିଷ୍ଠତା ନ ଥିବା ସରକାରଙ୍କ ସମ୍ମୁଖରେ ଦୁଇଟି ମୁଖ୍ୟ ସମସ୍ୟା ହେଉଛି କେମିତି ସେମାନେ ଅନାସ୍ଥା ପ୍ରସ୍ତାବକୁ ଏଡ଼ାଇଯିବେ ଏବଂ ଆଇନ ପ୍ରଣୟନ କରିବେ। ଏଥିରେ ସଫଳହେବା ପାଇଁ ପ୍ରଥମେ ଶାସକ ଦଳକୁ କ୍ଷମତାରେ ୫ ବର୍ଷ ରହିବା ପାଇଁ ଆବଶ୍ୟକ…

ଜ୍ଞାନର ଦୀପ ଯେଉଁଠି ଜଳେ, ସେଠି ଅନ୍ଧାକାର ହୋଇ ନ ଥାଏ

ଜ୍ଞାନର ଦୀପ ଯେଉଁଠି ଜଳିଥାଏ, ସେଠି କେବେ ଅନ୍ଧକାର ହୋଇ ନ ଥାଏ। ଶବ୍ଦର ଜ୍ଞାନ କିମ୍ବା ଲେଖାପଢ଼ା ଜ୍ଞାନ ଏମିତି ଏକ ଶକ୍ତି, ଯାହା ଏକ ଦୃଢ଼ ତଥା ଉନ୍ନତ ସମାଜ ଗଠନ କରିବାରେ ସହାୟକ ହୋଇଥାଏ। ସାକ୍ଷରତାର ଶକ୍ତି…

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର ମୃତ୍ୟୁଦଣ୍ଡ ଦେଇଛନ୍ତି। ସିଲିଗୁଡି ସବ-ଡିଭିଜନାଲ କୋର୍ଟ ମହମ୍ମଦ ଅବ୍ବାସଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଗତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?