Home

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଲ୍‌ ଗଲେ ଜେଲ୍‌ ସୁପରିଟେଣ୍ଡେଣ୍ଟ

ଭୁବନେଶ୍ୱର,୭।୯: ଝାରପଡା ଜେଲର ପୂର୍ବତନ ସୁପରିଟେଣ୍ଡେଣ୍ଟ ତଥା କେନ୍ଦୁଝର ଜେଲର ବର୍ତ୍ତମାନର ସୁପରିଟେଣ୍ଡେଣ୍ଟ ଭାବେ କାର୍ଯ୍ୟରତ ସତ୍ୟ ପ୍ରକାଶ ସ୍ବାଇଁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି। ତାଙ୍କୁ ଶନିବାର ଗିରଫ କରାଯାଇଛି। ରାଜ୍ୟରେ ଗତ କିଛି ମାସ…

‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୯: ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ।…

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ ଓଲି ପୋପଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ କରିଛନ୍ତି। ଏହି ଇଂରାଜୀ ବ୍ୟାଟ୍ସମ୍ୟାନ ଏକ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, କହିଲେ ଧୈର୍ଯ୍ୟ ରଖନ୍ତୁ, ସମସ୍ତଙ୍କୁ…

ଭୁବନେଶ୍ୱର,୭ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର…

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ମୃଣ୍ମୟ ମୂର୍ତ୍ତି ସମ୍ପୂର୍ଣ୍ଣ ହୋଇଥିବା ବେଳେ…

ମୁଁ ମୁହଁ ଖୋଲିଲେ, ସୃଷ୍ଟି ହେବ ଝଡ

ନୂଆଦିଲ୍ଲୀ,୭।୯: ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ କୁସ୍ତି ଖେଳାଳି ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଭାଜପାର ପୂର୍ବତନ ଏମ୍‌ପି ତଥା ପୂର୍ବତନ ଡବ୍ଲୁଏଫଆଇ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂ ଏହା ଉପରେ ଏକ ବଡ଼…

ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍‌କ୍ରାଫ୍ଟ ଫେରିଲା, ଏହି ସମୟର ଭିଡିଓ ଦେଖିଲେ…

ଓ୍ବାଶିଂଟନ,୭ା୯: ନାସା ମହାକାଶଚାରୀ ସୁନୀତା ଓ୍ବଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋରଙ୍କୁ ମହାକାଶକୁ ନେଇଥିବା ମହାକାଶଯାନ ପୃଥିବୀକୁ ଫେରିଛି। ଜୁନ୍‌ ପ୍ରଥମ ସପ୍ତାହରେ, ବୋଇଂ ଷ୍ଟାର୍‌ଲାଇନର ମହାକାଶଯାନ ସୁନୀତା ଏବଂ ବୁଚ୍‌ଙ୍କୁ ମହାକାଶକୁ ନେଇଥିଲା। ଏହା ପରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଉଭୟ…

ଗଣେଶ ପୂଜା ପାଇଁ ଡ୍ରେସ କିଣି ଫେରୁଥିଲେ ପିଟିଲା ବାଇକ୍‌: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ଦଶପଲ୍ଲା,୭।୯(ଳୋକନାଥ ମିଶ୍ର):ନୟାଗଡ ଜିଲା ଦଶପଲ୍ଲା ଥାନା ଡିହଗାଁ ଛକରେ ବାଇକ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି ଓ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁଇ ମୃତକ ହେଲେ ଡିହଗାଁର ଶୁକ୍ର ବାଜୁ ଏବଂ ସୁଦର୍ଶନ ପ୍ରଧାନ। ଗୁରୁତର ବାଇକ ଚାଳକ…

୩ ଦିନରେ ଅବପାତର ରୂପ ନେବ ଲଘୁଚାପ: ୧୦ ଯାଏ ଲାଗିରହିବ ବର୍ଷା

ଭୁବନେଶ୍ୱର,୭।୯:ଦକ୍ଷିଣ ଓଡ଼ିଶା ଉପକୂଳର ପାଶର୍‌ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ଦିଗରେ ଗତି କରିବା ସହ ୩ ଦିନ ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବ। ଏହି ଅଞ୍ଚଳରେ ଏକ ମୌସୁମୀ ନିମ୍ନଚାପରେଖା ସକ୍ରିୟ…

ଆସନ୍ତା ୯ରେ ବନ୍ଦ ରହିବ ସବୁ ବ୍ୟାଙ୍କ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୭।୯: ଆସନ୍ତା ୯ ତାରିଖ ଅର୍ଥାତ୍‌ ସୋମବାର ରାଜ୍ୟରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ପଶ୍ଚିମ ଓଡ଼ିଶା ଗଣପର୍ବ ନୂଆଁଖାଇ ପାଳନ ପାଇଁ ରାଜ୍ୟ ସରକାର ଏହି ଦିନକୁ ଛୁଟି ଘୋଷଣା କରିଛନ୍ତି। ସୋମବାର ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ…

ସୁଜିତ ଭାଜପାରେ ମିଶିବା ପରେ ବିଜେଡି ଗୁମର ଖୋଲିଦେଲେ ମମତା ମହନ୍ତ: ଆହୁରି….

ଭୁବନେଶ୍ୱର,୭।୯: ବିଜେଡିକୁ ଗୋଟିଏ ପରେ ଗୋଟେ ଝଟକା ଲାଗୁଛି। ପୂର୍ବତନ ବିଜେଡି ନେତ୍ରୀ ମମତା ମହାନ୍ତ କିଛିଦିନ ତଳେ ରାଜ୍ୟ ସଭାରୁ ଇସ୍ତଫା ଦେଇ ଭାଜପାରେ ଯୋଗଦେଇଥିଲେ। ଏହାପରେ ସେ ପୁଣି ଥରେ ଭାଜପାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇ ନିଜ…

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀର କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଜାହ୍ନବୀ ନିଶାନ (ଜାହ୍ନବୀ ଅଟୋମୋଇଲ୍ସ ପ୍ରାଇଭେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?