Home

କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଏଣିକି ସହଜ ହେବ ଟିକସ ପଇଠ

ଭୁବନେଶ୍ୱର, ୬।୯(ଅନିଲ ଦାସ):ଓଡ଼ିଶା ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ଅଧିନିୟମରେ ଥିବା ବ୍ୟବସ୍ଥାଗୁଡ଼ିକୁ ସରଳ କରିବା ଏବଂ କରଦାତାମାନଙ୍କୁ ଅଧିକ ସୁବିଧା ଦେବା ଲାଗି ଓଡ଼ିଶା ଦ୍ରବ୍ୟ ଓ ସେବାକର ଅଧିନିୟମ,୨୦୧୭ରେ ସଂଶୋଧନ କରାଯାଇଛି। ଅର୍ଥ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି…

ଜଳିଗଲା ୮ ବଖରା, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଆଳି,୬ା୯: କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ କାଟଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ୪ ପରିବାରର ୮ ବଖରା ଜଳିପୋଡ଼ି ପାଉଁଶ ହୋଇଯାଇଛି। ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଥିବା ବେଳେ ଲକ୍ଷାଧିକ ଟଙ୍କାର…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ:ପିପିପି ମୋଡ୍‌ରେ ଖୋଲାଯିବ ଶୀତଳଭଣ୍ଡାର

ଭୁବନେଶ୍ୱର, ୬।୯(ସୁନିତ୍‌ ମିଶ୍ର):କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୨୦୨୪-୨୫ ଆର୍ଥିକ ବର୍ଷର ଖର୍ଚ୍ଚଦାବିକୁ ଗୁରୁବାର ବିଧାନସଭାରେ ଅନୁମୋଦନ ମିଳିଛି। ଏହି ବିଭାଗର ଆଲୋଚନା ପରେ ଏହା ଉପରେ ଉତ୍ତର ରଖିବା ସମୟରେ ବିଭାଗୀୟ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ବିରୋଧୀଙ୍କ ଉପରେ…

ସୁଭଦ୍ରା ଯୋଜନା ଅପଡେଟ୍‌: ଗାଇଡ୍‌ଲାଇନରେ ପରିବର୍ତ୍ତନ ଆଣିଲେ ସରକାର, ଏଣିକି ଏହି ଆଧାରରେ ହେବ ଆବେଦନ

ଭୁବନେଶ୍ୱର,୬।୯: ରାଜ୍ୟରେ ଆରମ୍ଭ ହୋଇଯାଇଛି ସୁଭଦ୍ରା ଯୋଜନା ପାଇଁ ଆବେଦନ ପ୍ରକ୍ରିୟା । ଏହି ସମୟରେ ରାଜ୍ୟ ସରକାର ଏବେ ଏହି ଯୋଜନାର ନିୟମକୁ ସାମାନ୍ୟ କୋହଳ କରିଛନ୍ତି । ଆଧାର ନମ୍ବର ସହିତ ମୋବାଇଲ ଫୋନ ନମ୍ବର ଲିଙ୍କ ହୋଇନଥିଲେ…

ଆଡଭାନୀଙ୍କୁ ଭାଜପା ସଦସ୍ୟତା ସାର୍ଟିଫିକେଟ ଦେଲେ ନଡ୍ଡା

ନୂଆଦିଲ୍ଲୀ,୬ା୯:ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୁରୁବାର ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲ୍‌କୃଷ୍ଣ ଆଡଭାନୀଙ୍କ ବାସଭବନକୁ ଯାଇ ତାଙ୍କ ଦଳୀୟ ସଦସ୍ୟତାକୁ ନବୀକରଣ କରାଇବା ସହ ସାର୍ଟିଫିକେଟ ପ୍ରଦାନ କରିଛନ୍ତି। ନଡ୍ଡାଙ୍କ ସହ ଭାଜପା ସାଧାରଣ ସମ୍ପାଦକ ଦୁଷ୍ୟନ୍ତ କୁମାର ଗୌତମ ମଧ୍ୟ…

ତାମିଲବାବୁଙ୍କୁ ଧନ୍ୟବାଦ ଦେଲେ ଭାଜପା ନେତା: କହୁ କହୁ କହିଦେଲେ….

ଭୁବନେଶ୍ୱର, ୬।୯(ସୁନିତ୍‌ ମିଶ୍ର):କୃଷି ଓ କୃଷକ ଶସକ୍ତୀକରଣ ବିଭାଗର ଖର୍ଚ୍ଚଦାବି ଆଲୋଚନା ବେଳେ ବିରୋଧୀ ଓ ଶାସକ ଦଳ ସଦସ୍ୟମାନେ କଥା କଟାକଟି ହେବା ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଆଲୋଚନା ସମୟରେ ଶାସକ ଦଳ ସଦସ୍ୟ ବିଭୂତି ଭୂଷଣ ପ୍ରଧାନଙ୍କ…

ଜେଲ୍‌ ସୁପରିଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍‌

କେନ୍ଦୁଝର,୬ା୯: କେନ୍ଦୁଝର ଜେଲ୍‌ ସୁପରିଟେଣ୍ଡେଣ୍ଟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଜିଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ବା ଅଧୀକ୍ଷକ ସତ୍ୟ ପ୍ରକାଶ ସ୍ବାଇଁଙ୍କ କେନ୍ଦୁଝର ସରକାରୀ ବାସଭବନ ସମେତ ଭୁବେନେଶ୍ୱରସ୍ଥିତ…

ମୋଦିଙ୍କୁ ଟାର୍ଗେଟ କଲେ ମୋହନ ଭାଗବତ! ଆପଣ ଭଗବାନ କି ନାହିଁ…

ନୂଆଦିଲ୍ଲୀ,୬।୯: ଶଙ୍କର ଦିନକରଙ୍କ ଶତାଦ୍ଦୀ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରିୟ ସ୍ବଂୟ ସେବକ ସଂଗଠନ (ଆରଏସଏସ) ମୁଖ୍ୟ ମୋହନ ଭାଗବତ ବଡ଼ ବୟାନ ଦେଇଛନ୍ତି। ଯାହାକୁ ନେଇ ଜାତୀୟ ରାଜନୀତି ଜୋର ଧରିଛି। ଆରଏସଏସ ମୁଖ୍ୟ କହିଛନ୍ତି, ଆପଣ ନିଜ ଦାୟିତ୍ୱରେ ଭଲ…

ରେଭେନ୍‌ଶାଙ୍କ ପରେ ଫକୀରମୋହନଙ୍କ ପାଳି

ଭୁବନେଶ୍ୱର,୬।୯(ଅନିଲ ଦାସ): ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତି ଭାଜପା ଯୁବମୋର୍ଚ୍ଚାର ସଭାପତି ଯେଉଁଭଳି କଟୁ ଓ ନିମ୍ନରୁଚିର ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଜେଡି ଦୃଢ ନିନ୍ଦା କରିଛି। ଶଙ୍ଖଭବନଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଓ…

କୁମ୍ଭୀର ପ୍ରଜନନ କେନ୍ଦ୍ରରେ ଜନ୍ମ ନେଲେ ୨୫ ଶାବକ

ରାଜନଗର,୬ା୯ (ଭାସ୍କର ରାଉତରାୟ): ବଉଳା କୁମ୍ଭୀରଙ୍କ ଭୂସ୍ବର୍ଗ ଭାବେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ଥିବା ବିଶ୍ୱର ସର୍ବପ୍ରଥମ କୃତ୍ରିମ ପ୍ରଜନନ କେନ୍ଦ୍ରରୁ ଗୁରୁବାର ପ୍ରଥମ ଦିନରେ ୨୫ ଶାବକ ଜନ୍ମ ନେଇଛନ୍ତି। ୭୫ଦିନ ପରେ ଅଣ୍ଡାରୁ ଛୁଆଫୁଟିବା ଆରମ୍ଭ ହୋଇଛି।…

ଆକ୍ସନ ମୋଡ୍‌ରେ ନବୀନ: ସିଧାସିଧା କହିଦେଲେ ୱକଫ୍‌ ବିଲ୍‌କୁ ବିରୋଧ କରିବ ବିଜେଡି

ଭୁବନେଶ୍ୱର,୬।୯(ଅନିଲ ଦାସ):ଏ ଦେଶ ଆମର, ଏ ମାଟି ଆମର। ଏହି ଭାବନା ନେଇ ଭାରତ ତଥା ପ୍ରିୟ ଓଡ଼ିଶାର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟାଲଘୁ କର୍ମକର୍ତ୍ତାଙ୍କୁ ଆହ୍ବାନ ଦେଇଛନ୍ତି। ଗୁରୁବାର ଶଙ୍ଖ ଭବନଠାରେ…

ଗ୍ରାମ୍ୟ କାଜୁ ଜଙ୍ଗଲରୁ ମୋରମ ଲୁଟ୍‌

କଳିଙ୍ଗନଗର,୬ା୯(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ତହସିଲ ଅନ୍ତର୍ଗତ ରାଛିପୁର ଗ୍ରାମ ସଂଲଗ୍ନ କାଜୁ ଜଙ୍ଗଲ ନିକଟରେ ବେଆଇନ ମୋରମ ଚାଲାଣ ଚାଲିଛି। କେତେଜଣ ପ୍ରଭାବଶାଳୀ ମୋରମ ବ୍ୟବସାୟୀ ମେଶିନ ଲଗାଇ ରାତିରେ ଏଠାରୁ ମୋରମ ଲୁଟ୍‌ କରୁଛନ୍ତି। ଶତାଧିକ ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?