Home

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ ବୁଧବାର ଜିଲାର ୧୩ ବ୍ଲକରେ ମୋଟ…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା ଯୋଗୁ ତାଙ୍କର ମୃତ୍ୟୁ ହୋଇଛି I ଲଗାଣ ବର୍ଷାରେ ଫଳରେ କାନ୍ଥ ଭିଜି…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ କିଛି ବର୍ଷ ଧରି ଭାରତ ପାଇଁ କୌଣସି ଅନ୍ତର୍ଜାତୀୟ ମ୍ୟାଚ ଖେଳି ନଥିଲେ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି। ମହାନଦୀ ତ୍ରିକୋଣ ଭୂମି ଅଞ୍ଚଳ ୧୦ ପଞ୍ଚାୟତ ଯଦୁପୁର, ଜୟଚନ୍ଦ୍ରପୁର, ତିଖିରି, ପାଟଳିପଙ୍କ,…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ ହୋଇଥିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ଦେଖା ଦେଇଛି। ଜୁଲାଇ ମାସର ଶେଷ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା ଉଠାଇ ନେଇଥିଲେ। ଘଟଣା ଜାଣିବା ପରେ ଅଭିନେତ୍ରୀ ମୁମ୍ବାଇ ପୋଲିସର ସାଇବର ସେଲରେ…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସୁଦାମ ଭୋଇ (୩୫)। ସୂଚନା ଅନୁସାରେ, ପଦ୍ମପୁରରୁ ପାଟଣାଗଡ଼ ଅଭିମୁଖେ ଯାଉଥିବା ଏକ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ ସେ ନିଜକୁ ଅଖାରେ ପୂରାଇ ମାଟି ତଳେ ୩ ଦିନ ପାଇଁ ପୋତିହୋଇଥିବାବେଳେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫ କିଲୋଗ୍ରାମ ସୁନା ଜବତ କରିଛି। ଏବେ ପଥର ବ୍ୟବସାୟ କରୁଥିବା ମଣ୍ଡଳଙ୍କ ଘରେ…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ ବର୍ଷା ବୋଲି ଜଣାପଡିଛି। ଲଗାଣ ବର୍ଷା ଯୋଗୁ ବ୍ଲକ ଦେଇ ଯାଇଥିବା ଅଙ୍ଗନଦୀର…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର ଉପରକୁ ଚଢ଼ି ଯାଇଥିଲେ। ଯୁବତୀଙ୍କୁ ନ ଆଣିଲେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?