ଭୂକମ୍ପର ଜୋରଦାର ଝଟ୍କାରେ ଥରିଲା ଜାପାନ, ୯ ଆହତ, ନାହିଁ ସୁନାମି ଚେତାବନୀ
ଟୋକିଓ,୧୮।୪: ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଥିଲା, କିନ୍ତୁ ସୁନାମି ହେବାର କୌଣସି ବିପଦ ନାହିଁ। ଜାପାନର…
ଟିକେଟ୍ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ
ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍ ଦେବାର ୮ ଦିନ ପରେ ଦଳରୁ ବହିଷ୍କୃତ କରାଯାଇଛି। ଏହା ବ୍ୟତୀତ ଜିଲା ସଭାପତି ଜୟପାଲ ଅହିରୱାରଙ୍କୁ ମଧ୍ୟ ହଟାଇ ବି.କେ…
ମୋ ଭୋଟ ବି ମ୍ୟାଡାମଙ୍କ ବୁଥକୁ ଟ୍ରାନ୍ସଫର କରି ଦିଅନ୍ତୁ, ଭାଇରାଲ ହେଉଛି ଏହି ନିର୍ବାଚନ ଅଧିକାରୀଙ୍କ ଫଟୋ
ନୂଆଦିଲ୍ଲୀ,୧୮।୪: ଦେଶରେ ଗଣତନ୍ତ୍ରର ମହାନ ପର୍ବ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ୧୯ ଏପ୍ରିଲରୁ ଆରମ୍ଭ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୨୧ ଟି…
ଜେଲରେ ମିଠା-ଆମ୍ବ ଖାଉଛନ୍ତି କେଜରିଓ୍ବାଲ, କାହିଁକି କୋର୍ଟଙ୍କୁ ଏମିତି କହିଲେ ଇଡି
ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାକୁ ଅନୁମତି ମାଗିଥିବା ଆବେଦନ ଉପରେ ଇଡି ରାଉଜ ଆଭେନ୍ୟୁ କୋର୍ଟରେ ଏକ ଉତ୍ତର ଦାଖଲ କରିଛନ୍ତି। ଇଡି କହିଛନ୍ତି ଯେ କେଜରିୱାଲ ଜାମିନ ପାଇଁ ଆଧାର…
ନିର୍ବାଚନ ପ୍ରଚାର ଛାଡି ଏହି ବ୍ୟକ୍ତିଙ୍କ ଜନ୍ମଦିନ ପାଳନ କରିବାକୁ ଗଲେ ରାହୁଲ-ପ୍ରିୟଙ୍କା
ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚରମ ସୀମାରେ ରହିଛି। ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶୁକ୍ରବାର ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଶେଷ ହୋଇଛି। ତେବେ ଯେଉଁ ଅଞ୍ଚଳରେ ଭୋଟ ଜାରି ରହିଛି ସମସ୍ତ ଦଳ ପ୍ରଚାରରେ…
‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’
ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପାଇଁ ଭାଜପା ଲାଗି ପ୍ରଚାର କରୁଥିବା ବେଳେ ବିରୋଧୀମାନେ ମଧ୍ୟ…
ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍, କଲେ ଏଭଳି ଅପିଲ୍
ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ…
ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…
ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ,…
ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍
ମୁମ୍ବାଇ,୧୮।୪: ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ ଜବତ କରିଛି। ଏହି ସମ୍ପତ୍ତିରେ ତାଙ୍କ ପତ୍ନୀ ଶିଳ୍ପା ସେଟ୍ଟୀଙ୍କ ନାମରେ ମୁମ୍ବାଇର ଜୁହୁରେ…
ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ
ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ ସାମ୍ନାସାମ୍ନି ହୋଇଛନ୍ତି ଦୁଇ ନେତା। ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ପୋଷ୍ଟ କରି ଧର୍ମେନ୍ଦ୍ର…
ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ
ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା…
ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର
ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି ଆଜିର ଦିନରେ ଅନ୍ୟର ଉପକାର ସାଜିଥାଏ l ଏପରି ସ୍ଥିତିରେ କେନ୍ଦୁଝର ଜିଲା ଆନନ୍ଦପୁର…
Archives


