ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା
ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ ଘରା ଗୁମ୍ଫା ଅସ୍ତିତ୍ୱ ହରାଇବାକୁ ବସିଲାଣି। ତୁରନ୍ତ ଏହାର ସଂରକ୍ଷଣ କରାଯିବାର ଆବଶ୍ୟକତା ରହିଛି…
ସତର୍କତାକୁ ପ୍ରାଥମିକତା
ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ ସମସ୍ୟା ରୂପେ ଉଭା ହୋଇଥାଏ। କେବଳ ସେତିକି ନୁହେଁ, ଅଯଥାରେ ମଧ୍ୟ ଏହା ଜୀବନ…
ଐତିହ୍ୟ ଆବିଷ୍କାର, ସଂରକ୍ଷଣକୁ ଗୁରୁତ୍ୱ ନାହିଁ
ଭୁବନେଶ୍ୱର,୧୮।୪(ଶର୍ମିଷ୍ଠା ପାଣିଗ୍ରାହୀ)ଓଡ଼ିଶା କଳା, ସଂସ୍କୃତି, ଐତିହ୍ୟରେ ସମୃଦ୍ଧ। ପ୍ରତିଟି ଜିଲାରେ ରହିଛି ଅନନ୍ୟ ଐତିହ୍ୟର ପରିଚୟ। ମାତ୍ର ଭୁବନେଶ୍ୱର, କୋଣାର୍କ, ପୁରୀ ଆଦି କେତୋଟି ସ୍ଥାନକୁ ବାଦ୍ଦେଲେ ଅଧିକାଂଶ ଐତିହ୍ୟ ଅବହେଳିତ ଅବସ୍ଥାରେ ପଡ଼ି ରହିଛି। ମନ୍ଦିରମାଳିନୀ ଭୁବନେଶ୍ୱର ସମେତ ରାଜ୍ୟର…
ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ
ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ…
ଗଛମୂଳେ ଚାଲିଛି ପାଠପଢ଼ା
ଆନନ୍ଦପୁର,୧୮ା୪(ଉମେଶ ଚନ୍ଦ୍ର ପାଢ଼ୀ)ରାଜ୍ୟ ସରକାର ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରୀକରଣ କରିଛନ୍ତି। ଏଥିରେ କେନ୍ଦୁଝର ଜିଲାରେ ମଧ୍ୟ ଅନେକ ସ୍କୁଲର ରୂପରେଖ ବଦଳିଛି। ମାତ୍ର ଏବେ ବି ଅନେକ ବିଦ୍ୟାଳୟର ଶ୍ରେଣୀ ଗୃହ ସୁବିଧା ନ ଥିବାରୁ ପିଲା ଗଛତଳେ ପଢ଼ୁଥିବା…
ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ
ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି ଅନୁଗୋଳରେ ମହିଳା ପ୍ରାର୍ଥୀ ଦେଇ ନ ଥିଲା। ହେଲେ ଚଳିତ ନିର୍ବାଚନରେ ଦଳ ଏକ…
ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍ପଡ଼ିଛି ଭିତରକନିକା
କେନ୍ଦ୍ରାପଡ଼ା, ୧୮ା୪ (ଜଗନ୍ନାଥ ଧଳ)ଏପ୍ରିଲ ୧୮ ତାରିଖ ବିଶ୍ୱ ଐତିହ୍ୟ ଦିବସ। ବିଶ୍ୱ ଐତିହ୍ୟ ତାଲିକାରେ ସଂଲଗ୍ନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ ଜାତୀୟ ଉଦ୍ୟାନ ଭିତରକନିକାକୁ ୟୁନେସ୍କୋ ପକ୍ଷରୁ ୨୦୧୬ରେ ଏକ ଟିମ୍ ଅନୁଧ୍ୟାନ କରିଥିଲା। ତେବେ…
ସହରାଞ୍ଚଳରେ ଛୁଇଁନି ୮୦% ମତଦାନ
ଯାଜପୁର,୧୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର କୋରେଇ ଓ ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପ୍ରମୁଖ ସହର ବ୍ୟାସନଗର ଓ ଯାଜପୁର ପୌରାଞ୍ଚଳ ରହିଛି। ତେବେ ଗତ ୩ ସାଧାରଣ ନିର୍ବାଚନକୁ ଅବଲୋକନ କଲେ ଏଠାରେ ଭୋଟରମାନଙ୍କ ମଧ୍ୟରେ ମତଦାନକୁ ନେଇ ଅରୁଚି ରହିଥିବା…
ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ
ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି। ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ ବିଧାୟକ ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ସେଠୀ, ଡ଼ଃ ରବୀନ୍ଦ୍ର କୁମାର ସେଠୀ ଏବଂ ଏବେକାର…
ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ
ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ ଭାଜପାର ପ୍ରଭାବ ରହୁଥିବା ନେଇ ହେଉଥିବା ଚର୍ଚ୍ଚାକୁ ପ୍ରଶମିତ କରିବା ଲାଗି ‘ନବୀନ ପଶ୍ଚିମ…
ଶ୍ରାଦ୍ଧ ଦିବସରେ ବିଜୁଙ୍କୁ ଭୁଲିଗଲେ
ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ)ତତ୍କାଳୀନ ରାଜନଗର ବିଧାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ରାଜ୍ୟସାରା ପାଳିତ ହୋଇଯାଇଛି। ହେଲେ ମହାକାଳପଡ଼ାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ କେହି ଫୁଲମାଳଟିଏ ପକାଇବାକୁ ନ ଆସିବା ଘଟଣା ଏଠାରେ ଅସନ୍ତୋଷ ସୃଷ୍ଟି…
ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା
ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ ପ୍ରଚାରରେ ଭାଜପା ଆଗରେ ରହିଛି। ଭାଜପା ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ ଘରକୁ ଘର ବୁଲି…
Archives


