Home

୩ ମାସ ତଳେ କରିଥିଲେ ବିବାହ, ଘରୁ ମିଳିଲା ଝୁଲନ୍ତା ମୃତଦେହ: ନବବଧୂଙ୍କ ବାପା ଆଣିଲେ ସାଂଘାତିକ ଅଭିଯୋଗ

ଖଇରା,୩।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଗଡପୋଖରୀ ପଞ୍ଚାୟତ ଅଧୀନ ତେନ୍ତଳାଗଡିଆ ଗ୍ରାମରେ ମାତ୍ର ୩ ମାସ ତଳେ ବିବାହ କରିଥିବା ଜଣେ ନବବଧୂଙ୍କ ମୃତଶରୀରକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯିବା ଘଟଣା ସମଗ୍ର ଖଇରା ଅଞ୍ଚଳରେ ଆଲୋଡନ ସୃଷ୍ଟି…

୨.୪୪ ଲକ୍ଷ କର୍ମଚାରୀଙ୍କ ଦରମା ବନ୍ଦ କଲେ ସରକାର

ଲକ୍ଷ୍ନୌ,୩।୯: ୨.୪୪ ଲକ୍ଷ ରାଜ୍ୟ କର୍ମଚାରୀଙ୍କ ଅଗଷ୍ଟ ମାସର ଦରମା ବନ୍ଦ କରିଦେଇଛନ୍ତି ଉତ୍ତରପ୍ରଦେଶ ସରକାର। ଯେଉଁମାନେ ଦେଶରେ ସେମାନଙ୍କର ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନାହାଁନ୍ତି ସେମାନଙ୍କ ଦରମା ବନ୍ଦ କରିଦିଆଯାଇଛି। ୩୧ ଅଗଷ୍ଟ ସୁଦ୍ଧା ମାନବ ସମ୍ପଦ ପୋର୍ଟାଲରେ ସ୍ଥାବର…

ଚାମ୍ପିଅନ୍ସ ଟ୍ରଫି ଖେଳିବା ପାଇଁ ପାକିସ୍ତାନ ଯିବ କି ଭାରତ: ରାଜ୍‌ ଖୋଳିଲା ବିସିସିଆଇ

ନୂଆଦିଲ୍ଲୀ,୩।୯: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ଟୁର୍ନାମେଣ୍ଟର ତାରିଖ ସ୍ଥିର ହୋଇଥିଲେ ମଧ୍ୟ ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ପାଇଁ ପାକିସ୍ତାନ ଗସ୍ତ କରିବ କି ନାହିଁ ତାହା ଏପର୍ଯ୍ୟନ୍ତ ନିଶ୍ଚିତ ହୋଇନାହିଁ। ବିସିସିଆଇର ସଚିବ ଦାୟିତ୍ୱ ତୁଲାଇଥିବା ଜୟ ଶାହା…

ରାହୁଲଙ୍କ ହରିୟାଣା ପ୍ଲାନ, ଶତ୍ରୁ ସହ ବନ୍ଧୁତା କରି ଭାଜପାକୁ ହରାଇବାକୁ ପ୍ରସ୍ତୁତି!

ନୂଆଦିଲ୍ଲୀ,୩।୯: ସୋମବାର ସାରେ ହରିୟାଣା ବିଧାନସଭା ନିର୍ବାଚନକୁ ନେଇ କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଯୋଗ ଦେଇଥିବା ରାହୁଲ ଗାନ୍ଧୀ ପୁରୁଣା ‘ଶତ୍ରୁ’ ସହିତ ହାତ ମିଳାଇବାର ସମ୍ଭାବନା ଉପରେ ହରିୟାଣା…

କୃଷକ ହେବେ ମାଲାମାଲ: ମୋଦି ସରକାରଙ୍କ ଏହିସବୁ ଯୋଜନାରେ କୃଷକଙ୍କୁ ହେବ ଜବରଦସ୍ତ ଫାଇଦା

ନୂଆଦିଲ୍ଲୀ,୩।୯:କେନ୍ଦ୍ର ସରକାର କୃଷକମାନଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି ପାଇଁ ସୋମବାର କ୍ୟାବିନେଟ ୭ଟି ପ୍ରମୁଖ ନିଷ୍ପତ୍ତି ନେଇଛି। ପ୍ରଧାନମନ୍ତ୍ରୀ…

ଦୁନିଆର ସବୁଠୁ ଧନୀ ସୁଲତାନଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି: ହାଜି ହଂଶଲ ବୋଲକିଆଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୂର୍ବ ଏସିଆ ଦେଶ ବ୍ରୁନେଇ ଗସ୍ତ କରିବାକୁ ଯାଉଛନ୍ତି। ଏହି ଗସ୍ତ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ କୂଟନତିକ ସମ୍ପର୍କ ୪୦ ବର୍ଷ ପୂରଣ ହୋଇଛି।…

ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ କାହିଁକି ଗିରଫ କଲା ସିବିଆଇ? ଗିରଫ ହୋଇଥିବା ଆଉ ୩ ଜଣ କିଏ

କୋଲାକାତା,୩।୯: ସେଣ୍ଟ୍ରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ (ସିବିଆଇ) ସୋମବାର କୋଲକାତା ଆର.ଜି କାର୍‌ ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କୁ ଅନୁଷ୍ଠାନର ଆର୍ଥିକ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗିରଫ କରିଛି। ସନ୍ଦୀପ ଘୋଷଙ୍କ ଗିରଫ…

ପଛରୁ କାହିଁକି ଜୋତା ମାରୁଛ? ସାହାସ ଅଛି ତ ସାମ୍ନାକୁ ଆସ

ମୁମ୍ବାଇ,୩।୯: ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ପରେ ମହାରାଷ୍ଟ୍ରରେ ରାଜନୀତି ତୀବ୍ର ହୋଇଛି। ବିରୋଧୀ ଏମଭିଏ ନେତାମାନେ କ୍ରମାଗତ ଭାବରେ ଶିନ୍ଦେ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ଏବଂ ମୁଖ୍ୟମନ୍ତ୍ରୀ ଏବଂ ଉପ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷୁଛନ୍ତି। ଏପରିକି ମହାବିକାଶ ଆଘାଡି…

ଗିରଫ ହେବେ ପୁଟିନ? ମଙ୍ଗୋଲିଆ ଉପରେ ବିଶ୍ୱର ନଜର

ମସ୍କୋ,୩।୯: ସରକାରୀ ଗସ୍ତରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମୋଙ୍ଗୋଲିଆରେ ପହଞ୍ଚିଛନ୍ତି। ଜାପାନ ସେନା ଉପରେ ସୋଭିଏତ୍‌ ମୋଙ୍ଗୋଲିଆ ସୈନ୍ୟମାନଙ୍କର ମିଳିତ ବିଜୟର ୮୫ ତମ ବାର୍ଷିକୀରେ ପୁଟିନଙ୍କ ଗସ୍ତ ଅନୁଷ୍ଠିତ ହେଉଛି। ମୋଙ୍ଗୋଲିଆ ରୁଷିଆର ପଡୋଶୀ ଦେଶ, ପୁଟିନ ସୋମବାର…

ମା’ ସହ ଛୁଆ ହାତୀର ଫୁଟ୍‌ବଲ ଖେଳ

ବ୍ୟାଙ୍କକ୍‌: ଗୋଟିଏ ଛୁଆ ହାତୀ ନିଜ ମା’ ସହ ଫୁଟ୍‌ବଲ ଖେଳିବାକୁ ଚେଷ୍ଟା କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଗୋଟିଏ ଛୁଆ ହାତୀ ଏକ ଫୁଟ୍‌ବଲକୁ ନିଜ ମା’ ଆଡ଼କୁ ବାରମ୍ବାର କିକ୍‌…

ଆହତ ଥିବା ସତ୍ତ୍ୱେ ‘ସିକନ୍ଦର’ର ଶୁଟିଂ ଜାରି ରଖିଛନ୍ତି ସଲ୍‌ମାନ

ମୁମ୍ବାଇ: କୌଣସି ପ୍ରକାରର ବାଧାବିଘ୍ନ ଆସିଲେ ମଧ୍ୟ ବଲିଉଡ୍‌ ଅଭିନେତା ସଲ୍‌ମାନ ଖାନ୍‌ ସର୍ବଦା ନିଜର କାର୍ଯ୍ୟ ପ୍ରତିଶ୍ରୁତିକୁ ପାଳନ କରି ଆସିଛନ୍ତି। ଏହାକୁ ସେ ପୁଣି ପ୍ରମାଣିତ କରି ଦେଖାଇଛନ୍ତି। ପିଞ୍ଜରା ହାଡ଼ରେ ଆଘାତ ଥିବା ସତ୍ତ୍ୱେ ମଧ୍ୟ ସଲ୍‌ମାନ…

୧୧୦ ମାଇଲ ପହଁରି ରେକର୍ଡ

ଲସ୍‌ ଏଞ୍ଜେଲ୍ସ: ବିଶ୍ୱର କିଛି ରେକର୍ଡ ଦୀର୍ଘ ବର୍ଷ ଧରି ଅକ୍ଷୁର୍ଣ୍ଣ ହୋଇରହିଛି। ପ୍ରସିଦ୍ଧ ଆମେରିକୀୟ ସନ୍ତରଣକାରୀ ଡାଏନା ନ୍ୟାଡ୍‌ଙ୍କ ନାମରେ ମଧ୍ୟ ଏହିପରି ଏକ ରେକର୍ଡ ରହିଛି। ୨୦୧୩ ସେପ୍ଟେମ୍ବର ୨ରେ ୬୪ ବର୍ଷ ବୟସରେ ସେ ଆମେରିକାର ଫ୍ଲୋରିଡାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?