ରାମ ନବମୀରେ ଭାବପ୍ରବଣ ହୋଇପଡିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଛନ୍ତି, ପ୍ରଭୁ ଶ୍ରୀ ରାମଙ୍କ ଜନ୍ମବାର୍ଷିକୀ ରାମ ନବମୀ ପାଇଁ ସାରା ଦେଶରେ ମୋର ପରିବାର ସଦସ୍ୟଙ୍କୁ ଅସୀମ ଶୁଭେଚ୍ଛା!…
ସତ ହେବ କି ମୋଦିଙ୍କ ୪୦୦ ପାର୍ ସ୍ଲୋଗାନ୍: ଜାଣନ୍ତୁ ଏନେଇ କ’ଣ କହିଲେ ନିତିନ ଗଡକରି
ନୂଆଦିଲ୍ଲୀ,୧୭।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ପରିବେଶ ସରଗରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅବ୍ କି ବାର୍ ୪୦୦ ପାର୍ ସ୍ଲୋଗାନ ଦେଇଛନ୍ତି। ତେବେ ଏହା କେଦୂର ସମ୍ଭବ ତାହାକୁ ନେଇ ଆଲୋଚନା ହେଉଛି। ମୋଦି ଅବ୍…
ବ୍ୟାଙ୍କରୁ ଋଣ କରିଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ: ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୭।୪: ଗୁନା ଲୋକ ସଭା ଆସନରୁ ଭାଗ୍ୟ ପରୀକ୍ଷା କରୁଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ପାଖରେ କୋଟି କୋଟି ଟଙ୍କା ସମ୍ପତ୍ତି ଅଛି, କିନ୍ତୁ ତାଙ୍କର ବ୍ୟାଙ୍କ ଋଣ ମଧ୍ୟ ଅଛି। ଜ୍ୟୋତିରାଦିତ୍ୟଙ୍କ ସ୍ତ୍ରୀ ପ୍ରିୟଦର୍ଶିନୀ ରାଜେ ମଧ୍ୟ ବ୍ୟାଙ୍କରୁ ଋଣ କରିଛନ୍ତି।…
ମାଓବାଦୀ କ୍ୟାମ୍ପ ଧ୍ୱଂସ: ଖସିଗଲେ ଟପ ମାଓନେତା
ବଣାଇଁ, ୧୭।୪(ପ୍ରଦୀପ ତ୍ରିପାଠୀ): ନିର୍ବାଚନ ପୁର୍ବରୁ ସୀମାନ୍ତରେ ମାଓବାଦୀ କ୍ୟାମ୍ପ ଠାବ ହୋଇଥିବା ଜଣାପଡିଛି। ଓଡିଶା-ଝାଡଖଣ୍ଡ ସୀମାନ୍ତ ଗୋଏଲକେରା ଥାନା ଟେଣ୍ଟୋ ଜଙ୍ଗଲରେ କମ୍ବିଂ ଅପରେଶନ ସମୟରେ ଠାବ ହୋଇଛି ଏହି ମାଓବାଦୀ କ୍ୟାମ୍ପ। ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା ସହ…
ନେତାଙ୍କୁ ଅଡୁଆ ଅଧାପନ୍ତରିଆ କାମ
ଯାଜପୁର,୧୭ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନ ଗ୍ରାମାଞ୍ଚଳର ଗମନାଗମନ ବ୍ୟବସ୍ଥାକୁ ସୁଦୃଢ କରିବା ଲକ୍ଷ୍ୟ ରଖି ବିଜୁ ସେତୁ ଯୋଜନା ଏବଂ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଛି। ହେଲେ କେତେକ ସ୍ଥାନରେ ବିଭାଗ…
ଟିକେଟ ମିଳିଲାନି, ହାତ ଧରିପାରନ୍ତି ଅଲେଖ
ପଟ୍ଟାମୁଣ୍ଡାଇ, ୧୭ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ବିଜେଡି ବର୍ତ୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ ପୁଣି ଥରେ ଭରସା କରି ଟିକେଟ ଦେଇଛି। ସେପଟେ ଧ୍ରୁବଙ୍କୁ ଟକ୍କର ଦେବା ପାଇଁ…
ଧୂଳି ଲେପରେ ଫାଷ୍ଟଫୁଡ୍ ଷ୍ଟଲ, ବାସି ଖାଦ୍ୟ
ମହାକାଳପଡ଼ା,୧୭ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ପଣା ସଂକ୍ରାନ୍ତିଠାରୁ ଝାମୁଯାତ୍ରା ଚାଲିଛି। ଏହି ଅବସରରେ ମେଳାରେ ବହୁସଂଖ୍ୟାରେ ଦୋକାନ ବଜାର ପଡିଥିବା ବେଳେ ବ୍ୟବସାୟୀମାନେ ପସରା ମେଲାଇଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଦିନ…
ସତ୍ୟସାରଥିଙ୍କ ପ୍ରାର୍ଥିତ୍ୱକୁ ନେଇ ଅଡୁଆ ବଢୁଛି
ଜଗତ୍ସିଂହପୁର, ୧୭ା୪ (ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସତ୍ୟସାରଥି ମହାନ୍ତି ଭାଜପା ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ଏହି ଘୋଷଣା ପରେ ଦଳ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। କାରଣ ଖୁବ୍କମ୍ଦିନ ମଧ୍ୟରେ ସତ୍ୟସାରଥି ନିର୍ବାଚନ ମଣ୍ଡଳୀରେ ପହଞ୍ଚତ୍…
ବାହାରିଲା ୟୁପିଏସ୍ସି ଫଳାଫଳ: ଜାଣନ୍ତୁ କ’ଣ କହୁଛନ୍ତି କୃତୀ ଛାତ୍ରୀଛାତ୍ର
ପ୍ରଥମ ପ୍ରୟାସରେ ଦ୍ୱିତୀୟ ର଼୍ୟାଙ୍କ ମା’ବାପାଙ୍କୁ ହରାଇଥିଲେ ମଧ୍ୟ କଠିନ ପରିଶ୍ରମ ତାଙ୍କୁ ସଫଳତା ଆଣିଦେଇଛି। ନିଷ୍ଠାର ସହ କଠିନ ପରିଶ୍ରମ କଲେ ଯେ ସଫଳତା ପାଇହେବ ତାହା ସେ ପ୍ରମାଣ କରି ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇପାରିଛନ୍ତି। ଏମିତି…
ବିିଏସ୍କେୱାଇକୁ ନେଇ ରାଜନୀତି କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି
ଭୁବନେଶ୍ୱର,୧୭ା୪(ଅନିଲ ଦାସ):ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ) ସ୍ବାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି। ଲୋକେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି, ଯାହାର କୌଣସି ସୀମା ନାହିଁ। ବିଏସ୍କେୱାଇରେ ମହିଳାଙ୍କ ପାଇଁ…
ବିଜେଡି ଶାସନରେ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ନଷ୍ଟ ହୋଇଛି: ଭାଜପା
ଭୁବନେଶ୍ୱର, ୧୭।୪(ସୁନିତ୍ ମିଶ୍ର):ବିଜେଡି ଶାସନରେ ଓଡ଼ିଶାର ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇଛି। ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱରେ ଥିବା ମନ୍ତ୍ରୀ ନବ ଦାସ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାର ଆମ୍ବୁଲାନ୍ସରେ ଅଣାଯାଇ ଭୁବନେଶ୍ୱରଠାରେ ଚିକିତ୍ସିତ କରାଯାଇଥିଲା। ସେହିପରି ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଦାମୋଦର…
ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ
ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନାମ ଘୋଷଣା କଲା। ପରେ…
Archives


