Home

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟ ଆଜି ମଧ୍ୟ ବାବା ରାମଦେବଙ୍କୁ କ୍ଷମା କରିବାକୁ ମନା…

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ମୋଦି ପୁର୍ନିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ଗୟାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ…

ଆଇପିଏଲ ୨୦୨୪ରେ ସବୁଠାରୁ ଲମ୍ବା ଛକା ମାରିଲେ ଦୀନେଶ କାର୍ତ୍ତିକ, ଚର୍ଚ୍ଚାରେ…

ନୂଆଦିଲ୍ଲୀ,୧୬।୪: ସୋମବାର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଦୀନେଶ କାର୍ତ୍ତିକ ଆଇପିଏଲ ୨୦୨୪ର ଦୀର୍ଘତମ ଛକା ମାରିଛନ୍ତି। କାର୍ତ୍ତିକ ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଟି ନଟରାଜନଙ୍କ ବଲରେ ସ୍କୋୟାର ଲେଗ ଆଡକୁ ୧୦୮ ମିଟର ଦୂରତାର ଛକା ମାରିଥିଲେ। ଏହି ସିକ୍ସର ଭିଡିଓ…

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ ପାଇଁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା।…

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ମହାରାଷ୍ଟ୍ର, ପଞ୍ଜାବ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ ହେଉଛି…

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି। ଏଭଳି ସ୍ଥିତିରେ ରାଉଲକେଲା ନିର୍ବାଚନମଣ୍ଡଳୀରେ ବିଗ୍‌ ଫାଇଟ୍‌ ହେବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି।…

ଆପଣଙ୍କ ପରାମର୍ଶ ଆମର ଆବଶ୍ୟକ ନାହିଁ, ବାବା ରାମଦେବ, ବାଲକ୍ରିଷ୍ଣାଙ୍କୁ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ପତଞ୍ଜଳିର ଭ୍ରମାତ୍ମକ ବିଜ୍ଞାପନ ପ୍ରସଙ୍ଗରେ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଛି। ଶୁଣାଣି ସମୟରେ ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଅମାନୁଲ୍ଲାଙ୍କ ବେଞ୍ଚ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ କହିଛନ୍ତି ଯେ ଆପଣଙ୍କର ବହୁତ ସମ୍ମାନ ରହିଛି। ଆପଣ…

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁଙ୍କୁ ଦଳ…

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ ଟଙ୍କା, ତେବେ ଆପଣ ସେହି ଅଣ୍ଡା କିଣିବାକୁ ଏବଂ ଖାଇବାକୁ ଚାହୁଁଛନ୍ତି କି? ଜମ୍ମୁ-କଶ୍ମୀରର…

ମୋଦିଙ୍କ ବିରୋଧରେ ଲଢିବେ ମୁସଲମାନ ପ୍ରାର୍ଥୀ

ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଆଉ ୧୧ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ମାୟାବତୀ ମୈନପୁରୀ ଲୋକ ସଭା ଟିକେଟ ବଦଳାଇ ଶିବ ପ୍ରସାଦ ଯାଦବଙ୍କୁ ଦେଇଛନ୍ତି। ଏହା ସହିତ ବାରଣାସୀରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ…

ପ୍ରଦୀପଙ୍କ ୬ଷ୍ଠ, ଆଶାରେ ନବ, ସରୋଜ ଚ୍ୟାଲେଞ୍ଜ

ବୌଦ୍ଧ,୧୬ା୪(ଅଜିତ କୁମାର ବାରିକ):ବୌଦ୍ଧ ବିଧାନସଭା ଆସନ ପାଇଁ ତିନି ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଏଠାରୁ ୫ ଥର ବିଧାୟକ ହୋଇଥିବା ବିଜେଡିରୁ ପ୍ରଦୀପ ଅମାତ ପୁଣି ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସ ଆଇନଜୀବୀ ନବ କୁମାର ମିଶ୍ର ଓ…

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ଥିବା ଜଣାପଡିଛି। ସୂଚନା ଅନୁଯାୟୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri