Home

ମାଲାବାରକୁ ‘ରେସପନ୍ସିବୁଲ୍‌ ଜୁଏଲେରି ହାଉସ୍‌ ଆୱାର୍ଡ’

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ (ମାଲାବାର)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ‘ରେସପନ୍ସିବୁଲ୍‌ ଜୁଏଲେରି ହାଉସ ଆୱାର୍ଡ’ ପ୍ରଦାନ କରାଯାଇଛି। ଏପରିକି ଇଣ୍ଡିଆ ଗୋଲ୍ଡ…

ନନ୍ଦନକାନନକୁ ଆସିଲେ ୨ ଜିରାଫ, ବଢ଼ିଲା ସଂଖ୍ୟା

ଭୁବନେଶ୍ୱର,୨ା୯: ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ଦୁଇ ଜିରାଫଙ୍କ ମଧ୍ୟରେ ଗୋଟିଏ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ ରହିଛି।…

ଶିଳ୍ପରେ ଅଧିକ ମହିଳାଙ୍କୁ ନିଯୁକ୍ତି ଦିଆଯାଉ: ପ୍ରଭାତୀ

ଭୁବନେଶ୍ୱର,୨।୯ (ଅଭୟ ଦାଶ): ରାଜ୍ୟରେ ଶିଳ୍ପ ସଂସ୍ଥା ସ୍ଥାପନ କରୁଥିବା କମ୍ପାନୀଗୁଡ଼ିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହ୍ବାନ ଦେଇ ମହିଳାମାନଙ୍କ ନିଯୁକ୍ତି ଉପରେ ଧ୍ୟାନ ଦେବାକୁ କହିଛନ୍ତି। ଉତ୍କଳ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ(ୟୁସିସିଆଇଏଲ୍‌) ପକ୍ଷରୁ ଜନତା ମଇଦାନଠାରେ…

ରାହୁଲ ଓଡ଼ିଶାର ଆୟକର ପ୍ରଧାନ ମୁଖ୍ୟ କମିଶନର

ଭୁବନେଶ୍ୱର,୨।୯ (ଅନୁରାଧା ମହାରଣା): ଇଣ୍ଟରନାଲ ରେଭେନ୍ୟୁ ସର୍ଭିସ୍‌ (ଆଇଆର୍‌ଏସ୍‌), ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ରାହୁଲ୍‌ କର୍ଣ୍ଣ ଦାୟିତ୍ୱ ଗ୍ରହଣ କରିଛନ୍ତି। କର୍ଣ୍ଣ ୧୯୮୯ ବ୍ୟାଚର ଭାରତୀୟ ରାଜସ୍ବ ସେବା ଅଧିକାରୀ ଭାବେ ଓଡିଶାରେ ଦାୟିତ୍ୱ ଗ୍ରହଣ କରିବା…

ବଢ଼ିଲା କମର୍ସିଆଲ ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): କ୍ରମାଗତ ଦ୍ୱିତୀୟ ମାସ ଲାଗି କମର୍ସିଆଲ ଗ୍ୟାସ୍‌ (୧୯କି.ଗ୍ରା.) ଦରରେ ବୃଦ୍ଧି ଘଟିଥିବାବେଳେ ଘରୋଇ ଗ୍ୟାସ୍‌ (୧୪.୨କି.ଗ୍ରା.) ଦର ପୂର୍ବପରି ସ୍ଥିର ରହିଛି। ଏପରିକି ୨୦୨୪ ସେପ୍ଟେମ୍ବରରେ ଭୁବନେଶ୍ୱରର କମର୍ସିଆଲ ଗ୍ୟାସ (୧୯କି.ଗ୍ରା.) ଦର ୩୮ ଟଙ୍କା…

ପବ୍ଲିକ ଇସ୍ୟୁରୁ ପାଣ୍ଠି ସଂଗ୍ରହ

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଏରୋନ୍‌ କମ୍ପୋଜିଟ ଲିମିଟେଡ (ଏସିଏଲ୍‌)ର ପବ୍ଲିକ ଇସ୍ୟୁ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ଏନଏସ୍‌ଇ ଇମର୍ଜ ପ୍ଲାଟଫର୍ମରେ ଶୁଭାରମ୍ଭ କରିବାକୁ ଅନୁମୋଦନ ହାସଲ କରିଛି। ଏପରିକି ପବ୍ଲିକ ଇସ୍ୟୁରୁ ସଂଗୃହୀତ ରାଶି…

ଅଗଷ୍ଟରେ ୧.୭୫ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ପଞ୍ଚମ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ ହୋଇଛି ବୋଲି ଗୁରୁବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ…

ଚା’ ପିଉଛନ୍ତି କି? ରୁହନ୍ତୁ ସତର୍କ ନଚେତ୍‌ ଭୋଗିବେ ଏସବୁ ସମସ୍ୟା

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳିି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ।…

ମନ୍ଦିରରେ ବିବାହ କରିବେ ଆଦିତି

ହାଇଦ୍ରାବାଦ: ଅଭିନେତ୍ରୀ ଆଦିତି ରାଓ ହାଇଦରି ଖୁବ୍‌ଶୀଘ୍ର ନିଜ ଦୀର୍ଘ ଦିନର ପ୍ରେମିକ ତଥା ଅଭିନେତା ସିଦ୍ଧାର୍ଥଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହି ଯୋଡ଼ି ଚଳିତ ବର୍ଷ ମାର୍ଚ୍ଚରେ ଗୁପ୍ତ ଭାବରେ ନିର୍ବନ୍ଧ କରିଥିଲେ। ପରିବାର ସଦସ୍ୟ ଓ ଘନିଷ୍ଠ ବନ୍ଧୁଙ୍କ…

ରାଜକୁମାରଙ୍କ ପରବର୍ତ୍ତୀ ପ୍ରୋଜେକ୍ଟ ‘ମାଲିକ୍‌’

ମୁମ୍ବାଇ: ବଲିଉଡ୍‌ ଅଭିନେତା ରାଜକୁମାର ରାଓ ଶନିବାର ତାଙ୍କର ୪୦ ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ରର ନାମ ‘ମାଲିକ’ ହୋଇଥିବା ଘୋଷଣା କରି ନିଜ ପ୍ରଶଂସକଙ୍କୁ ଜନ୍ମଦିନର ଉପହାର ଦେଇଛନ୍ତି। ରାଜକୁମାର ନିଜ…

ଭାଲୁ ସହ ଫଟୋ ଶୁଟ୍‌

ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେଉଛି ଯାହା ଦେଖି ଅଧିକାଂଶ ୟୁଜର୍ସ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଉକ୍ତ ଭିଡିଓରେ ଜଣେ ମହିଳା ଏକ ବିଶାଳ ଭାଲୁ ସହ ଆଲିଙ୍ଗନ କରି ଫଟୋ ଶୁଟ୍‌ କରୁଥିବା ନଜରକୁ ଆସିଛନ୍ତି।…

ପାରା ଅଲିମ୍ପିକ୍ସରେ ଭାରତକୁ ଆଉ ୨ ପଦକ

ପ୍ୟାରିସ,୨ା୯: ପ୍ୟାରିସ ପାରାଲିମ୍ପିକ୍ସରେ ରବିବାର ଭାରତ ପାଇଁ ୬ଷ୍ଠ ପଦକ ଜିତିଛନ୍ତି ସ୍ପ୍ରିଣ୍ଟର ପ୍ରୀତି ପାଲ୍‌। ସେ ତାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଟାଇମିଂ ୩୦.୦୧ ସେକେଣ୍ଡ ସହ ପ୍ୟାରିସ ପାରାଲିମ୍ପିକ୍ସ ୨୦୦ମିଟର ଟି-୩୫ କାଟେଗୋରୀରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?