ମାଲୟାଲମ ଚଳଚ୍ଚିତ୍ରରେ ପାଓ୍ବାର ସେଣ୍ଟର ନାହିଁ: ମାମୁଥି
ନୂଆଦିଲ୍ଲୀ,୨ା୯: ମାଲୟାଲମ ଫିଲ୍ମ ଇଣ୍ଡଷ୍ଟ୍ରିଜ୍ର କେତେଜଣ ଶୀର୍ଷ ଅଭିନେତା ଏବଂ ନିର୍ଦ୍ଦେଶକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗକୁ ନେଇ ଝଡ଼ ଦେଖାଦେଇଥିବାବେଳେ ଚଳଚ୍ଚିତ୍ର ଶିଳ୍ପରେ କୌଣସି ପାଓ୍ବାର ସେଣ୍ଟର ନ ଥିଲା ବୋଲି ଅଭିନେତା ମାମୁଥି କହିଛନ୍ତି। ପୋଲିସ ଅଭିଯୋଗର ତଦନ୍ତ…
ୟୁକ୍ରେନ୍ର ୧୫୮ ଡ୍ରୋନ୍ ଖସାଇଲା ରୁଷିଆ
ମସ୍କୋ,୨ା୯: ରୁଷିଆ ସେନା ଗୋଟିଏ ରାତିରେ ୧୫୮ଟି ୟୁକ୍ରେନୀୟ ଡ୍ରୋନ୍କୁ ଖସାଇ ଦେଇଥିବା ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ରବିବାର କହିଛି। ପୂର୍ବରୁ ୟୁକ୍ରେନ୍ ସେନା କୁର୍ସ୍କ ଅଞ୍ଚଳରେ ପ୍ରବେଶ କରି ଆକ୍ରମଣ ଚଳାଇଥିବାବେଳେ ଏହାର ୪୬ଟି ଡ୍ରୋନ୍କୁ ରୁଷିଆର ଏୟାର ଡିଫେନ୍ସ…
ଗ୍ରହ ଶାନ୍ତି ନାଁରେ ବନ୍ୟପ୍ରାଣୀ ଅଙ୍ଗ ଚାଲାଣ, ଓଡ଼ିଶାରୁ ଦକ୍ଷିଣ ଏସିଆକୁ ଲମ୍ବିଛି ଚେର
ଭୁବନେଶ୍ୱର,୨ା୯(ସତ୍ୟଜିତ୍ ରାଉତ): ଗ୍ରହ ଶାନ୍ତି ନାଁରେ ବିରଳ ବନ୍ୟପ୍ରାଣୀ ଅଙ୍ଗ ବିଦେଶକୁ ଚୋରା ଚାଲାଣ ହେଉଛି। ଏଥିପାଇଁ ଓଡ଼ିଶା ସମେତ ଦେଶର ବିଭିନ୍ନ ଜଙ୍ଗଲରୁ ସଂରକ୍ଷିତ ବନ୍ୟପ୍ରାଣୀ ବଜ୍ରକାପ୍ତା, ହରିଣ, ମନିଟର ଲିଜାର୍ଡ ସହ ବହୁ ସାମୁଦ୍ରିକ ଜୀବଙ୍କୁ ଶିକାର କରାଯାଉଛି।…
ଲେହରୁ ସୋନମ୍ଙ୍କ ଦିଲ୍ଲୀ ଚଲୋ ପଦଯାତ୍ରା
ଲେହ,୨ା୯: ଖ୍ୟାତନାମା ଜଳବାୟୁ କର୍ମୀ ସୋନମ୍ ଓ୍ବାଙ୍ଗଚୁକ୍ ରବିବାର ଲେହରୁ ଦିଲ୍ଲୀ ଅଭିମୁଖେ ପଦଯାତ୍ରାରେ ବାହାରିଛନ୍ତି। ତାଙ୍କ ସହ ଶତାଧିକ ସ୍ବେଚ୍ଛାସେବୀ ସାମିଲ ହୋଇଛନ୍ତି। ସେମାନଙ୍କର ୪ ସୂତ୍ରୀ ଦାବି ଉପରେ ଲଦାଖର ନେତୃବୃନ୍ଦଙ୍କ ସହ ଅଟକି ରହିଥିବା ଆଲୋଚନା ପୁଣିଥରେ…
ଗାଜାରେ ୧୯ ହଜାର ଶିଶୁ ଅନାଥ ହୋଇଛନ୍ତି
ରାଫାହ, ୨।୯: ଇସ୍ରାଏଲର କ୍ରମାଗତ ଆକ୍ରମଣ ଯୋଗୁ ଗାଜାରେ ବହୁ ଧନଜୀବନ ନଷ୍ଟ ହେବା ସହ ଅନେକ ଘର ଧ୍ୱଂସସ୍ତୂପରେ ପରିଣତ ହୋଇଛି। ଆକ୍ରମଣରେ ଅନେକ ପାଲେଷ୍ଟିନୀୟ ନିଜର ପରିଜନଙ୍କୁ ହରାଇଛନ୍ତି। ସେହିପରି ବହୁ ଶିଶୁ ମାତାପିତାଙ୍କୁ ହରାଇଛନ୍ତି। ମାତାପିତାଙ୍କୁ ହରାଇଥିବା…
ସୁଭଦ୍ରା ଯୋଜନାରେ ଏହି ଦିନ ଆସିବ ପ୍ରଥମ କିସ୍ତି, ଆବେଦନ କରି …
ଭୁବନେଶ୍ୱର,୧।୯: ସୁଭଦ୍ରା’ ଯୋଜନା ପାଇଁ ରବିବାରଠାରୁ ଆବେଦନ ଆରମ୍ଭ ହୋଇଛି। ସେଥିପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ଲମ୍ବା ଲାଇନ ଦେଖିବାକୁ ମିଳିଛି। ସେହିପରି ବ୍ଲକ୍ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମଧ୍ୟ ଆବେଦନକାରୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଏମିତି…
ଏମ୍ଭିଏର ବିଶାଳ ପ୍ରତିବାଦ ଶୋଭାଯାତ୍ରା
ମୁମ୍ବାଇ,୨ା୯: ସିନ୍ଧୁଦୁର୍ଗର ମାଲ୍ଭାନଠାରେ ଛତ୍ରପତି ଶିବାଜୀଙ୍କ ୩୫ ଫୁଟ୍ ଉଚ୍ଚ ପ୍ରତିମୂର୍ତ୍ତି ଭୁଶୁଡ଼ି ପଡ଼ିବା ଘଟଣାରେ ରବିବାର ମହାରାଷ୍ଟ୍ରର ବିରୋଧୀ ମେଣ୍ଟ ମହା ବିକାଶ ଅଘାଡ଼ି (ଏମ୍ଭିଏ) ପକ୍ଷରୁ ମୁମ୍ବାଇରେ ବିଶାଳ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ‘ଜୋତେ ମାରୋ’…
ଏଇ ଭାରତରେ
ଏଲ୍ଆଇସି ପଲିସିରେ ସମସ୍ତେ ନିଜ ନିଜ ଆତ୍ମୀୟମାନଙ୍କୁ ନୋମିନି ରଖନ୍ତି। କିନ୍ତୁ ଏମିତି ବି ଲୋକ ଅଛନ୍ତି ଯିଏ ତାଙ୍କ ସବୁ ପଲିସିର ନୋମିନି ରଖିଛନ୍ତି ଭଗବାନ ମହାଦେବଙ୍କୁ। କଥାଟା ଶୁଣିଲେ ହୁଏତ ଅନେକେ ବିଶ୍ୱାସ କରିପାରିବେ ନାହିଁ। କିନ୍ତୁ ଏଭଳି…
ଜନ ଅଭିଯୋଗ ଶୁଣାଣି
ସାଧାରଣ ଲୋକେ ସେମାନଙ୍କ ସମସ୍ୟା ନେଇ ଆପତ୍ତି ଅଭିଯୋଗ କରିବା ଏକ ନିତିଦିନିଆ ଘଟଣା। କେବଳ ସାଧାରଣ ଲୋକ ନୁହନ୍ତି, ବରଂ ବିଭିନ୍ନ ସରକାରୀ ଓ ବେସରକାରୀ କର୍ମସଂସ୍ଥାନରେ କାର୍ଯ୍ୟରତ ଓ କାର୍ଯ୍ୟନିବୃତ୍ତ କର୍ମଚାରୀମାନେ ବି ସେମାନଙ୍କ ସମସ୍ୟା ନେଇ ଉପରିସ୍ଥ…
ସରଳରେଖା
ହରିୟାଣାର କେତେଜଣ ଗୋରକ୍ଷକ ୨୭ ଅଗଷ୍ଟରେ ଚର୍ଖି ଦାଦ୍ରି ଜିଲାରେ ଗୋମାଂସ ଖାଉଥିବା ସନ୍ଦେହରେ ସବୀର ମଲିକ ନାମକ ଜଣେ ଯୁବକଙ୍କୁ ପିଟି ହତ୍ୟା କରିଛନ୍ତି। ସବୀରଙ୍କ ଘର ପଶ୍ଚିମବଙ୍ଗରେ ହୋଇଥିବା ବେଳେ ସେ ଜଣେ ବୋତଲ ଗୋଟାଳି। ଏହି ଘଟଣାରେ…
‘ଆରମ୍ଭରୁ ସ୍ମାର୍ଟ ଫିଡ୍’
ପ୍ରତିବର୍ଷ ସେପ୍ଟେମ୍ବର ୧ରୁ ୭ ତାରିଖ ଜାତୀୟ ପୁଷ୍ଟି ସପ୍ତାହ ପାଳିତ ହୋଇଥାଏ। କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ସହ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଏହି ସପ୍ତାହରେ ବିଭିନ୍ନ ସଚେତନଧର୍ମୀ ଓ ସହାୟତାଭିତ୍ତିକ କାର୍ଯ୍ୟକ୍ରମ ହାତକୁ…
ଗାଦି ହାସଲ ପଲିଟିକ୍ସ ଗଣତନ୍ତ୍ରକୁ ଭ୍ରଷ୍ଟ କରୁଛି
୨୫ ଅଗଷ୍ଟ ୨୦୨୪ ରବିବାରର ମାସିକ ମନ୍କୀ ବାତ୍ ରେଡିଓ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି କହିଲେ, ରାଜନୀତି ପୃଷ୍ଠଭୂମି ନ ଥିବା ଲକ୍ଷେ ଯୁବତୀ ଯୁବକ ରାଜନୀତିକୁ ଆସିଲେ ଗଣତନ୍ତ୍ର ସୁଦୃଢ ହେବ। ସ୍ବାଧୀନତା ସଂଗ୍ରାମରେ ନିଜକୁ ସମ୍ପୂର୍ଣ୍ଣ ଉତ୍ସର୍ଗ କରିଥିବା…

