ଓମାନରେ ପ୍ରଳୟଙ୍କରୀ ବନ୍ୟା, ଏବେ ପର୍ଯ୍ୟନ୍ତ ୧୩ ମୃତ
ମସ୍କଟ,୧୫।୪: ପ୍ରକୃତି ବର୍ତ୍ତମାନ ମଧ୍ୟ ପୂର୍ବର ଓମାନ ସହରରେ ତାଣ୍ଡବ ସୃଷ୍ଟି କରୁଛି। ସୋମବାର ପ୍ରବଳ ବର୍ଷା ଯୋଗୁଁ ସେଠାରେ ୧୩ ଜଣଙ୍କର ମୃତ୍ୟୁ ହେଲାଣି। ୟୁଏଇ ସ୍ଥିତ ଖାଲିଜ ଟାଇମ୍ସ ଅନୁଯାୟୀ ଓମାନର ସିଭିଲ ଡିଫେନ୍ସ ଏବଂ ଆମ୍ବୁଲାନ୍ସ କର୍ତ୍ତୃପକ୍ଷ…
ପଡ଼ିଆ ବାହାରେ ଏମିତି କାମ କଲେ ଧୋନୀ: ସମସ୍ତେ କରୁଛନ୍ତି ବାଃ ବାଃ
ମୁମ୍ବାଇ,୧୫।୪: ଚେନ୍ନାଇ ସୁପର କିଙ୍ଗ୍ସ ନିଜ ଘରୋଇ ୱାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଆଇପିଏଲ ୨୦୨୪ରେ ଚତୁର୍ଥ ବିଜୟ ହାସଲ କରିଛି। ଚେନ୍ନାଇର ଏହି ବିଜୟରେ ଏମଏସ ଧୋନୀ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଧୋନୀ ଦଳ ପାଇଁ…
ଏୟାର ଇଣ୍ଡିଆ ବିମାନ ଯାତ୍ରା ସମୟରେ ରାଗିଲେ ଭାଜପା ନେତା
ନୂଆଦିଲ୍ଲୀ,୧୫।୪: ଦିଲ୍ଲୀ ଏବଂ ଦୁବାଇ ମଧ୍ୟରେ ଏୟାର ଇଣ୍ଡିଆର ବିମାନରେ ପ୍ରମୁଖ ଅବହେଳା ସାମ୍ନାକୁ ଆସିଛି। ଭାଜପା ନେତା ସୁଦର୍ଶନ ମିତ୍ତଲ କହିଛନ୍ତି ଯେ ସେ ଏହି ବିମାନରେ ପାଇଥିବା ସିଟର ଫୁଟରେଷ୍ଟ ଭାଙ୍ଗି ଯାଇଥିଲା। ଯେତେବେଳେ ସେ କ୍ୟାବିନ କ୍ରୁଙ୍କ…
କଂଗ୍ରେସରୁ ଟିକେଟ୍ ପାଇବା ପରେ ଏମିତି କହିଲେ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ
ଭୁବନେଶ୍ୱର,୧୫।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭଙ୍କୁ କଂଗ୍ରେସ ପକ୍ଷରୁ ବେଗୁନିଆରୁ ବିଧାୟକ ପ୍ରାର୍ଥୀ ଘୋଷଣା କରାଯାଇଛି। ଟିକେଟ୍ ପାଇବା ପରେ ନିଜ ପ୍ରତିକ୍ରିୟା ଦେଇ ପୃଥ୍ବୀବଲ୍ଲଭ କହିଛନ୍ତି, ଆମେ ଲଢିବୁ ଏବଂ ଜିତିବୁ ମଧ୍ୟ। ଗତ ପଞ୍ଚାୟତ ନିର୍ବାଚନଠାରୁ…
ଭୁବନେଶ୍ୱର ସବୁଠୁ ଉତ୍ତପ୍ତ
ଭୁବନେଶ୍ୱର,୧୫।୪: ଡହଡହ ଖରାରେ ସିଝୁଛି ରାଜଧାନୀ ଭୁବନେଶ୍ୱର। ଦିନ ସାଢ଼େ ୨ଟାରେ ୪୧.୨ ଡିଗ୍ରୀ ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ପାଲଟିଛି। ଚାନ୍ଦବାଲି ୪୧.୧, ଝାରସୁଗୁଡ଼ା ୪୧ ଡିଗ୍ରୀ, ବାଲେଶ୍ୱର ୪୦ ଡିଗ୍ରୀ, ହୀରାକୁଦ ୩୯.୫ ଡିଗ୍ରୀ, ସମ୍ବଲପୁର ୩୯.୪ ଡିଗ୍ରୀ,…
ଦେଶର ସବୁଠାରୁ ବଡ ଭୋଟର ପରିବାର, ୧୦-୨୦ ନୁହେଁ ଗୋଟିଏ ପରିବାରରେ ଭୋଟରଙ୍କ ସଂଖ୍ୟା ଶହେରେ
ଗୁଆହାଟି,୧୫।୪: ଲୋକ ସଭା ନିର୍ବାଚନ ୨୦୨୪ରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ସମୟରେ ଆସାମରେ ଏକ ପରିବାର ଦେଖିବାକୁ ମିଳିଛି ଯେଉଁଠାରେ ୩୫୦ ଭୋଟର ଅଛନ୍ତି। ଏହି ପରିବାର ସେମାନଙ୍କର ମତାଧିକାର ସାବ୍ୟସ୍ତ…
ରାହୁଲଙ୍କ ପରି ମୋଦି-ଶାହାଙ୍କ ହେଲିକପ୍ଟରର ବି ହେଉ ଯାଞ୍ଚ: ଜୟରାମ ରମେଶ
ନୂଆଦିଲ୍ଲୀ,୧୫।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ପ୍ରଚାରରେ ନିୟୋଜିତ ନେତାମାନେ ଏବେ ରାଲି ଉପେର ରାଲି କରୁଛନ୍ତି। ଷ୍ଟାର ପ୍ରଚାରକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ପାଇଁ ହେଲିକପ୍ଟର ବ୍ୟବହାର କରୁଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ…
ଭାଜପାରେ ସାମିଲ ହେଲେ କାରଖାନା ଭାଉଜ
ଭୁବନେଶ୍ୱର,୧୫।୪: ରାଜଧାନୀ ଭୁବନେଶ୍ୱରରେ କାର୍ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ମିଶ୍ରଣ ପର୍ବରେ ଏହି ଦୁଇ ଯା’ ଭାଜପାର ସଦସ୍ୟତା ହାସଲ କରିଥିଲେ। ଏହି ସମୟରେ…
ଇତିହାସରେ ପ୍ରଥମଥର ୪୦୦ରୁ କମ୍ ଆସନରେ ଲୋକ ସଭା ନିର୍ବାଚନ ଲଢୁଛି କଂଗ୍ରେସ
ନୂଆଦିଲ୍ଲୀ,୧୫।୪: ଦୀର୍ଘ ସମୟ ଧରି କ୍ଷମତାରେ ରହିଆସିଥିବା ତଥା ଦେଶର ସର୍ବ ପୁରାତନ ଦଳ ହୋଇଥିବା କଂଗ୍ରେସ ଏହାର ନିର୍ବାଚନ ଇତିହାସରେ ସର୍ବନିମ୍ନ ସଂଖ୍ୟକ ଆସନରେ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ୨୦୧୪ ଲୋକ ସଭା ନିର୍ବାଚନରେ ନିର୍ବାଚନ…
ସ୍ବାମୀଙ୍କ ସହ ଭାଜପାରେ ଯୋଗଦେଲେ ଜ୍ୟୋତି ପାଣିଗ୍ରାହୀ
ଭୁବନେଶ୍ୱର,୧୫।୪:ନିକଟରେ ବିଜେଡି ଛାଡିଥିବା ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ମଧ୍ୟରେ ପଦ୍ମ ଧରିଛନ୍ତି। ବିଜେଡିରୁ ଟିକେଟ ନ ମିଳିବା ପରେ ସେ କିଛି ଦିନ ତଳେ ଦଳରୁ…
ରାଜଧାନୀରେ ଡହଡହ ଖରା: ୩୨ ଡିଗ୍ରୀ ଟପିଲା ପାରଦ
ଭୁବନେଶ୍ୱର,୧୫।୪: କିଛିଦିନ ପାଗ ଥଣ୍ଡା ରହିବା ପରେ ପୁଣି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ଡହଡହ ଖରାରେ ସିଝୁଛିି ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସୋମବାର…
କଂଗ୍ରେସ ଲୋକ ସଭା ପ୍ରାର୍ଥୀଙ୍କୁ ନେଇ ବିବାଦ, ସମୂହ ଇସ୍ତଫା ଦେଲେ କଂଗ୍ରେସ କାର୍ଯ୍ୟକର୍ତ୍ତା
କେନ୍ଦୁଝର,୧୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଜିଲା କମିଟିକୁ ଅବହେଳା ତଥା ଜିଲାର ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କୁ ଅଣଦେଖା କରି ପିସିସି ପକ୍ଷରୁ ପ୍ରାର୍ଥୀ ଘୋଷଣାକୁ ବିରୋଧ କରି…
Archives


