ସୁନା ଦର ୭୩ ହଜାର ପାର
ଭୁବନେଶ୍ୱର,୧୬।୪: କ୍ରମାଗତ ଭାବେ ଘରୋଇ ବଜାରରେ ସୁନା ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଗତ ଦୁଇ ସପ୍ତାହ ମଧ୍ୟରେ ଭୁବନେଶ୍ୱରରେ ସୁନା ଦର ୨୨କ୍ୟାରେଟ ଉପରେ ପ୍ରାୟ ୩୦୦୦ ଟଙ୍କା ଏବଂ ୨୪ କ୍ୟାରେଟ ଉପରେ ପ୍ରାୟ ୪୦୦୦ ଟଙ୍କା ବଢ଼ିଛି।…
ଇଶା-ଦୀପିକାଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା
ଭୁବନେଶ୍ୱର,୧୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆର୍ଆର୍ଭିଏଲ୍)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଇଶା ଏମ୍ ଅମ୍ବାନୀ ଏବଂ ୮୨ଂଇର ସହ ପ୍ରତିଷ୍ଠାତା ଦୀପିକା ପାଦୁକୋନଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା ସ୍ଥାପନ ହୋଇଛି।…
ହାଇଓ୍ବାକୁ ଧକ୍କା ଦେଲା ବସ୍: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ
ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ ସହିତ ହାଇୱା ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ୧୫ରୁ ଅଧିକ ଯାତ୍ରୀ…
ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା, ସୋନପୁର ବିଜୟୀ
ଭୁବନେଶ୍ୱର, ୧୬।୪ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ସୋମବାର ଅନୁଷ୍ଠିତ ୧୯ ବର୍ଷରୁ କମ୍ ଆନ୍ତଃଜିଲା କ୍ରିକେଟ ଲିଗ୍ (ଗ୍ରୁପ୍-ଏ)ରେ ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା ଓ ସୋନପୁର ଦଳ ବିଜୟୀ ହୋଇଛି। ରେଭେନ୍ଶା ଗ୍ରାଉଣ୍ଡ-୨ରେ…
ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ଅଣ୍ଡରଉଡ୍ଙ୍କ ଦେହାନ୍ତ
ନୂଆଦିଲ୍ଲୀ, ୧୬ା୪ (ପି.ଟି.): ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ବିବେଚନା କରାଯାଉଥିବା ଡେରିକ୍ ଅଣ୍ଡରଉଡ୍ଙ୍କର କେଣ୍ଟଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା। ତାଙ୍କ ସମୟରେ ସେ କିମ୍ବଦନ୍ତୀ ସୁନୀଲ ଗାଭାସ୍କରଙ୍କ ଭଳି ବ୍ୟାଟରଙ୍କୁ କଡ଼ା ଚ୍ୟାଲେଞ୍ଜ…
ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ
ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା ଅଧିକାଂଶ ପ୍ରାର୍ଥୀ କରିଥିବା ଶୁଣିବାକୁ ମିଳେ। ଏହିଭଳି ଏକ କଥୋପକଥନର ଅଡିଓ ଏବେ ନୟାଗଡ଼ରେ…
ସନରାଇଜର୍ସର ରେକର୍ଡ ସ୍କୋର
ବେଙ୍ଗାଲୁରୁ,୧୬ା୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ବିପକ୍ଷରେ ଦ୍ରୁତ ଶତକ ହାସଲ କରିଛନ୍ତି ସନରାଇଜର୍ସ ହାଇଦ୍ରାବାଦର ଟ୍ରାଭିସ୍ ହେଡ୍। ନିର୍ଦ୍ଧାରିତ ଓଭରରେ ୩ ଉଇକେଟରେ ୨୮୭ ରନ୍ କରିବା ସହ ଆଇପିଏଲ ଇତିହାସର ସର୍ବାଧିକ ସ୍କୋର…
ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ
ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ ଭାଜପା ବିଶ୍ୱରଞ୍ଜନ ବଡ଼ଜେନାଙ୍କୁ ପ୍ରାର୍ଥୀ କରିଛି। ଗତ ରବିବାର ଏହି ଆସନ ପାଇଁ କଂଗ୍ରେସ…
ସ୍ବାସ୍ଥ୍ୟଗତ କାରଣରୁ ନିର୍ବାଚନ ଲଢ଼ୁନାହାନ୍ତି କିରନ
ନୂଆଦିଲ୍ଲୀ: ଚଣ୍ଡିଗଡ଼ରୁ ଲଗାତର ୨ ଥର ଏମ୍ପି ଥିବା ବଲିଉଡ୍ ଅଭିନେତ୍ରୀ କିରନ ଖେର୍ ଚଳିତ ଲୋକ ସଭା ନିର୍ବାଚନ ଲଢ଼ୁନାହାନ୍ତି। ଚଣ୍ଡିଗଡ଼ରୁ ଭାଜପା ତାଙ୍କ ବଦଳରେ ସଞ୍ଜୟ ଟଣ୍ଡନଙ୍କୁ ଟିକେଟ ଦେଇଛି। ତେବେ ଦଳ ତାଙ୍କ ଟିକେଟ କାଟି ନ…
ଆଫଗାନିସ୍ତାନରେ ବନ୍ୟା, ୩୩ ମୃତ
କାବୁଲ, ୧୬।୪: ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭ ଜଣ ଆହତ ହୋଇଥିବାବେଳେ ୬୦୦ ଘର କ୍ଷତିଗ୍ରସ୍ତ ହୋଇଥିବା ତାଲିବାନର ମୁଖପାତ୍ର ଅବଦୁଲ୍ଲାହ ଜନାନ୍…
୪,୬୫୦ କୋଟି ଜବତ କଲାଣି ଇସି
ନୂଆଦିଲ୍ଲୀ,୧୬ା୪: ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ବର୍ତ୍ତମାନ ସୁଦ୍ଧା ଆଇନ ପ୍ରବର୍ତ୍ତନକାରୀ କର୍ତ୍ତୃପକ୍ଷ ବିଭିନ୍ନ ଅଞ୍ଚଳରୁ ୪,୬୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଜବତ କରିଥିବା ଭାରତର ନିର୍ବାଚନ କମିଶନ (ଇସିଆଇ) ସୋମବାର ସୂଚନା…
ଜବତ ଜାହାଜର ୧୭ କର୍ମଚାରୀଙ୍କୁ ଭେଟିପାରିବେ ଭାରତୀୟ କର୍ତ୍ତୃପକ୍ଷ
ନୂଆଦିଲ୍ଲୀ,୧୬ା୪(ପି.ଟି.): ଇରାନ ସେନା କବ୍ଜା କରିଥିବା ଇସ୍ରାଏଲୀ ମାଲ୍ବାହୀ ଜାହାଜର ୧୭ କର୍ମଚାରୀଙ୍କୁ ଭାରତୀୟ କର୍ତ୍ତୃପକ୍ଷ ଭେଟିପାରିବେ। ଏଥିପାଇଁ ଇରାନ ଅନୁମତି ଦେବ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରୀ ହୋସେନ୍ ଅମିର-ଅବଦୁଲ୍ଲାହିଆନ୍ କହିଛନ୍ତି। ପ୍ରତିପକ୍ଷ ଏସ୍. ଜୟଶଙ୍କରଙ୍କ ସହ ଟେଲିଫୋନ୍ କଥାବାର୍ତ୍ତା ବେଳେ…
Archives


