Home

ଭାଜପାର ସଂକଳ୍ପ ପତ୍ର ଜାରି କଲେ ମୋଦି, ଜାଣନ୍ତୁ କ’ଣ ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୪।୪: ସାଧାରଣ ନିର୍ବାଚନ ପାଇଁ ଆଜି ସଂକଳ୍ପ ପତ୍ର ଜାରି କଲା ଭାଜପା। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୋଦିଙ୍କ ସହ ଭାଜପା ସଭାପତି ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ…

ହ୍ୟାଟ୍ରିକ୍‌ ଲକ୍ଷ୍ୟରେ ସାରଥି, ଭାଜପାର ଭରସା ନୂଆ ପ୍ରାର୍ଥୀ

ନିିଶ୍ଚିନ୍ତକୋଇଲି,୧୪।୪(ଅଶୋକ କୁମାର ମହାପାତ୍ର)କଟକ ଜିଲା ଅଧୀନ କଟକ ସଦର ବିଧାନସଭା କ୍ଷେତ୍ର ପାଇଁ ଆସନ୍ତା ମେ’୨୫ରେ ନିର୍ବାଚନ ଅନୁଷ୍ଠିତ ହେବ। ବିଜେଡି ବିଧାୟକ ଚନ୍ଦ୍ରସାରଥି ବେହେରାଙ୍କୁ ପ୍ରାର୍ଥୀ କରାଇଥିବା ବେଳେ ଭାଜପା ପ୍ରକାଶ ସେଠୀଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଛି। ଏଯାବତ୍‌ କଂଗ୍ରେସ…

ଅଙ୍କ ଛିଣ୍ଡୁନି ନା ବିଦ୍ରୋହର ସ୍ବରକୁ ଡର

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ୱର ଲୋକ ସଭା ନିର୍ବାଚନ ପାଇଁ ମେ’୨୫ ତାରିଖରେ ମତଦାନ ହେବ। ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଭୁବନେଶ୍ୱର ଏକାମ୍ର, ମଧ୍ୟ, ଉତ୍ତର, ଜୟଦେବ ଏବଂ ଜଟଣୀ ନିର୍ବାଚନମଣ୍ଡଳୀ…

ଭାଜପା ଭୋଟ ହାତେଇବାକୁ ବିଜେଡି, କଂଗ୍ରେସର ପ୍ରୟାସ

ଜଗତ୍‌ସିଂହପୁର, ୧୪ା୪ (ପ୍ରମୋଦ କୁମାର ନାୟକ)ରାଜ୍ୟରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ବତନ୍ତ୍ରତା ରହିଛି। କାରଣ ଏହି ନିର୍ବାଚନମଣ୍ଡଳୀରୁ ନିଶାମଣି ଖୁଣ୍ଟିଆ, ପ୍ରତାପ ଚନ୍ଦ୍ର ମହାନ୍ତି ଓ ତତ୍କାଳୀନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ୱାଳ ପ୍ରମୁଖ ପ୍ରତିନିଧିତ୍ୱ କରୁଥିଲେ। ସେମାନେ ରାଜ୍ୟ ରାଜନୀତିରେ…

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ କରିଛି। ଏଆଇସିସିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଢେଙ୍କାନାଳ ଲୋକ ସଭା…

ପଣାନିଶାରେ…

ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଏହାକୁ ଆମେ ପାଳନ କରିଥାଉ ଓଡ଼ିଆ ନବବର୍ଷ ଭାବେ। ଏହିଦିନ ମନ୍ଦିରଠୁ ଆରମ୍ଭ କରି ଘରେ ଘରେ ପ୍ରସ୍ତୁତ ହୁଏ ସ୍ବାଦିଷ୍ଟ ବେଲପଣା। କେବେ କେବେ ଏଥିରେ ବି ମିଶାଯାଏ…

ସୋନପୁର ହୋଇନି ସୁବର୍ଣ୍ଣପୁର

ସୋନପୁର,୧୪।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ଜିଲା ଗଠନ ହେବାର ଇତିମଧ୍ୟରେ ୩୧ ବର୍ଷ ବିତିଯାଇଛି। ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ସୋନପୁର ଉପଖଣ୍ଡ ବଲାଙ୍ଗୀର ଜିଲାରୁ ଅଲଗା ହୋଇ ଏକ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କ…

ଫୁଡ୍‌କୋର୍ଟକୁ ସଂଯୋଗ ହୋଇପାରୁନି ବିଦ୍ୟୁତ୍‌

ରାଉରକେଲା, ୧୪ା୪(ସଙ୍ଗୀତା ଜେନା)ଉଠାଦୋକାନୀଙ୍କ ପାଇଁ ରାଉରକେଲା ସ୍ମାର୍ଟ ସିଟି ଲିମିଟେଡ୍‌ (ଆର୍‌ଏସ୍‌ସିଏଲ୍‌) ଦ୍ୱାରା କୋଏଲନଗର ଏନ୍‌ଏସି ମାର୍କେଟ ପାର୍ଶ୍ୱରେ ଫୁଡ୍‌କୋର୍ଟ ନିର୍ମାଣ କରାଯାଇଛି। ହେଲେ ନିର୍ମାଣ କାମକୁ ୪ ମାସ ପୂରି ଯାଇଥିଲେ ମଧ୍ୟ ଦୋକାନ ଗୃହଗୁଡିକରେ ବିଦ୍ୟୁତ୍‌ ସଂଯୋଗ ହୋଇ…

ପୁରୀରୁ ଫେରୁଥିବାବେଳେ ରାସ୍ତା ତଳକୁ ଖସିଗଲା ବସ୍‌, ଭିତରେ ଥିଲେ ୫୫ଜଣ ତୀର୍ଥଯାତ୍ରୀ

ପଦ୍ମପୁର,୧୪।୪: ପୁରୀରୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଏକ ବସ ଓଲଟି ପଡ଼ିଛି। ସବରେ ପ୍ରାୟ ୫୫ ଜଣ ତୀର୍ଥଯାତ୍ରୀ ଥିଲେ। କିନ୍ତୁ ସେମାନଙ୍କ ଭିତରୁ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ସୁଲିଆ…

ବିଏସ୍‌କେୱାଇକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୧୪ା୪(ଅନିଲ ଦାସ)୧୦ ବର୍ଷ କେନ୍ଦ୍ରମନ୍ତ୍ରୀ ଥାଇ ମଧ୍ୟ ଧର୍ମେନ୍ଦ୍ର ପ୍ରଧାନଙ୍କର ଓଡ଼ିଶା ପାଇଁ ଅବଦାନ ଶୂନ ା ସାରା ରାଜ୍ୟ କଥା ଛାଡ଼ନ୍ତୁ, ନିଜ ଅଞ୍ଚଳ ପାଇଁ କ’ଣ କରିଛନ୍ତି, ତା’ର ହିସାବ ଦେବାକୁ ସେ ପଛଘୁଞ୍ଚା ଦିଅନ୍ତି ା ଆଉ…

କଳାକାରଙ୍କୁ ଭାଗ କରୁଛି ବିଜେଡି: ଭାଜପା

ଭୁବନେଶ୍ୱର, ୧୪।୪(ସୁନିତ୍‌ ମିଶ୍ର)ରାଜ୍ୟର କେତେଜଣ କଳାକାରଙ୍କୁ ଶୁକ୍ରବାର ନବୀନ ନିବାସରୁ ଡକରା ଆସିବା ପରେ ବହୁ ଜଣଙ୍କୁ ସେଠାରେ ଦେଖିବାକୁ ମିଳିଥିଲା। ବହୁ ଓଡ଼ିଆ ସିନେ ତାରକା ନବୀନ ନିବାସ ଯାଇ ସେଠାରେ ରାଜ୍ୟରେ କିପରି ଭଲ ଚଳଚ୍ଚିତ୍ର ଆଦି ହେବ…

ଯାହାଙ୍କ ନାଁରେ ଅଭିଯୋଗ ତାଙ୍କୁ ତଦନ୍ତ ଦାୟିତ୍ୱ

ବାରିପଦା,୧୪ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବାରିପଦା ଉପ ନିବନ୍ଧ ଡିଭିଜନର ଲ୍ୟାମ୍ପ୍‌ସରେ କାର୍ଯ୍ୟରତ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଏମ୍‌ଡି)ମାନଙ୍କ ପଦୋନ୍ନତିରେ ବ୍ୟାପକ ଅନିମିତତାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା କୋ-ଅପରେଟିଭ୍‌ ସୋସାଇଟି ରେଜିଷ୍ଟାର ଭୁବନେଶ୍ୱରଙ୍କ କାର୍ଯ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri