Home

ବଜ୍ରପାତରେ ଟଳିପଡ଼ିଲେ ଶ୍ରମିକ, ୩ ଆହତ

ନିରାକାରପୁର,୨୯ା୮(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲାର ନିରାକାରପୁର ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଜଟଣୀ…

ନିଜ ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କଲେ ଅଜିତ ପାଓ୍ବାର, ମହାରାଷ୍ଟ୍ର ରାଜନୀତିରେ ବଡ଼ ହଲଚଲ

ମୁମ୍ବାଇ,୨୯।୮: ସିନ୍ଧୁ ଦୁର୍ଗରେ ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଭାଙ୍ଗିଯିବା ଘଟଣାରେ ମହାରାଷ୍ଟ୍ର ରାଜନୀତି ସରଗରମ ଅଛି। କ୍ଷମତାସୀନ ସରକାର ଓ ବିରୋଧୀଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଲାଗି ରହିଛି। ଶିବାଜୀଙ୍କ ମୂର୍ତ୍ତି ଭାଙ୍ଗିଯିବାକୁ ନେଇ ବିରୋଧୀ କ୍ଷମତାସୀନ ଭାଜପା-ଶିବସେନା-ଏନସିପି ମେଣ୍ଟ ସରକାରକୁ ଟାର୍ଗେଟ…

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ଏତେ କୋଟି ଟଙ୍କା

ଭୁବନେଶ୍ୱର,୨୯ା୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ…

CHSE ରେକର୍ଡ ସପ୍ଲାୟରଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର୨୯ା୮: ସିଏଚ୍‌ଏସ୍‌ଇ ରେକର୍ଡ ସପ୍ଲାୟର୍‌ ପୁରେନ୍ଦ୍ର ସେଠୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ପୁରେନ୍ଦ୍ରଙ୍କ ଘରୁ ୧୬ଟି ବେନାମୀ ପ୍ଲଟ୍‌ର ପଟ୍ଟା ମିଳିଥିବା ବେଳେ ଅନ୍ୟ ନାଁରେ…

ଗ୍ରୁପ୍‌ କିସ୍ତି ଟଙ୍କା ଦେବାକୁ ବାପଘର ଆସିଥିଲେ ମହିଳା, ଆଜି ପୋଖରୀରେ ଭାସୁଥିଲା ମୃତଦେହ

ମୋରଡ଼ା,୨୯ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି ପୋଲିସ। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ସାନମୁଣ୍ଢାବଣି ପଞ୍ଚାୟତର ଉଲୁମୁଣ୍ଡି ଜୁଗୁନି ସାହିର ଏକ ପୋଖରୀରୁ ଜଣେ ମହିଳାଙ୍କ ମୃତଦେହ ଭାସୁଥିବାର ଗ୍ରାମବାସୀ ଦେଖିଥିଲେ।…

SC-ST କୋଟା କର୍ମଚାରୀ ଛାଡ଼ିବେ କି ଚାକିରି? ସୁପ୍ରିମକୋର୍ଟ ଦେଲେ ବଡ଼ ବୟାନ, କହିଲେ…

ନୂଆଦିଲ୍ଲୀ,୨୯ା୮: ଅନୁସୂଚିତ ଜାତି-ଅନୁସୂଚିତ ଜନଜାତି କୋଟା ଅଧୀନରେ ସରକାରୀ ଚାକିରି ଏବେ ବିପଦରେ ରହିଛି। ଏଭଳି ପରିସ୍ଥିତିରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ସେମାନଙ୍କୁ ଆଶ୍ୱସ୍ତି ଆଣି ଦେଇଛି। ଏହି ଲୋକମାନେ ଏସ୍‌ସି-ଏସ୍‌ଟି କୋଟା ଅଧୀନରେ କେନ୍ଦ୍ର ସରକାର ଏବଂ ପବ୍ଲିକ ସେକ୍ଟର ବ୍ୟାଙ୍କଗୁଡ଼ିକରେ…

ରୋହିତଙ୍କୁ ୫୦ କୋଟି ଟଙ୍କାରେ କିଣିବ କି ଲକ୍ଷ୍ନୌ: ମୁହଁ ଖୋଲିଲେ ମାଲିକ

ନୂଆଦିଲ୍ଲୀ,୨୯।୮:ଆଇପିଏଲ୍‌ ୨୦୨୫ ଅଧିକ ରୋଚକ ହେବାକୁ ଯାଉଛି। କାରଣ ଏହା ପୂର୍ବରୁ ଏକ ମେଗା ନିଲାମ ଅନୁଷ୍ଠିତ ହେବ। ମେଗା ନିଲାମ ପୂର୍ବରୁ ଦଳଗୁଡିକରେ ଅନେକ ବଡ ପରିବର୍ତ୍ତନ ଦେଖିବାକୁ ମିଳିବାର ସମ୍ଭାବନା ରହିଛି। ଅନେକ ତାରକା ଖେଳାଳି ଗୋଟିଏ ଦଳରୁ…

ଜୈବିକ ଚାଷ ପାଇଁ ମହିଳାଙ୍କୁ କରାଯାଉଛି ପ୍ରୋତ୍ସାହିତ

ଦାରିଙ୍ଗବାଡି, ୨୯।୮(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଜାଗୃତି ଅନୁଷ୍ଠାନ ପରିସର ମଧ୍ୟରେ ଗୁରୁବାର ପାରମ୍ପରିକ ଚାଷରେ ମହିଳାଙ୍କୁ ନେଇ ସମାବେଶ ଅନୁଷ୍ଠିତ ହୋଇଯାଇଛି। ମହିଳା ଚାଷୀଙ୍କୁ ସ୍ବାବଲମ୍ବୀ କରାଯିବା ସହ ସେମାନଙ୍କୁ ସ୍ବୀକୃତି ଦେବା ପାଇଁ ପାରମ୍ପରିକ ଓ ଜୈବିକ…

ଏସବିଆଇରେ ବଡ଼ ଠକେଇ, ଲୁଟେରାଙ୍କ ସହ ମିଶି ୧୭୫କୋଟି ଟଙ୍କା ଲୁଟ୍‌ କଲେ ବ୍ୟାଙ୍କ ମ୍ୟାନେଜର

ହାଇଦ୍ରାବାଦ,୨୯।୮: ଭାରତୀୟ ଷ୍ଟେଟ ବ୍ୟାଙ୍କରେ ହୋଇଛି ବଡ଼ ଠକେଇ। ଆଉ ଏହି ଠକେଇରେ ସାମିଲ୍‌ ଅଛନ୍ତି ଖୋଦ୍‌ ବ୍ୟାଙ୍କ ମ୍ୟାନେଜର। ଲୁଟେରାଙ୍କ ସହ ମିଶି ବ୍ୟାଙ୍କରୁ ୧୭୫କୋଟି ଟଙ୍କା ଲୁଟ୍‌ କରିଛନ୍ତି ବ୍ୟାଙ୍କ ମ୍ୟାନେଜର। ଏପରି ଘଟଣା ଦେଖିବାକୁ ମିଳିଛି ହାଇଦ୍ରାବାଦର…

ମୁଁ ବ୍ୟାଡମିଣ୍ଟନର ବିରାଟ କୋହଲି ହେବାକୁ ଚାହୁଁଛି: କହୁ କହୁ ଏମିତି କହିଦେଲେ ଲକ୍ଷ୍ୟ ସେନ

ନୂଆଦିଲ୍ଲୀ,୨୯।୮: ନିକଟରେ ଶେଷ ହୋଇଥିବା ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର ଲକ୍ଷ୍ୟ ସେନ ହୁଏତ ପଦକ ଜିତି ନ ଥିଲେ, କିନ୍ତୁ ତାଙ୍କର ଦୃଢ ପ୍ରଦର୍ଶନ ସହିତ ସେ ନିଶ୍ଚିତ ଭାବରେ ସମସ୍ତଙ୍କ ହୃଦୟ ଜିତିଥିଲେ। ବର୍ତ୍ତମାନ ଭାରତୀୟ ବ୍ୟାଡମିଣ୍ଟନ…

‘ଚାଇନା ନାଗରିକ ତୁରନ୍ତ ପାକିସ୍ତାନ ଛାଡ଼ନ୍ତୁ, ନଚେତ୍‌ ଯେଉଁଠି ଦେଖିବୁ ସେଠି ସିଧାସଳଖ ହତ୍ୟା କରିବୁ’

ଇସଲାମାବାଦ୍‌,୨୯ା୮: ପାକିସ୍ତାନ ଭିତରେ ଦୁଇଦିନ ମଧ୍ୟରେ ବାଲୁଚ ଲିବରେଶନ ଆର୍ମି ଦ୍ୱାରା ସୃଷ୍ଟି ହୋଇଥିବା ବିଦ୍ରୋହ ପାକିସ୍ତାନୀ ସେନାର ଅବସ୍ଥାକୁ ଆହୁରି ଖରାପ କରିଦେଇଛି। ବାଲୁଚ ଲିବରେଶନ ଆର୍ମି (ବିଏଲ୍‌ଏ) ବର୍ତ୍ତମାନ ପାକିସ୍ତାନ ଭିତରେ ରହୁଥିବା ଚାଇନା ନାଗରିକମାନଙ୍କୁ ପାକିସ୍ତାନ ଛାଡ଼ିବାକୁ…

ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାଙ୍କୁ ହତ୍ୟା କଲେ ପାଗଳପ୍ରେମୀ

ଭୁବନେଶ୍ୱର,୨୯ା୮: ପୁଣି ରାଜଧାନୀରେ ବୀଭତ୍ସ ହତ୍ୟା। ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ଜଣେ ପାଗଳପ୍ରେମୀ ହତ୍ୟା କରିଛନ୍ତି। ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ଜଗା ମଲ୍ଲିକ। ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?