Home

‘ସାର୍ବଜନୀନ ସେବା ହେଉଛି ସୁଶାସନର ମାପକାଠି’- ଦୀର୍ଘତମ କାର୍ଯ୍ୟକାଳ ପାଇଁ ରେକର୍ଡ ସ୍ଥାପନ କରିବା ପରେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧୦।୬: ବୁଧବାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡକୁ ଅତିକ୍ରମ କରି ୪,୩୯୯ ଦିନ କାର୍ଯ୍ୟକାଳ ପୂରଣ କରଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ କହିଛନ୍ତି, ଏହି ବିମାନ ଆକ୍ରମଣ ଆଫଗାନିସ୍ତାନର ଖୋଷ୍ଟ, କୁନାର…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ ସନ୍ତାନ’ ନିୟମକୁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛି। ମୁଖ୍ୟମନ୍ତ୍ରୀ ମୋହନ ଯାଦବ ମଙ୍ଗଳବାର…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା ଏ ଏବଂ ଆଫଗାନିସ୍ତାନ ଏ ଦଳ ସାମିଲ ଅଛନ୍ତି। ସିରିଜର ଉଦଘାଟନୀ ମ୍ୟାଚ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ତେହରାନ ମଧ୍ୟରେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇଛି।…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଦ୍ୱାରା ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ଦୀର୍ଘତମ ନିରନ୍ତର କାର୍ଯ୍ୟକାଳ ରେକର୍ଡକୁ ଅତିକ୍ରମ କରିଛନ୍ତି।…

ହର୍ମୁଜରେ ଜାହାଜ ଚଳାଚଳ ବନ୍ଦ, ଇରାନ ଉପରେ ଜୋରଦାର ଆକ୍ରମଣ କଲା ଆମେରିକା

ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ଅନୁଯାୟୀ, ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ ଇରାନ ବିରୁଦ୍ଧରେ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ୧୦ ବର୍ଷ ପୂର୍ତ୍ତି: ଗର୍ଭବତୀ ମହିଳାଙ୍କୁ ମାଗଣାରେ ଚିକିତ୍ସା

କେସିଙ୍ଗା,୧୦।୬( ତୁମେଶ୍ୱର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାରା ଗର୍ଭବତୀ ମହିଳା ଙ୍କନିରାପଦ ମାତୃତ୍ୱ ପ୍ରୋତ୍ସାହିତ ପାଇଁ ଗତ ୨୦୧୬ରେ ଆରମ୍ଭ କରାଯାଇଥିବା ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ମଙ୍ଗଳବାର ୧୦ ବର୍ଷ ପୂର୍ତ୍ତି ହୋଇଛି। ଏହି ଉପଲକ୍ଷେ କେସିଙ୍ଗା ଗୋଷ୍ଠୀ…

ରାସ୍ତା ନିର୍ମାଣ ଦାବି, ଏକାଠି ହେଲେ ୩ ଗ୍ରାମବାସୀ: ବିକାଶ ପାଇଁ ଉଠିଲା ସ୍ବର

ପଦ୍ମପୁର,୧୦ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡ ବୁଡ଼ାମାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭେଲୁଆଁପଦର ଗ୍ରାମର ୱାର୍ଡ ସଭ୍ୟ ସହଦେବ ସାହୁଙ୍କ ନେତୃତ୍ୱରେ ଆଜି ଭେଲୁଆଁପଦର ଗ୍ରାମରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ଜମରତଲା ଗ୍ରାମପଞ୍ଚାୟତ ସରପଞ୍ଚ ବିଦୁ ଭୂଷଣ ଚାନ୍ଦ, ପୂର୍ବତନ ସରପଞ୍ଚ…

ଧାନରେ ମଣ୍ଡି ଭର୍ତ୍ତି, ମିଲରଙ୍କ ଦେଖାନାହିଁ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୧୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉମାତ୍ର ୨ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସ୍ବାଭାବିକ ହୋଇପାରି ନାହିଁ। ମଣ୍ଡିକୁ ବିକ୍ରି ପାଇଁ ଯେଉଁ ପରିମାଣରେ ଧାନ ଆସୁଛି, ସେହି…

ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିଲେ ୨ ଡ୍ରାଇଭର, ଧକ୍କାଦେଲେ କ୍ୟାଣ୍ଟର: ଆଉ ତା’ପରେ…

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଖଜୁରପଡା ଗ୍ରାମ ନିକଟସ୍ଥ ଜାତୀୟ ରାଜପଥ ୨୬ରେ ଦୁଇ ଜଣ ଡ୍ରାଇଭରଙ୍କୁ ଏକ କ୍ୟାଣ୍ଟର ବୁଧବାର ସକାଳ ସାଢ଼େ ତିନି ଘଣ୍ଟା ସମୟରେ ଧକ୍କା ଦେବାରୁ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଖଜୁରପଡା ପଡା…

ଅଜଗରକୁ କୋଳରେ ଧରି ରିଲ୍ସ କରୁଥିଲେ ମହିଳା,ଏବେ ଭଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୦।୦୬: ସୋସିଆଲ ମିଡିଆରେ ଲୋକମାନେ ଲାଇକ ଏବଂ ଭ୍ୟୁ ପାଇଁ କେତେ ଦୂର ଯାଆନ୍ତି ତାହା ଦେଖାଇ ଆଉ ଏକ ଆଶ୍ଚର୍ଯ୍ୟଜନକ ଉଦାହରଣ ସାମ୍ନାକୁ ଆସିଛି। ବର୍ତ୍ତମାନ ଜଣେ ମହିଳାଙ୍କ ଏକ ଭିଡିଓ ଅନଲାଇନରେ ଭାଇରାଲ ହେଉଛି ଯାହା ସବୁଠାରୁ ସାହସୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri