Home

ଆଜି ସଂଧ୍ୟା ସୁଦ୍ଧା ଭାଜପାର ବାକି ତାଲିକା! ବଦଳିବେ ପ୍ରାର୍ଥୀ

ଭୁବନେଶ୍ୱର,୧୧।୪: ଆଜି ସଂଧ୍ୟା ସୁଦ୍ଧା ଘୋଷଣା ହୋଇପାରେ ଭାଜପାର ପ୍ରାର୍ଥୀ ତାଲିକା ! ବାକି ଥିବା ୩୫ଟି ବିଧାନସଭା ସିଟରୁ ଆଜି ପ୍ରାୟ ୨୦ ସିଟରେ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ୨୦ ତାରିଖ ପୂର୍ବରୁ ଅନ୍ୟ ସିଟରେ ପ୍ରାର୍ଥୀ…

ଗୁଜରାଟ ଟାଇଟାନ୍ସକୁ ବିଶେଷ ଢଙ୍ଗରେ ଇଦ୍‌ ଉପହାର ଦେଲେ ରଶିଦ ଖାନ୍‌

ନୂଆଦିଲ୍ଲୀ,୧୧।୪: ଗୁଜରାଟ ଟାଇଟାନ୍ସ ରାଜସ୍ଥାନ ରୟାଲ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଗୁଜରାଟ ଟାଇଟାନ୍ସର ବିଜୟର ହିରୋ ରଶିଦ ଖାନ୍‌ ଥିଲେ। ଏହି ଖେଳାଳି ପ୍ରଥମେ ରାଜସ୍ଥାନ ରୟାଲ୍ସ ବ୍ୟାଟ୍ସମ୍ୟାନଙ୍କ ତାଙ୍କ ବୋଲିଂରେ ବାନ୍ଧି ରଖିଥିଲେ। ଏହା ପରେ ସେ ପୁଣି…

ହଟିଲେ କେଜ୍‌ରିୱାଲଙ୍କ ବ୍ୟକ୍ତିଗତ ସଚିବ

ନୂଆଦିଲ୍ଲୀ,୧୧।୪: ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କ ବିରୋଧରେ ଭିଜିଲାନ୍ସ ବିଭାଗ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବିଭବ କୁମାରଙ୍କୁ ସେବାରୁ ହଟାଇଦିଆଯାଇଛି। ଭିଭିଲାନ୍ସ ବିଭାଗ…

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ, ପରଜଙ୍ଗ ଓ କାମାକ୍ଷାନଗର ପାଇଁ ମଧ୍ୟ ଉଭୟ ଦଳ ପ୍ରାର୍ଥୀ ଦେଇସାରିଛନ୍ତି। ହେଲେ ହିନ୍ଦୋଳ…

ଶଙ୍ଖ ଭବନରେ ସମ୍ବିତଙ୍କ ସହ ଅସନ୍ତୁଷ୍ଟଙ୍କ ଯୁକ୍ତିତର୍କ

ଜଗତ୍‌ସିଂହପୁର, ୧୧ା୪ (ପ୍ରମୋଦ କୁମାର ନାୟକ)ପାରାଦୀପ ନିର୍ବାଚନମଣ୍ଡଳୀ ବିଜେଡି କଳି ଛିଡିବା ପରିବର୍ତ୍ତେ ଦିନକୁଦିନ ବଢ଼ିବାରେ ଲାଗିଛି। ଏହି କଳି ଏବେ ପାରାଦୀପରୁ ଶଙ୍ଖ ଭବନରେ ପହଞ୍ଚତ୍ଲାଣି। ବଡ କଥା ହେଲା ଶଙ୍ଖ ଭବନରେ ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ନଁାରେ…

ପାକିସ୍ତାନକୁ ଚେତାବନୀ ଦେଲେ ମୋଦି

ନୂଆଦିଲ୍ଲୀ,୧୧।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ଆଉ କିଛି ଦିନ ବାକି ଅଛି। ଏପ୍ରିଲ ୧୯ରେ ଭୋଟ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ପ୍ରସିଦ୍ଧ ପତ୍ରିକା ନ୍ୟୁଜୱିକ୍‌କୁ ଏକ ସାକ୍ଷାତକାର…

ସୁଯୋଗ ଅପେକ୍ଷାରେ କଂଗ୍ରେସ

ବାରିପଦା,୧୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଦୁଇ ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ଲୋକ ସଭା ଓ କିଛି ବିଧାନ ସଭା ଆସନ ପାଇଁ…

କଂଗ୍ରେସ ଖୋଜୁଛି ନୂଆ ମୁହଁ

ନିିଶ୍ଚିନ୍ତକୋଇଲି,୧୧ା୪(ଅଶୋକ କୁମାର ମହାପାତ୍ର)୨୦୨୪ ସାଧାରଣ ନିର୍ବାଚନ ପାଇଁ ମାହାଙ୍ଗା ନିର୍ବାଚନମଣ୍ଡଳୀ ଚଳଚଞ୍ଚଳ ହୋଇଉଠିଛି। ଭାଜପା ନୂଆ ମୁହଁ ଭାବେ ସୁମନ୍ତ ଘଡ଼େଇଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଅଙ୍କିତ ପ୍ରତାପ ଜେନାଙ୍କ ନାମରେ ମୋହର ମାରିଥିଲା। କିନ୍ତୁ କଂଗ୍ରେସ ଏଯାବତ୍‌ ପ୍ରାର୍ଥୀଙ୍କ…

ଦଳଡିଆଁ ନେତାଙ୍କ ପତିଆରା ଅଧିକ

ଯାଜପୁର,୧୧।୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଦଳଡିଆଁରେ ରେକର୍ଡ କରୁଥିବା ନେତାଙ୍କ ପତିଆରା ଏଥର ଢେର ଅଧିକ ଦେଖିବାକୁ ମିଳିଛି। ହେଲେ ଗୋଟିଏ ଦଳରେ ଦଶନ୍ଧି ଓ ବର୍ଷ ବର୍ଷ ଧରି ନିଜ ଜୀବନକୁ ଉତ୍ସର୍ଗୀକୃତ କରିଥିବା ନେତାଙ୍କୁ ଅଣଦେଖା କରାଯାଉଛି। ସବୁ ଦଳର…

ଭାରତ-ଚାଇନା ସମ୍ପର୍କକୁ ନେଇ ଏମିତି କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲ,୧୦।୪:ଭାରତ ଏବଂ ଚାଇନା ମଧ୍ୟରେ ସ୍ଥିର ଏବଂ ଶାନ୍ତିପୂର୍ଣ୍ଣ ସମ୍ପର୍କ ଉଭୟ ଦେଶ ତଥା ସମଗ୍ର ବିଶ୍ୱ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ମୋଦି ଏହି କଥା କହିଛନ୍ତି। କୂଟନୈତିକ ଏବଂ ସାମରିକ ସ୍ତରରେ ଗଠନମୂଳକ ଦ୍ୱିପାକ୍ଷିକ ଯୋଗଦାନର ସାହାଯ୍ୟରେ…

କିରଣ ଖେର୍‌ଙ୍କ ଟିକେଟ କାଟିଲା ଭାଜପା

ନୂଆଦିଲ୍ଲୀ, ୧୧।୪: ଚଳିତ ଲୋକ ସଭା ନିର୍ବାଚନ ପାଇଁ ବୁଧବାର ଭାଜପା ୧୦ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଉତ୍ତରପ୍ରଦେଶରୁ ୭ ଜଣ, ପଶ୍ଚିମବଙ୍ଗ ଓ ବିହାରରୁ ଜଣେ ଲେଖାଏ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ଚଣ୍ଡିଗଡ଼ରୁ ଏମ୍‌ପି କିରଣ…

ରାଜଧାନୀରେ ଝିପିଝିପି ବର୍ଷା, ଏହି ଜିଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର,୧୧।୪: ଟ୍ବିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri